Headlines

ଫୁଲନଖରା: କୋଭେଣ୍ଟ ଗାର୍ଡେନରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ଫୁଲନଖରା/ସମୀକ୍ଷା ନ୍ୟୁଜ୍‌/ ସ୍ୱତନ୍ତ୍ର ପ୍ରତିନିଧି/ ୧୫ ଅଗଷ୍ଟ ୨୦୨୬: ଫୁଲନଖରାସ୍ଥିତ ଅଡାଲିଆ କୋଭେଣ୍ଟ ଗାର୍ଡେନ ପରିସରରେ ଆଜି ୮୦ତମ ସ୍ୱାଧୀନତା ଦିବସ ଆନନ୍ଦ-ଉଲ୍ଲାସ ସହ ପାଳିତ ହୋଇଯାଇଛି। ସକାଳ ୯ ଘଟିକା ସମୟରେ ଅନୁଷ୍ଠିତ ଏହି ଉତ୍ସବରେ ଭାରତୀୟ ନୌସେନା ଭେଟେରାନ୍ କ୍ୟାପଟେନ୍ ଦେବେଶ ସ୍ୱାଇଁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ।ସୋସାଇଟିର ପ୍ରାୟ ୧୦୦ ଜଣ ଅନ୍ତେବାସୀ ଏହି ଉତ୍ସବରେ ସାମିଲ ହୋଇଥିଲେ। ପ୍ରାରମ୍ଭରେ “ବନ୍ଦେ ମାତରଂ” ଓ ପରେ…

Read More

​ତାଳଚେର ପୌରାଞ୍ଚଳ ୨୦ ନମ୍ବର ୱାର୍ଡରେ ୩୫ ବର୍ଷ ପୁରୁଣା କଲୋନୀରେ ନାହିଁ ଡ୍ରେନେଜ୍ ବ୍ୟବସ୍ଥା, ବର୍ଷ ବର୍ଷ ଧରି ଲୋକେ ହନ୍ତସନ୍ତ

ପୁଲକେଶ୍ୱର ମିଶ୍ର/ ସମୀକ୍ଷା ନ୍ୟୁଜ୍‌/ ସ୍ୱତନ୍ତ୍ର ପ୍ରତିନିଧି/ ତାଳଚେର: ​ସ୍ୱଚ୍ଛ ଭାରତ ଓ ସହର ବିକାଶର ବଡ଼ ବଡ଼ ଡିଣ୍ଡିମ ପିଟୁଛି ପ୍ରଶାସନ, ହେଲେ ତାଳଚେର ପୌରାଞ୍ଚଳର ଏହି ଦୃଶ୍ୟ ଦେଖିଲେ ଆପଣ ବି ଆଶ୍ଚର୍ଯ୍ୟ ହୋଇଯିବେ। ଆଜି ଆମେ ଉପସ୍ଥିତ ଅଛୁ ତାଳଚେର ପୌରପାଳିକାର ୨୦ ନମ୍ବର ୱାର୍ଡରେ।​ଜାତୀୟ ରାଜପଥ (NH) ସହକାରୀ ନିର୍ବାହୀ ଯନ୍ତ୍ରୀ (AEE)ଙ୍କ କାର୍ଯ୍ୟାଳୟ ଓ ନିକଟସ୍ଥ ପାଣି ଟାଙ୍କି ନିକଟରୁ ଆରମ୍ଭ ହୋଇ ରାଜକିଶୋର ଶତପଥୀଙ୍କ ରାସନ ଦୋକାନ ପର୍ଯ୍ୟନ୍ତ…

Read More

୮୦ତମ ସ୍ଵାଧୀନତା ଦିବସ ଅବସରରେ ବାଲିଗୁଡ଼ାର ମିନିଷ୍ଟାଡିୟଠାରେ ମୁଖ୍ୟ ଅତିଥି ଭାବେ ଉପଜିଲ୍ଲାପାଳ ପ୍ରଣିତା ଦାସ ଯୋଗଦେଇ ଜାତୀୟ ପତକା ଉତ୍ତୋଳନ କଲେ

