Headlines

ପାଇକମାଳ:ଭୁଲିଯାଇଥିବା ଖାଦ୍ୟ ଓ ଅବହେଳିତ ଫସଲର ପୁନରୁଦ୍ଧାର ନେଇ ବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ ।

ସୁଶାନ୍ତ ପଣ୍ଡା / ପଶ୍ଚିମ ଓଡ଼ିଶା ମୁଖ୍ୟ / ସମୀକ୍ଷା ନ୍ୟୁଜ:ଭୁଲିଯାଇଥିବା ଖାଦ୍ୟ ଓ ଅବହେଳିତ ଫସଲର ପୁନରୁଦ୍ଧାର ସହିତ ପାରମ୍ପରିକ ବିହନ ଓ କୃଷି ପରମ୍ପରାର ସୁରକ୍ଷା ଉଦ୍ଦେଶ୍ୟରେ ଆଜି ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର ଉଚ୍ଚ ବିଦ୍ୟାଳୟ ଠାରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଓଡ଼ିଶାରେ ଭୁଲିଯାଇଥିବା ଖାଦ୍ୟ ଓ ଅବହେଳିତ ଫସଲର ପୁନରୁଦ୍ଧାର ପ୍ରକଳ୍ପ ଅଧୀନରେ ଦେବଦତ୍ତ କ୍ଲବ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମକୁ ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ-ତଥା-ପ୍ରକଳ୍ପ ନିର୍ଦ୍ଦେଶକ, ଆତ୍ମା…

Read More

ପାଟଣା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନୂତନ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ବିଜୟ ରତ୍ନ ପତି/ସ୍ୱତନ୍ତ୍ର ପ୍ରତିନିଧି/ ସମୀକ୍ଷା ନ୍ୟୁଜ/କେନ୍ଦୁଝର: ପାଟଣା, ୨/୯: ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନୂତନ ପ୍ରଧାନ ଶିକ୍ଷୟିତ୍ରୀ ଭାବେ ମାଳତୀ ମହାନ୍ତି ଯୋଗଦାନ କରିଛନ୍ତି। ସେ ଲେଭେଲ୍-୩କୁ ପଦୋନ୍ନତି ପାଇ ପ୍ରଧାନ ଶିକ୍ଷୟିତ୍ରୀ ଭାବେ ଏହି ବିଦ୍ୟାଳୟରେ ଯୋଗ ଦେଇଛନ୍ତି। ଏହା ପୂର୍ବରୁ ଶ୍ରୀମତୀ ମହାନ୍ତି ହାଟଡିହି ବ୍ଲକରେ ଶିକ୍ଷୟିତ୍ରୀ ଭାବେ କାର୍ଯ୍ୟରତ ଥିଲେ। ନୂତନ ଦାୟିତ୍ୱ ଗ୍ରହଣ କରି ବିଦ୍ୟାଳୟରେ ପହଞ୍ଚିବା ଅବସରରେ ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀଙ୍କ…

Read More

କେନ୍ଦ୍ରାପଡ଼ା : ୨୫ କି.ଗ୍ରା. ଗଞ୍ଜେଇ ଜବତ, ୨ ଜଣ କୋର୍ଟ ଚାଲାଣ

ନମିତା ନାୟକ/ ଜିଲ୍ଲା ପ୍ରତିନିଧି/ସମୀକ୍ଷା ନ୍ୟୁଜ/ କେନ୍ଦ୍ରାପଡ଼ା : # କେନ୍ଦ୍ରାପଡ଼ା, ୦୧/୦୯: କେନ୍ଦ୍ରାପଡ଼ା ଜିଲ୍ଲାରେ ଅବୈଧ ନିଶାଦ୍ରବ୍ୟ କାରବାର ବିରୋଧରେ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ ଓ ଧରପଗଡ଼ ଜାରି ରହିଛି। ଜିଲ୍ଲାପାଳ ରଘୁରାମ ଆୟରଙ୍କ ନିର୍ଦ୍ଦେଶକ୍ରମେ ଏବଂ ଅବକାରୀ ଅଧୀକ୍ଷକ, କେନ୍ଦ୍ରାପଡ଼ା ବିପ୍ର ଚରଣ ମଣ୍ଡଳଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କେନ୍ଦ୍ରାପଡ଼ା ସଦର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗ ପକ୍ଷରୁ ବ୍ୟାପକ ଚଢ଼ାଉ କରାଯାଇଥିଲା।ଏହି ଚଢ଼ାଉ ସମୟରେ କେଚରପଡ଼ା ଗ୍ରାମରେ କଙ୍ଗୋ ସିଗାରେଟ୍…

