ବଡ଼ ମାଓବାଦୀ ଡମ୍ପ ଠାବ: ପିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ବିସ୍ଫୋରକ, କ୍ଲେମୋର ମାଇନ୍ ଓ ଅନ୍ୟାନ୍ୟ ମାଓ ସାମଗ୍ରୀ ଜବତ
ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି, ୨୬/୦୮/୨୬ମାଓବାଦୀ ବିରୋଧୀ ଅଭିଯାନରେ ମାଲକାନଗିରି ପୋଲିସକୁ ମିଳିଛି ଏକବଡ଼ ସଫଳତା । ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ସୁଚନା ଆଧାରରେ ମାଥିଲି ଥାନା ଅଧୀନ ଚେରକୋଟଲା, କିର୍ମିଟି, କୋଟୱାପଦର ଓ କଡ଼ାଭଟା ଜଙ୍ଗଲ ଅଞ୍ଚଳରେ ଡିଭିଏଫ୍ ଟିମ୍ ପକ୍ଷରୁ ଚାଲିଥିବା ସର୍ଚ୍ଚ ଅପରେସନ ସମୟରେ ଏକ ବଡ ମାଓ ଡମ୍ପ ଠାବ କରିଛି ପୋଲିସ୍ । ଏହି ଅଞ୍ଚଳଟି ଛତିଶଗଡ଼ର ବସ୍ତର ଜିଲ୍ଲାର ଦରଭା ଥାନା ଏବଂ ସୁକମା ଜିଲ୍ଲାର…


Total Users : 6891