ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୩ ଘଣ୍ଟା ପୂର୍ବେSecurity to High-Profile Leaders: ହାଇପ୍ରୋଫାଇଲ୍ ନେତାଙ୍କୁ ସୁରକ୍ଷା ଯୋଗାନ୍ତି କେଉଁ ଆର୍ମି ୩ ଘଣ୍ଟା ପୂର୍ବେPublic movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା ୩ ଘଣ୍ଟା ପୂର୍ବେSOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ ୩ ଘଣ୍ଟା ପୂର୍ବେPrime Minister Narendra Modi’s mega roadshow in Bihar: ବିହାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ୍ ଶୋ ୩ ଘଣ୍ଟା ପୂର୍ବେCyclone wreaks havoc in Puri district: ପୁରୀ ଜିଲ୍ଲାରେ ବାତ୍ୟାର ତାଣ୍ଡବ, ଉଜାଡ଼ିଦେଲା ଚାଷୀଙ୍କ ସୁନାର ଫସଲ ୩ ଘଣ୍ଟା ପୂର୍ବେIllegal sale of foreign liquor, Rayagada District Excise Department sealed: ବିଅର ପାର୍ଲର ନାଁ ରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ; ଅଭିଯୋଗ ପରେ ସିଲ କରିଲା ଜିଲ୍ଲା ଅବକାରୀ ବିଭାଗ ୪ ଘଣ୍ଟା ପୂର୍ବେMajor setback for the Excise Department over allegations of spurious liquor: ନକଲି ମଦ ଅଭିଯୋଗରେ ଅବକାରୀ ବିଭାଗକୁ ଶକ୍ତ ଝଟକା ୪ ଘଣ୍ଟା ପୂର୍ବେReligious Festivals: ମସ୍କାବାରୀରେ ଶ୍ରୀ ଶନିଶ୍ଚର ଦେବଙ୍କ ଷଷ୍ଠ ବାର୍ଷିକ ଉତ୍ସବ ପାଳିତ ୪ ଘଣ୍ଟା ପୂର୍ବେSuccession certificate deadline: ସମୟସୀମା ଅତିକ୍ରମ ପରେ ମିଳିଲା ଉତ୍ତରାଧିକାରୀ ପ୍ରମାଣପତ୍ର ୪ ଘଣ୍ଟା ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ
ଚର୍ଚ୍ଚାରେ ମୟୂରଭଞ୍ଜ ନୟାଗଡ଼ ଜଗତସିଂହପୁର ନୂଆପଡ଼ା ମାଲକାନଗିରି କେନ୍ଦୁଝର ବରଗଡ଼

ବାତ୍ୟା ‘ଅର୍ଣ୍ଣବ’ ପାଇଁ ୮ଟି ଟ୍ରେନ ବାତିଲ

ବାତ୍ୟା ‘ଅର୍ଣ୍ଣବ’ ପାଇଁ ୮ଟି ଟ୍ରେନ ବାତିଲ – ସମୀକ୍ଷା ଖବର

ଭୁବନେଶ୍ୱର, ୨୬ା୧୦:  ବାତ୍ୟା ‘ଅର୍ଣ୍ଣବ’ ପାଇଁ ୮ଟି ଟ୍ରେନ ବାତିଲ କରାଯାଇଛି । ସେହିପରି ୨ଟି ଟ୍ରେନର ଗତିପଥ ବଦଳାଇ ଦିଆଯାଇଛି । ଏନେଇ ସାଉଥ୍‌ କୋଷ୍ଟ ରେଲୱେ ପକ୍ଷରୁ ସୂଚନା ଦିଆଯାଇଛି । ବିଶାଖାପାଟଣା-କିରଣ୍ଡୁଲ୍‌ NE ୨୯ରୁ ୪ ଯାଏ ବାତିଲ୍‌ କରାଯାଇଥିବା ବେଳେ ବିଶାଖାପାଟଣା-କୋରାପୁଟ ପାସେଞ୍ଜର ୨୭ରୁ ୩୦ ପର୍ଯ୍ୟନ୍ତ ବାତିଲ କରାଯାଇଛି । ସେହିପରି କୋରାପୁଟ-ବିଶାଖାପାଟଣା ପାସେଞ୍ଜର ୨୮ରୁ ୩୧ ପର୍ଯ୍ୟନ୍ତ, ବିଶାଖାପାଟଣା-କୋରାପୁଟ ଇଣ୍ଟରସିଟି ୩୦-୩୧, ବିଶାଖାପାଟଣା-କିରଣ୍ଡୁଲ୍‌ ପାସେଞ୍ଜର ୨୭ରୁ ୩୦ ବାତିଲ କରାଯାଇଛି । ନ୍ୟପଟେ ହୀରାଖଣ୍ଡ ଏକ୍ସପ୍ରେସ ୨୭ରୁ ୩୦ ରାୟଗଡ଼ା ପର୍ଯ୍ୟନ୍ତ ଯିବ । ହୀରାଖଣ୍ଡ ଏକ୍ସପ୍ରେସ୍ ୨୮ରୁ ୩୧ ରାୟଗଡ଼ା ପର୍ଯ୍ୟନ୍ତ ଆସିବ ।

ବାତ୍ୟା ‘ଅର୍ଣ୍ଣବ’ ପାଇଁ ୮ଟି ଟ୍ରେନ ବାତିଲ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ବୁଧବାର: ଅର୍ଣ୍ଣବ ବାପାଟଲା ଏବଂ ବିଶାଖପାଟଣା ମଧ୍ୟରେ ଲ୍ୟାଣ୍ଡଫଲ