ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୧୨ ଘଣ୍ଟା ପୂର୍ବେShilpa Shetty’s Fitness Mantra: ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଫିଟନେସ୍ ମନ୍ତ୍ରକୁ ନେଇ ଚର୍ଚ୍ଚା ୧୨ ଘଣ୍ଟା ପୂର୍ବେKuchei station Demand for railway goods rake facility: କୁଚେଇ ଷ୍ଟେସନରେ ରେଳୱେ ଗୁଡ୍‌ସ ର‍୍ୟାକ୍ ସୁବିଧା ଦାବି ୧୨ ଘଣ୍ଟା ପୂର୍ବେSindhusuta approaches the District Collector seeking financial assistance: ବାତ୍ୟା ପ୍ରଭାବରେ ସମ୍ପୂର୍ଣ୍ଣଭାବେ ଧାନ ନଷ୍ଟ ହୋଇଥିବା ନେଇ ଜିଲ୍ଲାପାଳଙ୍କୁ ଆର୍ଥିକ ସହାୟତା ପାଇଁ ସିନ୍ଧୁସୁତା ହେଲେ ଦ୍ୱାରସ୍ତ ୧୨ ଘଣ୍ଟା ପୂର୍ବେPreparations for the Kalinga Bali Jatra: ଆଗକୁ ଦୁଇ ଦିନ ରହିଲା କଲିଙ୍ଗ ବାଲିଯାତ୍ରା ଯୁଦ୍ଧ କାଳୀନ ଭିତିରେ ଚାଲିଛି ପ୍ରସ୍ତୁତି ୧୨ ଘଣ୍ଟା ପୂର୍ବେKhandapada Child Sex Ratio: ଖଣ୍ଡପଡ଼ାରେ ଶିଶୁ ଲିଙ୍ଗ ଅନୁପାତ ହ୍ରାସ ନେଇ ବ୍ଲକସ୍ତରୀୟ କର୍ମଶାଳା ଅନୁଷ୍ଠିତ ୧୩ ଘଣ୍ଟା ପୂର୍ବେGodabarisha Adarsha Vidyalaya scheme: ରାମଚଣ୍ତି ଉଚ୍ଚ ବିଦ୍ୟାଳୟକୁ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାରେ ସାମିଲ କରିବା ନେଇ ଦାବିପତ୍ର ପ୍ରଦାନ ୧୩ ଘଣ୍ଟା ପୂର୍ବେCyclone Shelters & Review Meeting: ବିଧାୟକ ଓ ପ୍ରଶାସନିକ ଅଧିକାରୀଙ୍କ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ ଓ ସମୀକ୍ଷା ବୈଠକ ୧୩ ଘଣ୍ଟା ପୂର୍ବେMalkangiri Rehabilitation & Protection of Children: ମାଲକାନଗିରିର ଚାରି ପିତୃମାତୃହୀନ ଶିଶୁଙ୍କ ଥଇଥାନ ଓ ସୁରକ୍ଷା ୧୩ ଘଣ୍ଟା ପୂର୍ବେHelpless lives on the highway: ରାଜପଥ ଉପରେ ଅସହାୟ ଜୀବନ, ସରକାରଙ୍କ ଦୃଷ୍ଟିପଡିବ କେବେ ? ୧୩ ଘଣ୍ଟା ପୂର୍ବେBaliguda Public Relations Department office deplorable Condition: ବାଲିଗୁଡ଼ା ଲୋକ ସମ୍ପର୍କ ବିଭାଗ କାର୍ଯ୍ୟାଳୟର ଦୟନୀୟ ଅବସ୍ଥା
ଚର୍ଚ୍ଚାରେ ମୟୂରଭଞ୍ଜ ମାଲକାନଗିରି ଖୋର୍ଦ୍ଧା ଜଗତସିଂହପୁର କେନ୍ଦୁଝର ବରଗଡ଼ ନୂଆପଡ଼ା