ମହେଶ୍ୱର ଦିଗାଳ/ ଡିଭିଜନାଲ ସାମ୍ବାଦିକ/ ସମୀକ୍ଷାନିୟୁଜ/ ବାଲିଗୁଡ଼ା ତା- ୧୫/୦୮/୨୦୨୬ ଦେଶର ୮୦ତମ ସ୍ଵାଧୀନତା ଦିବସ ଅବସରରେ ବାଲିଗୁଡ଼ାର ମିନିଷ୍ଟାଡିୟଠାରେ ଉତ୍ସାହ ଓ ଦେଶାତ୍ମକ ବୋଧର ପରିବେଶରେ ସ୍ୱାଧୀନତା ଦିବସ ପାଳିତ ହୋଇଛି । ଏହି ଉତ୍ସବରେ ବାଲିଗୁଡା ଉପଖଣ୍ଡ ଉପଜିଲ୍ଲାପାଳ ପ୍ରଣିତା ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତକା ଉତ୍ତୋଳନ କରିଥିଲେ । ପତାକା ଉତ୍ତୋଳନ ପରେ ଜାତୀୟ ସଙ୍ଗିତ ଗାନ କରାଯାଇଥିଲା । ଏହା ପରେ ସ୍ୱାଧିନତା ସଂଗ୍ରାମୀ ସଂଗ୍ରାମୀ…

Read More

ସୁବର୍ଣ୍ଣପୁର: ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ

ରଞ୍ଜନ ହୋତା/ସ୍ୱତନ୍ତ୍ର ପ୍ରତିନିଧି /ସୁବର୍ଣ୍ଣପୁର, ୧୬-୦୮: ସ୍ବାଧୀନତା ଦିବସ ଅବସରରେ ଗତ କାଲି ସୁବର୍ଣ୍ଣପୁର ଗାନ୍ଧି ଷ୍ଟାଡିୟମ୍ ଠାରେ ଜିଲ୍ଲା ପ୍ରଶାସନ ଏକାଦଶ ଓ ନଗରପାଳ ଏକାଦଶ ମଧ୍ୟରେ ଏକ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ ହୋଇଥିଲା l ଏହି ଅବସରରେ ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼.ନୃପ ରାଜ ସାହୁ , ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପଧାନ, ଅତିରିକ୍ତ ଏସପି କେ କେ ହରିପ୍ରସାଦ ଓ ପୌର ପରିଷଦ ଅଧ୍ଯକ୍ଷା ତାମସୀ ତମସ୍ମିତା…

Read More

ସମୀକ୍ଷା ନ୍ୟୁଜ୍‌ର ପ୍ରଭାବ: ତାଳଚେର ବାଘୁଆବୋଲ ଛକରେ ଜଳିଲା ହାଇମାଷ୍ଟ ଲାଇଟ୍‌

ପୁଲକେଶ୍ୱର ମିଶ୍ର /ସ୍ୱତନ୍ତ୍ର ପ୍ରତିନିଧି, ସମୀକ୍ଷା ନ୍ୟୁଜ୍‌/ ତାଳଚେର, ଅନୁଗୋଳ: ​ତାଳଚେର ବ୍ଲକ ଅନ୍ତର୍ଗତ ପ୍ରମୁଖ ବାଘୁଆବୋଲ ଛକରେ ଦୀର୍ଘ ଦିନ ଧରି ଅଚଳ ହୋଇ ପଡ଼ିରହିଥିବା ହାଇମାଷ୍ଟ ଲାଇଟ୍‌ ଶେଷରେ କାର୍ଯ୍ୟକ୍ଷମ ହୋଇଛି। ପ୍ରକାଶ ଥାଉକି, ମାତ୍ର ୫ ଦିନ ପୂର୍ବରୁ ଏହି ସମସ୍ୟା ଉପରେ ‘ସମୀକ୍ଷା ନ୍ୟୁଜ୍‌’ ଖବରକାଗଜରେ ଏକ ସ୍ୱତନ୍ତ୍ର ଖବର ପ୍ରକାଶ ପାଇଥିଲା। ଲାଇଟ୍ ସ୍ଥାପନ କରାଯାଇଥିଲେ ମଧ୍ୟ ଏହା କାର୍ଯ୍ୟକ୍ଷମ ହୋଇନଥିବାରୁ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ଦେଖାଦେଇଥିଲା। ଖବର ପ୍ରସାରଣ…

