କେନ୍ଦୁଝର ଜିଲ୍ଲାପାଳ କାର୍ଯ୍ୟାଳୟ ସାଂସ୍କୃତିକ କ୍ଲବ୍ ପକ୍ଷରୁ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ଆୟୋଜିତ।
ନିରଞ୍ଜନ ପାଣି/ଜିଲ୍ଲା ପ୍ରତିନିଧି /କେନ୍ଦୁଝର/ସମୀକ୍ଷା ନିୟୁଜ: କେନ୍ଦୁଝର,୬ସେପ୍ଟେମ୍ବର: ଜିଲ୍ଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ାବିତ୍ ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ ‘କେନ୍ଦୁଝର ଜିଲ୍ଲାପାଳ କାର୍ଯ୍ୟାଳୟ ସାଂସ୍କୃତିକ କ୍ଲବ୍’ ପକ୍ଷରୁ ଏକ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଏହି ଟୁର୍ଣ୍ଣାମେଣ୍ଟରେ ମହିଳା ସିଙ୍ଗଲ୍ସ ଏବଂ ପୁରୁଷ ଡବଲ୍ସ ବିଭାଗରେ ପ୍ରତିଯୋଗୀମାନେ ଉତ୍ସାହର ସହ ଅଂଶଗ୍ରହଣ କରିଥିଲେ। ଏହା ଅଧିକାରୀ ଓ କର୍ମଚାରୀମାନଙ୍କୁ ସେମାନଙ୍କ କ୍ରୀଡ଼ା ପ୍ରତିଭା…


Total Users : 6801