Read More

ପାଟଣା: କୁଆପଥର ମାଡ଼ରେ କ୍ଷତିଗ୍ରସ୍ତ ଘର ପାଇଁ ତହସିଲଦାରଙ୍କୁ ଦାବିପତ୍ର

ବିଜୟ ରତ୍ନ ପତି/ସ୍ୱତନ୍ତ୍ର ପ୍ରତିନିଧି/ ସମୀକ୍ଷା ନ୍ୟୁଜ/କେନ୍ଦୁଝର: ପାଟଣା, ୧/୯, ପାଟଣା ତହସିଲ ଅନ୍ତର୍ଗତ ମୂଷାଖୋରୀ ଗ୍ରାମରେ କୁଆପଥର ମାଡ଼ ଯୋଗୁଁ ବହୁ ଚାଳଛପର, ଆଜବେଷ୍ଟସ ଓ ଖପର ଘର କ୍ଷତିଗ୍ରସ୍ତ ହୋଇଥିବା ଜଣାପଡ଼ିଛି। ଏନେଇ ରାଜସ୍ୱ ବିଭାଗ ପକ୍ଷରୁ କ୍ଷୟକ୍ଷତିର ତାଲିକା ପ୍ରସ୍ତୁତ କରାଯାଇଥିଲେ ମଧ୍ୟ ଏଥିରୁ କିଛି ପରିବାର ବାଦ ପଡ଼ିଥିବା ଅଭିଯୋଗ ହୋଇଛି। କ୍ଷତିଗ୍ରସ୍ତ କିଛି ପରିବାରକୁ ପ୍ରଶାସନ ପକ୍ଷରୁ ପଲିଥିନ୍ ଯୋଗାଇ ଦିଆଯାଇଥିବାବେଳେ ଘର ମରାମତି ପାଇଁ ଏପର୍ଯ୍ୟନ୍ତ କୌଣସି ଆର୍ଥିକ…

Read More

ବଣାଇ ବନଖଣ୍ଡ ର ସଫଳତା ଅଭିଯୁକ୍ତ ଗିରଫ,ବଜ୍ରକାପ୍ତା ଚୋରା ଚାଲାଣ ବେଳେ ମାଡ଼ି ବସିଲା ବନବିଭାଗ

ବିନୟ ସାହୁ / ବଣେଇ ସବ୍ ଡିଭିଜନ ରିପୋର୍ଟର /ସମୀକ୍ଷା ନ୍ୟୁଜ: ବଣାଇଗଡ଼ ୧/୯ସୋମବାର ଏକ ବଜ୍ରକାପ୍ତା ଚୋରା ଚାଲାଣ ର଼୍ୟାକେଟରେ ସମ୍ପୃକ୍ତ ଜଣେ ଚାଲାଣକାରୀଙ୍କୁ ଗିରଫ କରିବା ସହ ତାଙ୍କଠାରୁ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କରିଛି ବଣାଇଁ ବନବିଭାଗ। ଗିରଫ ଅଭିଯୁକ୍ତ ହେଲେ ଲହୁଣୀପଡ଼ା ଥାନା ଅନ୍ତର୍ଗତ ମହୁଲତା ଗ୍ରାମର ରଇବୁ ମୁଣ୍ଡା (୪୧)। ଉଦ୍ଧାର ବଜ୍ରକାପ୍ତାଟି ୩ ଫୁଟ୍‌ ଲମ୍ବର ହୋଇଥିବାବେଳେ ଓଜନ ୩,୫୦୦ କିଗ୍ରା ହେବ। ଏନେଇ ବନବିଭାଗ ରଇବୁବିରୋଧରେ ମାମଲା ରୁଜୁ…

Read More

କେନ୍ଦୁଝର:କ୍ଷେତ୍ରୀୟ ଆଥଲେଟିକ୍ସରେ ତୁରୁମୁଙ୍ଗା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସଫଳତା

