Headlines

ମାଲକାନଗିରି ବିମାନବନ୍ଦରରୁ ଉଡ଼ିବ ବିମାନ: ପ୍ରସ୍ତୁତି ସମୀକ୍ଷା କଲେ ଜିଲ୍ଲା ପ୍ରଶାସନ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି,୨୦/୦୮/୨୬: ମାଲକାନଗିରି ବିମାନବନ୍ଦରରୁ ବାଣିଜ୍ୟିକ ବିମାନ ସେବାର ଶୁଭାରମ୍ଭ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଏହି ସେବାର ଆନୁଷ୍ଠାନିକ ଉଦଘାଟନ ହେବାକୁ ଥିବାବେଳେ, ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ଭର୍ଚୁଆଲ୍ ବୈଠକ ଅନୁଷ୍ଠିତ ହୋଇଯାଇଛି।ଏହି ପରିପ୍ରେକ୍ଷୀରେ ମାଲକାନଗିରି ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜେଶିର୍କେଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ଆନୁଷଙ୍ଗିକ ବ୍ୟବସ୍ଥାକୁ…

Read More

ମାଲକାନଗିରିରେ ୫୦ ଜଣ ସମ୍ବଳ ଶିକ୍ଷକଙ୍କ ଦିନିକିଆ କର୍ମଶାଳା ଅନୁଷ୍ଠିତ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି, ୨୦/୦୮/୨୬: ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ, ମାଲକାନଗିରି ଦ୍ୱାରା ଆୟୋଜିତ ଦିନିକିଆ ଜିଲ୍ଲାସ୍ତରୀୟ କର୍ମଶାଳା ଆଜି ପିଏମ୍‌ଶ୍ରୀ ନୋଡାଲ୍ ଉଚ୍ଚ ବିଦ୍ୟାଳୟ, ମାଲକାନଗିରି ଠାରେ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣିଗ୍ରାହୀ ଯୋଗଦେଇ କର୍ମଶାଳାକୁ ଉଦ୍‌ଘାଟନ କରିଥିଲେ। ସମ୍ବୋଧନ ପ୍ରସଙ୍ଗରେ ସେ କହିଥିଲେ ଯେ ଗୁଣାତ୍ମକ ଶିକ୍ଷାଦାନ ଏବଂ ସହ-ପାଠ୍ୟକ୍ରମ କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମ୍ବଳ…

Read More

ମାଲକାନଗିରିରେ ବନ୍ୟପ୍ରାଣୀ ଅପରାଧ: ଅଜଗର ଶବ ଓ ଶୁଖିଲା ମାଂସ ଜବତ, ଜଣେ ଗିରଫ

​ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି, ୨୦/୦୮/୨୬: ମାଲକାନଗିରି ବନଖଣ୍ଡ ଅନ୍ତର୍ଗତ ସତୀଗୁଡ଼ା ଡ୍ୟାମ୍ ନିକଟରେ ଜଣେ ବ୍ୟକ୍ତି ଗୋଟିଏ ମୃତ ଭାରତୀୟ ଅଜଗର ସାପ ବୋହି ନେଉଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ, ବନ ବିଭାଗ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।​ସୋସିଆଲ ମିଡିଆ ଭିଡିଓକୁ ଆଧାର କରି ମାଲକାନଗିରି ରେଞ୍ଜର ବନ ଓ କର୍ମଚାରୀମାନେ ତୁରନ୍ତ ତଦନ୍ତ ଆରମ୍ଭ କରିଥିଲେ। ତଦନ୍ତ ଆଧାରରେ ବୁଧବାର ସତୀଗୁଡ଼ା ଗ୍ରାମ ନିକଟରୁ ଜଣେ…

Read More

କଳାହାଣ୍ଡି ଜିଲ୍ଲା ଯୋଜନା କମିଟି ବୈଠକ: ବିକାଶମୂଳକ କାର୍ଯ୍ୟକୁ ଗୁରୁତ୍ୱ

ସୁନୀଲ କୁମାର ବିଶି /ସମୀକ୍ଷା ନ୍ୟୁଜ/ଜିଲ୍ଲା ପ୍ରତିନିଧି/କଳାହାଣ୍ଡି ଭବାନୀପାଟଣା: ଆଜି ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ କଳାହାଣ୍ଡି ଜିଲ୍ଲାର ଚଳିତ ବର୍ଷର ପ୍ରଥମ ଜିଲ୍ଲା ଯୋଜନା କମିଟି ବୈଠକ ଅନୁଷ୍ଠିତ ହୋଇଛି। ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ତଥା ଧର୍ମଗଡ଼ ବିଧାୟକ ଶ୍ରୀ ସୁଧୀର ରଞ୍ଜନ ପାଟ୍ଟଯୋଶୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଜିଲ୍ଲାର ବିକାଶ ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା।ବୈଠକରେ ନର୍ଲା ବିଧାୟିକା ଶ୍ରୀମତୀ ମନୋରମା ମହାନ୍ତି, ଜିଲ୍ଲା ପରିଷଦ ସଭାପତି ଶ୍ରୀ ପୁଷ୍ପେନ୍ଦ୍ର ସିଂଦେଓ, ଜିଲ୍ଲା ପରିଷଦ ଉପସଭାପତି…