Read More

ଜାତୀୟ ପତାକା ଉତ୍ତୋଳନ କଲେ ବରଗଡ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ: ୮୦ତମ ଜିଲ୍ଲା ସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ

• ସାନନ୍ଦ ମହାପାତ୍ର / ସ୍ଵତନ୍ତ୍ର ପ୍ରତିନିଧି / ବରଗଡ : ୧୫.୦୮.୨୦୨୬: ବରଗଡ଼ ରାଜରାସ୍ତାରେ ଆଜି ୮୦ତମ ଜିଲ୍ଲା ସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ସମ୍ମାନନୀୟ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ କରିବା ପରେ ବରଗଡ ଜିଲ୍ଲାର ପଦ୍ମ ପୁରସ୍କାର ପ୍ରାପ୍ତ ଓ ଜାତୀୟ ସ୍ତରରେ ପୁରସ୍କୃତ ହୋଇଥିବା…

Read More

ଜିଲ୍ଲାପାଳ ସୁଶ୍ରୀ ଦୀନା ଦସ୍ତଗୀର ମୁଖ୍ୟ ଅତିଥି ଭାବେ ଜାତୀୟ ପତାକା ଉତ୍ତୋଳନ କଲେ: ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ  ପାଳିତ

ଲିପିକା ଦାସ /ସ୍ୱତନ୍ତ୍ର ପ୍ରତିନିଧି /ସମୀକ୍ଷା ନିୟୁଜ /ରାଉରକେଲା, ୧୫/୮/ ୨୦୨୬ : ରାଉରକେଲାର ଉଦିତନଗର ପଡ଼ିଆଠାରେ ୮୦ ତମ ସ୍ଵାଧୀନତା ଦିବସ ମହାସମାରୋହରେ ପାଳନ କରାଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ତଥା ମହାନଗର ନିଗମର ଆୟୁକ୍ତ ସୁଶ୍ରୀ ଦୀନା ଦସ୍ତଗୀର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ସମ୍ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ l ଏହି ଅବସରରେ ସେ ଭାରତର ସ୍ବାଧୀନତା ସଂଗ୍ରାମରେ ସାମିଲ ହୋଇଥିବା ବିଶିଷ୍ଟ ସ୍ଵାଧୀନତା…

Read More

ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂ ଦେଓ ମୁଖ୍ୟ ଅତିଥି ଭାବେ ଜାତୀୟ ପତାକା ଉତ୍ତୋଳନ କଲେ: କଳାହାଣ୍ଡିରେ ଧୁମଧାମରେ ପାଳିତ ୮୦ତମ ସ୍ୱାଧୀନତା ଦିବସ

ସୁନୀଲ କୁମାର ବିଶି /ସମୀକ୍ଷା ନ୍ୟୁଜ/ଜିଲ୍ଲା ପ୍ରତିନିଧି/କଳାହାଣ୍ଡି: ଭବାନୀପାଟଣା, ୧୫/୦୮/୨୦୨୬: କଳାହାଣ୍ଡି ଜିଲ୍ଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ଶନିବାର ସ୍ଥାନୀୟ ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ଠାରେ ମହାସମାରୋହରେ ପାଳିତ ହୋଇଛି। ଏହି ଅବସରରେ ପ୍ରାତଃକାଳୀନ ରାମଧୁନ୍‌, ପ୍ରଭାତଫେରି ଏବଂ ସହରର ବିଭିନ୍ନ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା।ଷ୍ଟାଡିୟମ୍‌ରେ ଆୟୋଜିତ ମୁଖ୍ୟ ସମାରୋହରେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ବିଭାଗର ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂ ଦେଓ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ।…