ବିଜୟ ରତ୍ନ ପତି/ସ୍ୱତନ୍ତ୍ର ପ୍ରତିନିଧି/ ସମୀକ୍ଷା ନ୍ୟୁଜ/କେନ୍ଦୁଝର : ପାଟଣା ୨/୯,ପଶ୍ଚିମବଙ୍ଗର କେଶିଆଡ଼ି ଠାରେ ଅନୁଷ୍ଠିତ କ୍ଷେତ୍ରୀୟ ଆଥଲେଟିକ୍ସ ପ୍ରତିଯୋଗିତାରେ ତୁରୁମୁଙ୍ଗା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଦୁଇ ଛାତ୍ରୀ ଉଲ୍ଲେଖନୀୟ ସଫଳତା ଅର୍ଜନ କରିଛନ୍ତି। ନବମ ଶ୍ରେଣୀର ଅର୍ଚ୍ଚିତା ସିଂହ ୩ ହଜାରମିଟର(୩କି.ମି.)ଦୌଡ଼ରେ ଏବଂ ଦଶମ ଶ୍ରେଣୀର ଲିକି ରାଣୀ ମହାନ୍ତ ୮ଶହ ମିଟର ଦୌଡ଼ରେ ପ୍ରଥମ ସ୍ଥାନ ହାସଲ କରି ବିଦ୍ୟାଳୟର ଗୌରବ ବଢ଼ାଇଛନ୍ତି। ଦୁଇ କୃତୀ ଛାତ୍ରୀଙ୍କ ଏହି ସଫଳତା ପାଇଁ ବିଦ୍ୟାଳୟ ପକ୍ଷରୁ…

Read More

ସମୀକ୍ଷାରେ ବ୍ରଏଲର କୁକୁଡ଼ା

ଭବାନୀ ଶଙ୍କର ମିଶ୍ର/ବରିଷ୍ଠ ସାମ୍ବାଦିକ /ସମୀକ୍ଷା ନ୍ୟୁଜ/ବଡ଼ସାହି – ୨/୯/୨୦୨୬:ବହୁ ପୁରାତନ ନୁହେଁ ବରଂ ଏଇ ବିଂଶ ଶତାବ୍ଦୀରେ ପ୍ରାୟତଃ ବ୍ରଏଲର କୁକୁଡ଼ାର ସୃଷ୍ଟି ବା ଆବିଷ୍କାର ହୋଇଛି । କୁହାଯାଏ ଇଂଲଣ୍ଡର White Cornish ଓ ଆମେରିକାର White Plymouth Rock ହେଉଛି ବ୍ରଏଲରର ବାପାମା । ୧୯୨୩ ରେ ଏହା ଆମେରିକାରୁ ଆରମ୍ଭ ହୋଇଥିଲା, ହେଲେ ଭାରତକୁ ପ୍ରାୟ ୧୯୬୦-୭୦ ଦଶକରେ ଆସିଥିବା ଜଣାଯାଏ । ବିଭିନ୍ନ ପର୍ଯ୍ୟାୟ କ୍ରମେ ୧୯୫୨ରେ ଏହି ବ୍ରଏଲର…

Read More

କେନ୍ଦୁଝର ଜିଲ୍ଲାରେ ପର୍ଯ୍ୟଟନ ବିକାଶ ଦିଗରେ ଆଉ ଏକ ବଡ଼ ପଦକ୍ଷେପ: ଡାବରଚୁଆ ପାର୍କର ପର୍ଯ୍ୟଟନ ଭିତ୍ତିଭୂମି ବିକାଶ ପାଇଁ ମିଳିଲା ମଞ୍ଜୁରୀ

