ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୩ ଘଣ୍ଟା ପୂର୍ବେSecurity to High-Profile Leaders: ହାଇପ୍ରୋଫାଇଲ୍ ନେତାଙ୍କୁ ସୁରକ୍ଷା ଯୋଗାନ୍ତି କେଉଁ ଆର୍ମି ୩ ଘଣ୍ଟା ପୂର୍ବେPublic movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା ୩ ଘଣ୍ଟା ପୂର୍ବେSOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ ୩ ଘଣ୍ଟା ପୂର୍ବେPrime Minister Narendra Modi’s mega roadshow in Bihar: ବିହାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ୍ ଶୋ ୩ ଘଣ୍ଟା ପୂର୍ବେCyclone wreaks havoc in Puri district: ପୁରୀ ଜିଲ୍ଲାରେ ବାତ୍ୟାର ତାଣ୍ଡବ, ଉଜାଡ଼ିଦେଲା ଚାଷୀଙ୍କ ସୁନାର ଫସଲ ୪ ଘଣ୍ଟା ପୂର୍ବେIllegal sale of foreign liquor, Rayagada District Excise Department sealed: ବିଅର ପାର୍ଲର ନାଁ ରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ; ଅଭିଯୋଗ ପରେ ସିଲ କରିଲା ଜିଲ୍ଲା ଅବକାରୀ ବିଭାଗ ୪ ଘଣ୍ଟା ପୂର୍ବେMajor setback for the Excise Department over allegations of spurious liquor: ନକଲି ମଦ ଅଭିଯୋଗରେ ଅବକାରୀ ବିଭାଗକୁ ଶକ୍ତ ଝଟକା ୪ ଘଣ୍ଟା ପୂର୍ବେReligious Festivals: ମସ୍କାବାରୀରେ ଶ୍ରୀ ଶନିଶ୍ଚର ଦେବଙ୍କ ଷଷ୍ଠ ବାର୍ଷିକ ଉତ୍ସବ ପାଳିତ ୪ ଘଣ୍ଟା ପୂର୍ବେSuccession certificate deadline: ସମୟସୀମା ଅତିକ୍ରମ ପରେ ମିଳିଲା ଉତ୍ତରାଧିକାରୀ ପ୍ରମାଣପତ୍ର ୪ ଘଣ୍ଟା ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ
ଚର୍ଚ୍ଚାରେ ମୟୂରଭଞ୍ଜ ନୟାଗଡ଼ ଜଗତସିଂହପୁର ନୂଆପଡ଼ା ମାଲକାନଗିରି କେନ୍ଦୁଝର ବରଗଡ଼

ବୁଧବାର: ଅର୍ଣ୍ଣବ ବାପାଟଲା ଏବଂ ବିଶାଖପାଟଣା ମଧ୍ୟରେ ଲ୍ୟାଣ୍ଡଫଲ

ବୁଧବାର: ଅର୍ଣ୍ଣବ ବାପାଟଲା ଏବଂ ବିଶାଖପାଟଣା ମଧ୍ୟରେ ଲ୍ୟାଣ୍ଡଫଲ – ସମୀକ୍ଷା ଖବର

ସମୀକ୍ଷା ବ୍ୟୁରୋ ନ୍ୟୁଜ / ଭୁବନେଶ୍ୱର:26/10/2026- ଅର୍ଣ୍ଣବ ବୁଧବାର ପୂର୍ବାହ୍ନ ସୁଦ୍ଧା ବାପାଟଲା ଏବଂ ବିଶାଖପାଟଣା ମଧ୍ୟରେ ୟାନମ୍‌ ନିକଟବର୍ତ୍ତୀ ଅଞ୍ଚଳରେ ଆନ୍ଧ୍ରପ୍ରଦେଶ ଓ ୟାନାମ୍‌ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ସର୍ବାଧିକ ୧୨୫ କିଲୋମିଟର ଏବଂ ଝଟ୍‌କା ପବନର ବେଗ ୧୪୦ କିଲୋମିଟର ରହିପାରେ। ବାତ୍ୟା ପ୍ରଭାବରେ ପାହାଡିଆ ଅଞ୍ଚଳଗୁଡିକରେ ଭୁସ୍ଖଳନର ଆଶଙ୍କା ରହିଛି। ଏଥିସହ ଦୁର୍ବଳ କିମ୍ବା ବିପଦସଙ୍କୁଳ ଅବସ୍ଥାରେ ଥିବା ଗୃହ/କୋଠାବାଡି, କଚ୍ଚା, ଛପର ଘର ଆଦି ଭାଙ୍ଗିବା, କେତେକ ଅଞ୍ଚଳରେ ଫସଲର କ୍ଷୟକ୍ଷତି, ନଦୀ ଅବବାହିକାରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ଭଳି ସ୍ଥିତି ଦେଖାଦେବା ନେଇ ଅନୁମାନ କରଯାଇଛି।

ବୁଧବାର: ଅର୍ଣ୍ଣବ ବାପାଟଲା ଏବଂ ବିଶାଖପାଟଣା ମଧ୍ୟରେ ଲ୍ୟାଣ୍ଡଫଲ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ମଙ୍ଗଳବାର: ଅତି ଭୀଷଣ ବାତ୍ୟା‘ଅର୍ଣ୍ଣବ’ରେ ପରିଣତ