Read More

ଧଉଳି ଚାରୁକଳା ମହାବିଦ୍ୟାଳୟ : ଚିତ୍ରରେ ପ୍ରଦର୍ଶିତ ସ୍ୱାଧୀନତାର ମାହାତ୍ମ୍ୟ ନିଆରା ଢଙ୍ଗରେ ୮୦ ତମ ସ୍ୱାଧୀନତା ଦିବସ ପାଳନ

ଭୁବନେଶ୍ୱର/(ସମୀକ୍ଷା ନ୍ୟୁଜ)୧୫/୮/୨୦୨୬: ଶାନ୍ତିସ୍ତୂପ ନିକଟସ୍ଥ ଧଉଳି ଚାରୁକଳା ମହାବିଦ୍ୟାଳୟରେ ଭାରତର ୮୦ ତମ ସ୍ୱାଧୀନତା ଦିବସକୁ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ନିଆରା ଢଙ୍ଗରେ ପାଳନ କରାଯାଇଛି।ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ଚିତ୍ରଶିଳ୍ପୀ ତଥା ମହାବିଦ୍ୟାଳୟର ଅଧକ୍ଷ ଡ. ପଞ୍ଚାନନ ସାମଲଙ୍କ ତତ୍ତ୍ୱାବଧାନରେ ଅତିଥି ଅଧ୍ୟାପକ ସର୍ଫୁଦ୍ଦିନ୍ ଏହେମ୍ମଦଙ୍କ ଦ୍ଵାରା କାନଭାସରେ ଅଙ୍କନ କରାଯାଇଛି ୮୦ ବର୍ଷର ସ୍ୱାଧୀନତାର ମାହାତ୍ମ୍ୟ ଯାହା ସମସ୍ତଙ୍କ ମଧ୍ୟରେ ଦେଶପ୍ରେମକୁ ଜାଗ୍ରତ କରିଥିଲା।ପ୍ରାରମ୍ଭରେ ମହାବିଦ୍ୟାଳୟର କାର୍ଯ୍ୟକାରୀ ସଭାପତି ପ୍ରଫେସର ଡ. ହୃଷିକେଶ ମିଶ୍ରଙ୍କ ଦ୍ୱାରା ଜାତୀୟ ପତାକା…

Read More

କପ୍ତିପଦା: କାଳ ନଦୀର ପ୍ରଖର ସ୍ରୋତରେ ଭାସିଯାଇ ଯୁବକ ମୃତ, ୨୪ ଘଣ୍ଟା ପରେ ମୃତଦେହ ଉଦ୍ଧାର

​ଯଶୋବନ୍ତ ପରିଡା/ କପ୍ତିପଦା ଉପଖଣ୍ଡ/ ୧୬/୦୮/୨୬ (ସମୀକ୍ଷା ନ୍ୟୁଜ): ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ଅଧୀନ ଗୋଡ଼ଗାଁ ଗ୍ରାମରେ ଏକ ମର୍ମନ୍ତୁଦ ଅଘଟଣ ଘଟିଛି। କାଳ ନଦୀରେ ଗାଧୋଉଥିବା ସମୟରେ ହଠାତ୍ ପ୍ରଖର ସ୍ରୋତ ଆସିବାରୁ ଭାସିଯାଇ ଜଣେ ଯୁବକ ନିଖୋଜ ହୋଇଯାଇଥିଲେ। ନିଖୋଜ ଯୁବକ ଜଣକ ହେଲେ ଗୋଡ଼ଗାଁ ଗ୍ରାମର ସିପୁନ ମଢେଇ।​ମିଳିଥିବା ସୂଚନା ଅନୁଯାୟୀ, ସିପୁନ ନିଜର ଜଣେ ସାଙ୍ଗଙ୍କ ସହ କାଳ ନଦୀକୁ ଗାଧୋଇବା ପାଇଁ ଯାଇଥିଲେ। ଉଭୟେ ନଦୀରେ ଗାଧୋଉଥିବା ସମୟରେ…

Read More