ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୩୦ ମିନିଟ ପୂର୍ବେSecurity to High-Profile Leaders: ହାଇପ୍ରୋଫାଇଲ୍ ନେତାଙ୍କୁ ସୁରକ୍ଷା ଯୋଗାନ୍ତି କେଉଁ ଆର୍ମି ୩୫ ମିନିଟ ପୂର୍ବେPublic movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା ୪୨ ମିନିଟ ପୂର୍ବେSOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ ୫୧ ମିନିଟ ପୂର୍ବେPrime Minister Narendra Modi’s mega roadshow in Bihar: ବିହାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ୍ ଶୋ ୫୬ ମିନିଟ ପୂର୍ବେCyclone wreaks havoc in Puri district: ପୁରୀ ଜିଲ୍ଲାରେ ବାତ୍ୟାର ତାଣ୍ଡବ, ଉଜାଡ଼ିଦେଲା ଚାଷୀଙ୍କ ସୁନାର ଫସଲ ୧ ଘଣ୍ଟା ପୂର୍ବେIllegal sale of foreign liquor, Rayagada District Excise Department sealed: ବିଅର ପାର୍ଲର ନାଁ ରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ; ଅଭିଯୋଗ ପରେ ସିଲ କରିଲା ଜିଲ୍ଲା ଅବକାରୀ ବିଭାଗ ୧ ଘଣ୍ଟା ପୂର୍ବେMajor setback for the Excise Department over allegations of spurious liquor: ନକଲି ମଦ ଅଭିଯୋଗରେ ଅବକାରୀ ବିଭାଗକୁ ଶକ୍ତ ଝଟକା ୧ ଘଣ୍ଟା ପୂର୍ବେReligious Festivals: ମସ୍କାବାରୀରେ ଶ୍ରୀ ଶନିଶ୍ଚର ଦେବଙ୍କ ଷଷ୍ଠ ବାର୍ଷିକ ଉତ୍ସବ ପାଳିତ ୧ ଘଣ୍ଟା ପୂର୍ବେSuccession certificate deadline: ସମୟସୀମା ଅତିକ୍ରମ ପରେ ମିଳିଲା ଉତ୍ତରାଧିକାରୀ ପ୍ରମାଣପତ୍ର ୧ ଘଣ୍ଟା ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ
ଚର୍ଚ୍ଚାରେ ମୟୂରଭଞ୍ଜ ନୟାଗଡ଼ ଜଗତସିଂହପୁର ନୂଆପଡ଼ା ମାଲକାନଗିରି କେନ୍ଦୁଝର ବରଗଡ଼

ବଡ଼ବିଲରେ ଅନିୟନ୍ତ୍ରିତ ହୋଇ ଓଲଟିଲା ସ୍କର୍ପିଓ, ଅଳ୍ପକେ ବର୍ତ୍ତିଲେ ଚାଳକ

ବଡ଼ବିଲରେ ଅନିୟନ୍ତ୍ରିତ ହୋଇ ଓଲଟିଲା ସ୍କର୍ପିଓ, ଅଳ୍ପକେ ବର୍ତ୍ତିଲେ ଚାଳକ – ସମୀକ୍ଷା ଖବର

ଟଙ୍କଧର ପାତ୍ର/ ଯୋଡ଼ା/ ସମୀକ୍ଷା ନ୍ୟୁଜ :

ଯୋଡ଼ା/କେନ୍ଦୁଝର/୨୭/୧୦/୨୦୨୬: କେନ୍ଦୁଝର ଜିଲ୍ଲାର ବଡ଼ବିଲ ଥାନା ଅନ୍ତର୍ଗତ ମିନେରାଲ କଲୋନୀରେ ମଙ୍ଗଳବାର ସକାଳେ ଏକ ସ୍କର୍ପିଓ ଗାଡ଼ି ଅନିୟନ୍ତ୍ରିତ ହୋଇ ଓଲଟି ପଡ଼ିଛି। ଏହି ଦୁର୍ଘଟଣାରେ ଗାଡ଼ିର ଚାଳକ ଅଳ୍ପକେ ରକ୍ଷା ପାଇଥିବା ଜଣାପଡ଼ିଛି।ସୂଚନା ଅନୁଯାୟୀ, ମଙ୍ଗଳବାର ପ୍ରାତଃକାଳରେ OD02DJ-9122 ନମ୍ବର ବିଶିଷ୍ଟ କଳା ରଙ୍ଗର ସ୍କର୍ପିଓ ମିନେରାଲ କଲୋନୀ ଅଞ୍ଚଳରେ ଯାଉଥିବା ସମୟରେ ହଠାତ୍ ଅନିୟନ୍ତ୍ରିତ ହୋଇ ଓଲଟି ପଡ଼ିଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଲୋକଙ୍କ ସହଯୋଗରେ କ୍ରେନ୍ ଡକାଯାଇ ଓଲଟି ପଡ଼ିଥିବା ଗାଡ଼ିକୁ ଉଠାଯାଇଥିଲା।ତେବେ ଗାଡ଼ିଟି କେଉଁ ପରିସ୍ଥିତିରେ ଓ କିପରି ଅନିୟନ୍ତ୍ରିତ ହୋଇ ଓଲଟିଲା, ତାହା ଏଯାବତ୍ ସ୍ପଷ୍ଟ ହୋଇନାହିଁ। ଘଟଣାର ପ୍ରକୃତ କାରଣ ପୁଲିସର ତଦନ୍ତ ପରେ ଜଣାପଡ଼ିବ।ଅନ୍ୟପକ୍ଷରେ, ଘଟଣାସ୍ଥଳରେ ଉପସ୍ଥିତ କେତେକ ଲୋକଙ୍କ କହିବା ଅନୁଯାୟୀ, ଗାଡ଼ିଟି ଜଣେ ନାବାଳକ ଚଳାଉଥିବା ନେଇ ଚର୍ଚ୍ଚା ହେଉଛି। ତେବେ ଏହି ସୂଚନାର ସତ୍ୟତା ଆଧିକାରିକ ଭାବେ ସ୍ପଷ୍ଟ ହୋଇନାହିଁ।ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଆଲୋଚନା ଜାରି ରହିଥିବାବେଳେ ପୁଲିସର ତଦନ୍ତ ପରେ ଦୁର୍ଘଟଣା ସମ୍ପର୍କିତ ଅଧିକ ତଥ୍ୟ ସାମ୍ନାକୁ ଆସିବା ବୋଲି ଆଶା କରାଯାଉଛି।

ବଡ଼ବିଲରେ ଅନିୟନ୍ତ୍ରିତ ହୋଇ ଓଲଟିଲା ସ୍କର୍ପିଓ, ଅଳ୍ପକେ ବର୍ତ୍ତିଲେ ଚାଳକ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ବାତ୍ୟା ଅର୍ଣ୍ଣବ ପାଇଁ ଡେଲାଙ୍ଗ ଅଗ୍ନିଶମ ବାହିନୀ ପକ୍ଷରୁ ପୁର୍ବ ପ୍ରସ୍ତୁତୀ