ବରଗଡ଼ରେ ସ୍ଥାନୀୟ ସ୍ୱାୟତ୍ତ ଶାସନ ଦିବସ ପାଳିତ: ୧୦୩ ପରିବାରଙ୍କୁ ମିଳିଲା ପକ୍କା ଘର ନିର୍ମାଣ କାର୍ଯ୍ୟାଦେଶ, ଶ୍ରେଷ୍ଠ ପୌର କର୍ମଚାରୀ ସମ୍ମାନିତ
ସାନନ୍ଦ ମହାପାତ୍ର/ସ୍ଵତନ୍ତ୍ର ପ୍ରତିନିଧି /ବରଗଡ/ସମୀକ୍ଷା ନ୍ୟୁଜ: ବରଗଡ଼, ଅଗଷ୍ଟ ୩୧: ଆଜି ସ୍ଥାନୀୟ ସ୍ୱାୟତ୍ତ ଶାସନ ଦିବସ ଅବସରରେ ସମାବେଶୀ ସହରାଞ୍ଚଳ ବିକାଶ ଓ ଦକ୍ଷ ପୌର ସେବା ପ୍ରଦାନ ପ୍ରତି ନିଜର ପ୍ରତିବଦ୍ଧତାକୁ ଦୋହରାଇ ବରଗଡ଼ ପୌରପାଳିକା ପକ୍ଷରୁ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। କାର୍ଯ୍ୟକ୍ରମରେ ମାନ୍ୟବର ସ୍ୱାସ୍ଥ୍ୟ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ମାନ୍ୟବର ବିଧାୟକ ଶ୍ରୀ ଅଶ୍ୱିନୀ କୁମାର ଷଡ଼ଙ୍ଗୀ, ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ, ପୌରାଧ୍ୟକ୍ଷା ଶ୍ରୀମତୀ କଳ୍ପନା ମାଝୀ,…


Total Users : 6882