୩୧ ତାରିଖ ପର୍ଯ୍ୟନ୍ତ କେନାଲ ବନ୍ଦ ନିଷ୍ପତ୍ତିକୁ ବିରୋଧ

୩୧ ତାରିଖ ପର୍ଯ୍ୟନ୍ତ କେନାଲ ବନ୍ଦ ନିଷ୍ପତ୍ତିକୁ ବିରୋଧ – ସମୀକ୍ଷା ଖବର

ସୁଶାନ୍ତ ପଣ୍ଡା / ଜିଲ୍ଲା ପ୍ରତିନିଧି / ବରଗଡ଼ / ସମୀକ୍ଷା ନ୍ୟୁଜ:

ଅତାବିରା, ୨୮। ୧୦ ବରଗଡ଼ ଜଳ ସେଚନ ବିଭାଗର ବିଜ୍ଞପ୍ତି ଅନୁଯାୟୀ ଆଗାମୀ ୩୧ ତାରିଖ ପରଠୁ ଖରିଫ ଧାନ ଚାଷ ପାଇଁ କେନାଲ ପାଣି ଯୋଗାଣ ବନ୍ଦ କରିବାର ସୂଚନା ଦିଆଯାଇଛି। ଯାହାକୁ ନେଇ ଓଡ଼ିଶା ରାଜ୍ୟ କୃଷକ ସଂଗଠନ, ଅତାବିରା ବିରୋଧ କରି କେନାଲ ପାଣି ଆଗାମୀ ୨୦ ତାରିଖ ପର୍ଯ୍ୟନ୍ତ ଯୋଗାଣ କରିବାକୁ ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଅତାବିରା ଅତିରିକ୍ତ ତହସିଲଦାର ଦୀପକ ପତିଙ୍କୁ ଦାବି ପତ୍ର ପ୍ରଦାନ କରାଯାଇଛି। ବର୍ତ୍ତମାନ ଅତାବିରା ବ୍ଳକର ବିଭିନ୍ନ ସ୍ଥାନରେ କିଛି ଧାନ ଗର୍ଭଣୀ ଅବସ୍ଥାରେ ରହିଛି ଓ ଆଉ କିଛି ଧାନ ବାହାରୁଛି। କେନାଲ ପାଣି ୩୧ ତାରିଖ ବନ୍ଦ ହେଲେ ପାଖାପାଖି ୭୦ ପ୍ରତିଶତ ଧାନ ପ୍ରଭାବିତ ହେବ। ଏଣୁ ଆଗାମୀ ୨୦ ତାରିଖ ପର୍ଯ୍ୟନ୍ତ ବିନା ରୋଟେସନରେ କେନାଲ ପାଣି ଯୋଗାଣ କରିବାକୁ ଦାବି କରାଯାଇଛି। ଚାଷୀନେତା ବୀରେନ୍ଦ୍ର କରଙ୍କ ନେତୃତ୍ବରେ ଋଷବ କର୍ଣ୍ଣ, ବଳିରାଜ ଭୋଇ, ସାହେବ ପ୍ରଧାନ, ଗୁଣନିଧି ପ୍ରଧାନ, ସୁରେନ୍ଦ୍ର ପ୍ରଧାନ, ଦଶରଥ ଭୋଇ, ସୁରେଶ କର୍ଣ୍ଣ, ବୁଦ୍ଧଦେବ ନନ୍ଦ, ଅମୂଲ୍ୟ ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ।

୩୧ ତାରିଖ ପର୍ଯ୍ୟନ୍ତ କେନାଲ ବନ୍ଦ ନିଷ୍ପତ୍ତିକୁ ବିରୋଧ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଦିନ ଦୁଇଟା ପର୍ଯ୍ୟନ୍ତ ଜିଲ୍ଲାପାଳ ଙ୍କ ଅଫିସ୍ ଘେରାଉ କଲେ କୃଷକ ସଂଙ୍ଗଠନ