Headlines

ଶିଳ୍ପ ବିକାଶକୁ ତ୍ୱରାନ୍ୱିତ କରିବ ଇଡ୍‌କୋ:୩୭ଟି ପ୍ରକଳ୍ପକୁ ଜମି ବଣ୍ଟନ କମିଟିର ଅନୁମୋଦନ

ମନୋଜ କୁମାର ବାରିକ/ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନ୍ୟୁଜ: ଭୁବନେଶ୍ୱର, ସେପ୍ଟେମ୍ବର ୩, ୨୦୨୬: ଓଡ଼ିଶାରେ ଶିଳ୍ପ ବିକାଶକୁ ଅଧିକ ଗତିଶୀଳ କରିବା ଏବଂ ନିବେଶକଙ୍କ ପାଇଁ ବ୍ୟବସାୟିକ ସୁଗମତା ସୁଦୃଢ଼ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଓଡ଼ିଶା ଶିଳ୍ପ ଭିତ୍ତିଭୂମି ବିକାଶ ନିଗମ (ଇଡ୍‌କୋ)ର ଜମି ବଣ୍ଟନ କମିଟି ୩୭ଟି ପ୍ରକଳ୍ପ ପ୍ରସ୍ତାବକୁ ଅନୁମୋଦନ କରିଛି । ଗତକାଲି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡକୋ…

Read More

ପଞ୍ଚାୟତ ଓ ପୌର ନିର୍ବାଚନ: ସେପ୍ଟେମ୍ବର ୩ରୁ ଭୁବନେଶ୍ୱରରେ ଆରମ୍ଭ ହେବ ପାଇଲଟ୍ ସର୍ଭେ: ଅକ୍ଟୋବର ୨୬ରୁ ରାଜ୍ୟବ୍ୟାପୀ ଘରକୁ ଘର ବୁଲିବେ ବୁଥ ସ୍ତରୀୟ ଅଧିକାରୀ

ମନୋଜ କୁମାର ବାରିକ/ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନ୍ୟୁଜ / ଭୁବନେଶ୍ୱର,୩୧ ଅଗଷ୍ଟ ରାଜ୍ୟରେ ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନକୁ ସ୍ୱଚ୍ଛ ଓ ନିର୍ଭୁଲ ଏବଂ ବ୍ୟବସ୍ଥିତ କରିବା ପାଇଁ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ  ଭୋଟର ତାଲିକାରେ ଥିବା ତ୍ରୁଟି ଗୁଡିକୁ ଦୂର କରିବା ଲକ୍ଷ୍ୟରେ ରାଜ୍ୟରେ ଏକ ବିଶେଷ ପାଇଲଟ୍ ସର୍ଭେ ଅଭିଯାନ ଭୁବନେଶ୍ୱର ମହାନଗର ନିଗମରେ (ବିଏମସି) ଆରମ୍ଭ ହେବାକୁ ଯାଉଛି। ଆସନ୍ତା ସେପ୍ଟେମ୍ବର ୩ ତାରିଖରୁ ୧୧ ତାରିଖ ପର୍ଯ୍ୟନ୍ତ ବିଏମସି ଅଧୀନରେ…

Read More