ରାୟପୁର ଜଗନ୍ନାଥ ମନ୍ଦିରରେ ରକ୍ଷା ବନ୍ଧନ ଉତ୍ସବ ଆୟୋଜନ
ରାୟପୁର/ ସମୀକ୍ଷା ନିୟୁଜ/ ତା ୨୮.୦୮.ରିଖ ରାୟପୁର ଜଗନ୍ନାଥ ମନ୍ଦିର ଠାରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ମହା ସମାରୋହରେ ପାଳନ କରାଯାଇଥିବା ଜଣାଯାଇଛି । ଏହି ଅବସରରେ ପ୍ରାୟ ୨୧୦୦ ଜଣ ମାତା ଓ ଭଉଣୀ , ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ବିଧିପୂର୍ବକ ଓ ଶ୍ରଦ୍ଧାର ସହିତ ରାଖୀ ପିନ୍ଧାଇ ଥିଲେ । ଏହି ପବିତ୍ର ପାର୍ବଣ ଉପଲକ୍ଷେ ସମଗ୍ର ମନ୍ଦିର ପରିସର ହରିବୋଲ, ହୁଳହୁଳି ଓ ଜୟ ଜଗନ୍ନାଥ ଧ୍ୱନି, ବୈଦିକ ମନ୍ତ୍ରୋଚ୍ଚାର ତଥା…


Total Users : 6759