କେନ୍ଦୁଝର ରୁ ଜିଲ୍ଲା ପ୍ରତିନିଧି ନିରଞ୍ଜନ ପାଣିଙ୍କ ରିପୋର୍ଟ କେନ୍ଦୁଝର, ୩୧ ଅଗଷ୍ଟ ୨୦୨୬: କେନ୍ଦୁଝରର ପର୍ଯ୍ୟଟନ ଭିତ୍ତିଭୂମିକୁ ସୁଦୃଢ କରିବା ଦିଗରେ ନିଆଯାଉଥିବା ପଦକ୍ଷେପକୁ ଆଉ ଏକ ବଡ଼ ସଫଳତା ମିଳିଛି। ଡାବରଚୁଆ ପାର୍କର ବିକାଶ ଏବଂ ପର୍ଯ୍ୟଟକମାନଙ୍କ ପାଇଁ ବ୍ୟାପକ ସୁବିଧା ସୁଯୋଗର ବ୍ୟବସ୍ଥା ନିମନ୍ତେ ଆନୁମାନିକ ୫.୯୯ କୋଟି ଟଙ୍କାର ପ୍ରଶାସନିକ ଅନୁମୋଦନ ପ୍ରଦାନ କରାଯାଇଛି।ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ କେନ୍ଦୁଝର ଜିଲ୍ଲା ପ୍ରଶାସନର ସକ୍ରିୟ ପ୍ରୟାସ ଫଳରେ…

Read More

କେନ୍ଦୁଝର ମାଟିର ପୁଅ ତଥା ରାଜ୍ୟପାଳଙ୍କ ପିଆରଓ ସଂଜୀବ ବାରିକ ହେଲେ ଅତିରିକ୍ତ ନିର୍ଦ୍ଦେଶକ

କେନ୍ଦୁଝର ରୁ ଜିଲ୍ଲା ପ୍ରତିନିଧି ନିରଞ୍ଜନ ପାଣିଙ୍କ ରିପୋର୍ଟ କେନ୍ଦୁଝର ମାଟିର ପୁଅ ତଥା ଓଡ଼ିଶା ସୂଚନା ସେବା କ୍ୟାଡରର ଦକ୍ଷ ଅଧିକାରୀ ଶ୍ରୀ ସଂଜୀବ ବାରିକ ଅତିରିକ୍ତ ନିର୍ଦ୍ଦେଶକ ପଦବୀକୁ ପଦୋନ୍ନତି ପାଇଛନ୍ତି। ବର୍ତ୍ତମାନ ସେ ଓଡ଼ିଶାର ମାନ୍ୟବର ରାଜ୍ୟପାଳଙ୍କ ଲୋକସମ୍ପର୍କ ଅଧିକାରୀ (ପିଆରଓ) ଭାବେ କାର୍ଯ୍ୟରତ ଅଛନ୍ତି। ଜଣେ ଦକ୍ଷ, ଅଭିଜ୍ଞ ଓ ଲୋକପ୍ରିୟ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଭାବେ ଶ୍ରୀ ବାରିକଙ୍କର ବିଶେଷ ପରିଚୟ ରହିଛି। ପୂର୍ବରୁ ସେ କେନ୍ଦୁଝର ଜିଲ୍ଲାରେ…

Read More

ଓଡ଼ିଶାର ବିସ୍ମୃତ ଖାଦ୍ୟ ଓ ବିଲୁପ୍ତପ୍ରାୟ ଶସ୍ୟକୁ ନେଇ ନେତାଜୀ ବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ

ସାନନ୍ଦ ମହାପାତ୍ର/ସ୍ଵତନ୍ତ୍ର ପ୍ରତିନିଧି /ବରଗଡ/ସମୀକ୍ଷା ନ୍ୟୁଜ: ଗାଇସିଲେଟ, ୧/୯ ଓଡ଼ିଶାର ପାରମ୍ପରିକ ଖାଦ୍ୟ, ଦେଶୀ ଶସ୍ୟ ଓ ପୁରାତନ ଖାଦ୍ୟ ପରମ୍ପରାକୁ ସୁରକ୍ଷିତ ରଖିବା ଉଦ୍ଦେଶ୍ୟରେ ବରଗଡ଼ ଜିଲ୍ଲା ଗାଇସିଲେଟ ବ୍ଲକ କଟାବାହାଲ ସ୍ଥିତ ନେତାଜୀ ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା କୃଷି ବିଭାଗ ପକ୍ଷରୁ ଦେବଦତ୍ତ କ୍ଲବର ପରିଚାଳନାରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଜିଲ୍ଲା କୃଷି ଅଧିକାରୀ ମମତା ରାଣୀ ତ୍ରିପାଠୀ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ। ଅନ୍ୟତମ ଅତିଥି ଭାବେ ସହକାରୀ କୃଷି…

Read More