Read More

ଥାନାରୁ ନ୍ୟାୟ ମିଳିଲାନି: ଏସ୍‌ପି ଓ ଜିଲ୍ଲାପାଳଙ୍କୁ ସାମାଜିକ ବାସନ୍ଦ ପରିବାରର ଦାବିପତ୍ର

ଯଶୋବନ୍ତ ପରିଡା/ କପ୍ତିପଦା ଉପଖଣ୍ଡ/ ୨୦/୦୮/୨୬ (ସମୀକ୍ଷା ନ୍ୟୁଜ): ​ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ଅନ୍ତର୍ଗତ ନେଦାମ ଗ୍ରାମର ଏକ ସାମାଜିକ ବାସନ୍ଦ ପରିବାର ବୁଧବାର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କୁ ଭେଟି ଲିଖିତ ଅଭିଯୋଗ କରିଛନ୍ତି। ଶ୍ରୀ ନିମାଇଁ ମୁର୍ମୁ ଓ ତାଙ୍କ ପରିବାର ପକ୍ଷରୁ ଦିଆଯାଇଥିବା ଅଭିଯୋଗ ଅନୁଯାୟୀ, ଗ୍ରାମମୁଖ୍ୟ (ମାଝୀବାବା) ଏବଂ ମାଝୀ ମହଲ ସଂଗଠନର ନିର୍ଦ୍ଦେଶକ୍ରମେ ସେମାନଙ୍କୁ ସାମାଜିକ ଭାବେ ବାସନ୍ଦ କରାଯାଇଛି।​ଫଳରେ ଗ୍ରାମବାସୀ ସେମାନଙ୍କ ସହ କଥାବାର୍ତ୍ତା ବନ୍ଦ କରିବା…

Read More

ତାଳଚେରରେ ପୂର୍ତ୍ତ ବିଭାଗର ଖାମଖିଆଲି: ବିଦ୍ୟୁତ୍ ଖୁଣ୍ଟ ଓ ଗଛ ପଛରେ ଲୁଚିଛି ଦିଗ ନିର୍ଣ୍ଣାୟକ ବୋର୍ଡ

ପୁଲକେଶ୍ୱର ମିଶ୍ର/ସମୀକ୍ଷା ନ୍ୟୁଜ୍ / ସ୍ୱତନ୍ତ୍ର ପ୍ରତିନିଧି / ତାଳଚେର: ତାଳଚେର ସହରାଞ୍ଚଳ ତଥା ପୌରାଞ୍ଚଳ ଦେଇ ଯାଇଥିବା ମୁଖ୍ୟ ରାସ୍ତାଗୁଡ଼ିକରେ ପୂର୍ତ୍ତ ବିଭାଗ (PWD) ପକ୍ଷରୁ ଲଗାଯାଇଥିବା ଓଭରହେଡ୍ ଦିଗ ନିର୍ଣ୍ଣାୟକ ତଥା ସୂଚନା ଫଳକଗୁଡ଼ିକ ଏବେ ଅଦରକାରୀ ହୋଇପଡ଼ିଛି। ଯାତ୍ରୀ ତଥା ଜନସାଧାରଣଙ୍କ ସୁବିଧା ପାଇଁ ରାସ୍ତାର ଦୂରତା ଓ ସ୍ଥାନ ଦର୍ଶାଇବା ଉଦ୍ଦେଶ୍ୟରେ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରି ଏହି ବୋର୍ଡଗୁଡ଼ିକ ଲଗାଯାଇଥିଲେ ହେଁ ବିଭାଗୀୟ ଦୂରଦୃଷ୍ଟି ଅଭାବରୁ ଏହା ଲୋକଙ୍କ କୌଣସି…

Read More

ନବରଙ୍ଗପୁର : ନବରଙ୍ଗପୁର ନିର୍ବାଚନ ମଣ୍ଡଳି ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ

