ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୩ ମିନିଟ ପୂର୍ବେPrime Minister Narendra Modi’s mega roadshow in Bihar: ବିହାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ୍ ଶୋ ୭ ମିନିଟ ପୂର୍ବେCyclone wreaks havoc in Puri district: ପୁରୀ ଜିଲ୍ଲାରେ ବାତ୍ୟାର ତାଣ୍ଡବ, ଉଜାଡ଼ିଦେଲା ଚାଷୀଙ୍କ ସୁନାର ଫସଲ ୧୬ ମିନିଟ ପୂର୍ବେIllegal sale of foreign liquor, Rayagada District Excise Department sealed: ବିଅର ପାର୍ଲର ନାଁ ରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ; ଅଭିଯୋଗ ପରେ ସିଲ କରିଲା ଜିଲ୍ଲା ଅବକାରୀ ବିଭାଗ ୨୩ ମିନିଟ ପୂର୍ବେMajor setback for the Excise Department over allegations of spurious liquor: ନକଲି ମଦ ଅଭିଯୋଗରେ ଅବକାରୀ ବିଭାଗକୁ ଶକ୍ତ ଝଟକା ୨୮ ମିନିଟ ପୂର୍ବେReligious Festivals: ମସ୍କାବାରୀରେ ଶ୍ରୀ ଶନିଶ୍ଚର ଦେବଙ୍କ ଷଷ୍ଠ ବାର୍ଷିକ ଉତ୍ସବ ପାଳିତ ୩୨ ମିନିଟ ପୂର୍ବେSuccession certificate deadline: ସମୟସୀମା ଅତିକ୍ରମ ପରେ ମିଳିଲା ଉତ୍ତରାଧିକାରୀ ପ୍ରମାଣପତ୍ର ୩୮ ମିନିଟ ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ ୪୬ ମିନିଟ ପୂର୍ବେBargarh Anganwadi workers outrage over the CDPO’s arbitrary: ସିଡିପିଓଙ୍କ ମନମୁଖୀ କାର୍ଯ୍ୟ ଓ ନିମ୍ନମାନର ପୋଷାକ ଯୋଗାଣକୁ ନେଇ ତାତିଲେ ବରଗଡ଼ ଅଙ୍ଗନୱାଡି କର୍ମୀ ଓ ସହାୟିକା ୪୯ ମିନିଟ ପୂର୍ବେChief Minister’s visit to Paradip: ମୁଖ୍ୟମନ୍ତ୍ରୀଙ୍କ ପାରାଦୀପ ଗ୍ରସ୍ତକୁ ନେଇ ପୁରା ସଜାଗ ପୋଲିସ୍ ପ୍ରଶାସନ ୫୩ ମିନିଟ ପୂର୍ବେRairangpur Postal Division: ରାଇରଙ୍ଗପୁର ଡାକମଣ୍ଡଳ ପକ୍ଷରୁ ସ୍ପର୍ଶ ଛାତ୍ରବୃତ୍ତି ଓ କର୍ମଚାରୀ ପୁରସ୍କାର ଘୋଷଣା
ଚର୍ଚ୍ଚାରେ ମୟୂରଭଞ୍ଜ ନୟାଗଡ଼ ଜଗତସିଂହପୁର ନୂଆପଡ଼ା ମାଲକାନଗିରି କେନ୍ଦୁଝର ବରଗଡ଼

ଆମାନାରା ଗ୍ରାମ ପଞ୍ଚାୟତରେ ଆଜି ଗାଁ ପ୍ରଶାସନ ଓ ଦୁର୍ନୀତି ନିବାରଣ ସଚେତନତା କାର୍ଯ୍ୟକ୍ରମ

ଆମାନାରା ଗ୍ରାମ ପଞ୍ଚାୟତରେ ଆଜି ଗାଁ ପ୍ରଶାସନ ଓ ଦୁର୍ନୀତି ନିବାରଣ ସଚେତନତା କାର୍ଯ୍ୟକ୍ରମ – ସମୀକ୍ଷା ଖବର

ତେଜୁରାମ ନାଏକ /ସ୍ୱତନ୍ତ୍ର ପ୍ରତିନିଧି /ନୂଆପଡା/ସମୀକ୍ଷା ନ୍ୟୁଜ:

ନୂଆପଡ଼ା, ତା.28-10-2026 ନୂଆପଡ଼ା ପଞ୍ଚାୟତ ସମିତି ଅନ୍ତର୍ଗତ ଆମାନାରା ଗ୍ରାମ ପଞ୍ଚାୟତରେ ଆଜି ‘ଗାଁରେ ପ୍ରଶାସନ’ ଓ ‘ଦୁର୍ନୀତି ନିବାରଣ ସଚେତନତା କାର୍ଯ୍ୟକ୍ରମ’ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଭିଜିଲାନ୍ସ ବିଭାଗର ଡିଏସ୍‌ପି ଦିନବନ୍ଧୁ ବେହେରା, ନୂଆପଡ଼ା ଜିଲ୍ଲା ପରିଷଦର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ କ୍ଷମାନିଧି ଭୋଇ, ନୂଆପଡ଼ା ପଞ୍ଚାୟତ ସମିତି ଅଧ୍ୟକ୍ଷା ତାରେଶ୍ୱରୀ ସାହୁ, ଜିଲ୍ଲା ପରିଷଦ ସଭ୍ୟା ଉମା ଠାକୁର ଏବଂ ନୂଆପଡ଼ା ବ୍ଲକ ଉନ୍ନୟନ ଅଧିକାରୀ ରୋହିତ ଭୋଇ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ। ଏହି ଅବସରରେ ଦୁର୍ନୀତିମୁକ୍ତ ପ୍ରଶାସନ, ସରକାରୀ କାର୍ଯ୍ୟରେ ସ୍ୱଚ୍ଛତା ଓ ଉତ୍ତରଦାୟିତ୍ୱ, ଏବଂ ସାଧାରଣ ଲୋକଙ୍କ ଅଧିକାର ସମ୍ପର୍କରେ ଆଲୋକପାତ କରାଯାଇଥିଲା। ଏଥିସହ ଜନସାଧାରଣଙ୍କ ସମସ୍ୟା ଓ ଅଭିଯୋଗର ସମାଧାନ ପାଇଁ ପ୍ରଶାସନ ସହ ସିଧାସଳଖ ଯୋଗାଯୋଗ ରଖିବା ଏବଂ ସରକାରୀ ସେବାର ସୁଯୋଗ ନେବାକୁ ଗୁରୁତ୍ୱ ଦିଆଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ସମିତି ସଭ୍ୟା, ଆମାନାରା ଗ୍ରାମ ପଞ୍ଚାୟତର ସରପଞ୍ଚ, ବିଭିନ୍ନ ବିଭାଗର ଅଧିକାରୀ, ଜନପ୍ରତିନିଧି ଓ ପଞ୍ଚାୟତର ବହୁ ଜନସାଧାରଣ ଉପସ୍ଥିତ ଥିଲେ।

ଆମାନାରା ଗ୍ରାମ ପଞ୍ଚାୟତରେ ଆଜି ଗାଁ ପ୍ରଶାସନ ଓ ଦୁର୍ନୀତି ନିବାରଣ ସଚେତନତା କାର୍ଯ୍ୟକ୍ରମ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଆସୁଛି ବାତ୍ୟା ଅର୍ଣବ: ହାଇଆର୍ଲଟରେ ରାଜନଗର , ପ୍ରସ୍ତୁତ ବାତ୍ୟାଆଶ୍ରୟସ୍ତଳ