Headlines

ସାମ୍ବାଦିକ ଅଶୋକ ନାରାୟଣ ଭୋଇଙ୍କ ବିୟୋଗରେ ଶ୍ରଦ୍ଧାଞ୍ଜଳି ସଭା ,କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ର ସାମ୍ବାଦିକମାନଙ୍କ ଦ୍ୱାରା ଦିବଙ୍ଗତ ଆତ୍ମାର ସଦଗତି କାମନା.

ମୁରିବାହାଲ , ୨୩ ଜୁନ୍ ୨୬ – ଭଗବାନ ମହାନ୍ତି: ପ୍ରମେୟ ନ୍ୟୁଜ୍-୭ କଣ୍ଟାବାଞ୍ଜି ଓ ଦୈନିକ ସମାଜ ଖବରକାଗଜର ବଙ୍ଗୋମୁଣ୍ଡା ବ୍ଲକ ପ୍ରତିନିଧି ସାମ୍ବାଦିକ ଅଶୋକ ନାରାୟଣ ଭୋଇଙ୍କ ବିୟୋଗ ହୋଇଯାଇଛି। ସୂଚନା ଅନୁଯାୟୀ, ଅତ୍ୟାଧିକ ରକ୍ତଚାପ ଯୋଗୁଁ ପ୍ରଥମେ ଖଡ଼ିଆଳ ଉପଖଣ୍ଡ ସ୍ୱାସ୍ଥ୍ୟକେନ୍ଦ୍ର ଓ ପରେ ଖଡ଼ିଆଳ ମିଶନ ହସ୍ପିଟାଲରେ ତାଙ୍କର ଚିକିତ୍ସା କରାଯାଇଥିଲା। ପରେ ହେଡ୍ ଷ୍ଟ୍ରୋକ୍ ହେବାରୁ ତାଙ୍କୁ ଛତିଶଗଡ଼ର ରାୟପୁର ସ୍ଥିତ ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ଚିକିତ୍ସାଧୀନ…

Read More