ବିଭୁତି ପ୍ରସାଦ ପଣ୍ଡା / ସମୀକ୍ଷା ଜିଲ୍ଲା ପ୍ରତିନିଧି / ନବରଙ୍ଗପୁର, ତା. ୧୯.୦୮.୨୦୨୬: ଜିଲ୍ଲାର ନବରଙ୍ଗପୁର ନିର୍ବାଚନ ମଣ୍ଡଳୀର ସାମଗ୍ରିକ ବିକାଶକୁ ଗତିଶୀଳ କରିବା ପାଇଁ ଗତକାଲି ତା ୧୮.୮.୨୦୨୬ ରିଖ ସ୍ଥାନୀୟ ମିଶନ ଶକ୍ତି ସମ୍ମିଳନୀ ଗୃହରେ ନବରଙ୍ଗପୁର ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଗୌରୀ ଶଙ୍କର ମାଝୀ ଙ୍କ ଅଧ୍ୟକ୍ଷତାରେ ନିର୍ବାଚନ ମଣ୍ଡଳି ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ରେ ଜିଲ୍ଲାପାଳ ଡ଼ ମହେଶ୍ଵର ସ୍ୱାଇଁ, ଅତିରିକ୍ତ…

Read More

ମାଲକାନଗିରି: ୮ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଝରାପାଲି ରାଜସ୍ୱ ନିରକ୍ଷକ ।

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି: କାଷ୍ଟ ସାର୍ଟିଫିକେଟ ପ୍ରଦାନ କରିବା ପାଇଁ ୮ ହଜାର ଟଙ୍କା ଲାଞ୍ଚ ନେବା ସମୟରେ ମାଲକାନଗିରି ଜିଲ୍ଲା ଝରାପାଲି ସର୍କଲର ରାଜସ୍ୱ ନିରୀକ୍ଷକ ଓଡିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି ।ମିଳିଥିବା ସୂଚନା ଅନୁଯାୟୀ, ମାଲକାନଗିରି ତହସିଲ ଅନ୍ତର୍ଗତ ଝରାପାଲି ସର୍କିଲ ର ରାଜସ୍ୱ ନିରୀକ୍ଷକ (ଆରଆଇ) ସୁରଜ ବାଲା ଙ୍କୁ ଓଡିଶା ଭିଜିଲାନ୍ସ ଏମ ଭି ୮୬ ଗ୍ରାମର ମିଥୁନ ସେନ ନାମକ ଆବେଦନକାରୀଙ୍କ ଠାରୁ ତାଙ୍କ…

Read More

ମାଲକାନଗିରି: ୪୪ କେଜି ଗଞ୍ଜେଇ ଜବତ ସହ ୨ ଅଭିଯୁକ୍ତ ଗିରଫ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି: ବେଆଇନ ନିଶାଦ୍ରବ୍ୟ ଚାଲାଣ କୁ ବିରୋଧ କରି କାଲିମେଳା ଅବକାରୀ ଥାନା ପକ୍ଷରୁ ଚଢ଼ାଉ କରାଯାଇ ଦୁଇଟି NDPS ମାମଲାରେ ମୋଟ ୪୪ କେଜି ଗଞ୍ଜେଇ ଓ ଗୋଟିଏ ମୋଟରସାଇକେଲ ଜବତ କରାଯାଇଛି। ଜବତ ଗଞ୍ଜେଇ ଓ ମୋଟରସାଇକେଲର ଆନୁମାନିକ ମୂଲ୍ୟ ୫ ଲକ୍ଷ ୩୪ ହଜାର ଟଙ୍କା ବୋଲି ଜଣାପଡ଼ିଛି।ପ୍ରଥମ ମାମଲାରେ ଭେଜାଙ୍ଗିୱାଡ଼ା ନିକଟସ୍ଥ କେନାଲ ରୋଡ୍‌ରୁ ବାଦଲିଗୁଡ଼ା ଗ୍ରାମର ଗଙ୍ଗା ମାଢ଼ିଙ୍କ ନିକଟରୁ ୨୨ କେଜି…

Read More

ରାଉରକେଲା ବିଶ୍ରା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ: ଜିଲ୍ଲାପାଳ ଓ ରାଉରକେଲା ଆରକ୍ଷୀ ଅଧିକ୍ଷକ ଉପସ୍ଥିତରେ ଶୁଣାଣି

ଲିପିକା ଦାସ /ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ / ରାଉରକେଲା : ୧୭/୮/୨୬ :  ବିଶ୍ରା ବ୍ଲକ କାର୍ଯ୍ୟାଳୟ ପରିସର ସ୍ଥିତ ପଂଚାୟତ ସମିତି ସଭାକକ୍ଷ ରେ ଆଜି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଡାକ୍ତର ଶୁଭଙ୍କର ମହାପାତ୍ର  ଓ ରାଉରକେଲା ଆରକ୍ଷୀ ଅଧିକ୍ଷକ ନୀତେଶ ୱାଧୱାନୀ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ।      ଆଜି ମୋଟ ୬୬ ଗୋଟି ଅଭିଯୋଗର ଶୁଣାଣୀ ହୋଇଥିଲା l …

Read More