ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୩ ଘଣ୍ଟା ପୂର୍ବେSecurity to High-Profile Leaders: ହାଇପ୍ରୋଫାଇଲ୍ ନେତାଙ୍କୁ ସୁରକ୍ଷା ଯୋଗାନ୍ତି କେଉଁ ଆର୍ମି ୩ ଘଣ୍ଟା ପୂର୍ବେPublic movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା ୩ ଘଣ୍ଟା ପୂର୍ବେSOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ ୩ ଘଣ୍ଟା ପୂର୍ବେPrime Minister Narendra Modi’s mega roadshow in Bihar: ବିହାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ୍ ଶୋ ୪ ଘଣ୍ଟା ପୂର୍ବେCyclone wreaks havoc in Puri district: ପୁରୀ ଜିଲ୍ଲାରେ ବାତ୍ୟାର ତାଣ୍ଡବ, ଉଜାଡ଼ିଦେଲା ଚାଷୀଙ୍କ ସୁନାର ଫସଲ ୪ ଘଣ୍ଟା ପୂର୍ବେIllegal sale of foreign liquor, Rayagada District Excise Department sealed: ବିଅର ପାର୍ଲର ନାଁ ରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ; ଅଭିଯୋଗ ପରେ ସିଲ କରିଲା ଜିଲ୍ଲା ଅବକାରୀ ବିଭାଗ ୪ ଘଣ୍ଟା ପୂର୍ବେMajor setback for the Excise Department over allegations of spurious liquor: ନକଲି ମଦ ଅଭିଯୋଗରେ ଅବକାରୀ ବିଭାଗକୁ ଶକ୍ତ ଝଟକା ୪ ଘଣ୍ଟା ପୂର୍ବେReligious Festivals: ମସ୍କାବାରୀରେ ଶ୍ରୀ ଶନିଶ୍ଚର ଦେବଙ୍କ ଷଷ୍ଠ ବାର୍ଷିକ ଉତ୍ସବ ପାଳିତ ୪ ଘଣ୍ଟା ପୂର୍ବେSuccession certificate deadline: ସମୟସୀମା ଅତିକ୍ରମ ପରେ ମିଳିଲା ଉତ୍ତରାଧିକାରୀ ପ୍ରମାଣପତ୍ର ୪ ଘଣ୍ଟା ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ
ଚର୍ଚ୍ଚାରେ ମୟୂରଭଞ୍ଜ ନୟାଗଡ଼ ଜଗତସିଂହପୁର ନୂଆପଡ଼ା ମାଲକାନଗିରି କେନ୍ଦୁଝର ବରଗଡ଼

ମଙ୍ଗଳବାର: ଅତି ଭୀଷଣ ବାତ୍ୟା‘ଅର୍ଣ୍ଣବ’ରେ ପରିଣତ

ମଙ୍ଗଳବାର: ଅତି ଭୀଷଣ ବାତ୍ୟା‘ଅର୍ଣ୍ଣବ’ରେ ପରିଣତ – ସମୀକ୍ଷା ଖବର

ସମୀକ୍ଷା ବ୍ୟୁରୋ ନ୍ୟୁଜ / ଭୁବନେଶ୍ୱର:

ମଙ୍ଗଳବାର: ରାଜ୍ୟରେ ବର୍ଷାର ପ୍ରଭାବ ଦେଖାଦେବ। ଉତ୍ତର-ପଶ୍ଚିମ ଦିଗକୁ ଗତି କରି ମଙ୍ଗଳବାର ଏହା ଅତି ଭୀଷଣ ବାତ୍ୟାରେ ପରିତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ଏବଂ ପୁରୀ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି।

ଏହି ସମୟରେ ପବନର ବେଗ ସର୍ବାଧିକ ୬୦ କିଲୋମିଟର ଘଣ୍ଟାପ୍ରତି ବହିବା ନେଇ ସୂଚନା ରହିଛି।

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

୨୮ ତାରିଖ ବୁଧବାର ବର୍ଷାର ପରିମାଣ ବୃଦ୍ଧି ପାଇବା ସହ ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଓ ଗଞ୍ଜାମ ଜିଲାକୁ ରେଡ୍‌ ଓ୍ବାର୍ନିଂ ଦିଆଯାଇଛି। ଏହି ସମୟରେ ପବନର ବେଗ ସର୍ବାଧିକ ୭୦ କିଲୋମିଟର ଘଣ୍ଟାପ୍ରତି ବେଗରେ ବହିବ ବୋଲି ଜଣାଯାଇଛି।

ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ଅରେଞ୍ଜ ଏବଂ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି।

ମଙ୍ଗଳବାର: ଅତି ଭୀଷଣ ବାତ୍ୟା‘ଅର୍ଣ୍ଣବ’ରେ ପରିଣତ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ବାରିପଦା ଇନରହ୍ୱିଲ କ୍ଲବ ତରଫରୁ ଚକ୍ଷୁ ପରୀକ୍ଷା ଶିବିର