ମୁଖ୍ୟ ବିଷୟକୁ ଯାଆନ୍ତୁ
ଶନିବାର, ୨୧ ନଭେମ୍ବର ୨୦୨୬
News Update
୩ ଘଣ୍ଟା ପୂର୍ବେShilpa Shetty’s Fitness Mantra: ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଫିଟନେସ୍ ମନ୍ତ୍ରକୁ ନେଇ ଚର୍ଚ୍ଚା ୩ ଘଣ୍ଟା ପୂର୍ବେKuchei station Demand for railway goods rake facility: କୁଚେଇ ଷ୍ଟେସନରେ ରେଳୱେ ଗୁଡ୍‌ସ ର‍୍ୟାକ୍ ସୁବିଧା ଦାବି ୪ ଘଣ୍ଟା ପୂର୍ବେSindhusuta approaches the District Collector seeking financial assistance: ବାତ୍ୟା ପ୍ରଭାବରେ ସମ୍ପୂର୍ଣ୍ଣଭାବେ ଧାନ ନଷ୍ଟ ହୋଇଥିବା ନେଇ ଜିଲ୍ଲାପାଳଙ୍କୁ ଆର୍ଥିକ ସହାୟତା ପାଇଁ ସିନ୍ଧୁସୁତା ହେଲେ ଦ୍ୱାରସ୍ତ ୪ ଘଣ୍ଟା ପୂର୍ବେPreparations for the Kalinga Bali Jatra: ଆଗକୁ ଦୁଇ ଦିନ ରହିଲା କଲିଙ୍ଗ ବାଲିଯାତ୍ରା ଯୁଦ୍ଧ କାଳୀନ ଭିତିରେ ଚାଲିଛି ପ୍ରସ୍ତୁତି ୪ ଘଣ୍ଟା ପୂର୍ବେKhandapada Child Sex Ratio: ଖଣ୍ଡପଡ଼ାରେ ଶିଶୁ ଲିଙ୍ଗ ଅନୁପାତ ହ୍ରାସ ନେଇ ବ୍ଲକସ୍ତରୀୟ କର୍ମଶାଳା ଅନୁଷ୍ଠିତ ୪ ଘଣ୍ଟା ପୂର୍ବେGodabarisha Adarsha Vidyalaya scheme: ରାମଚଣ୍ତି ଉଚ୍ଚ ବିଦ୍ୟାଳୟକୁ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାରେ ସାମିଲ କରିବା ନେଇ ଦାବିପତ୍ର ପ୍ରଦାନ ୪ ଘଣ୍ଟା ପୂର୍ବେCyclone Shelters & Review Meeting: ବିଧାୟକ ଓ ପ୍ରଶାସନିକ ଅଧିକାରୀଙ୍କ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ ଓ ସମୀକ୍ଷା ବୈଠକ ୪ ଘଣ୍ଟା ପୂର୍ବେMalkangiri Rehabilitation & Protection of Children: ମାଲକାନଗିରିର ଚାରି ପିତୃମାତୃହୀନ ଶିଶୁଙ୍କ ଥଇଥାନ ଓ ସୁରକ୍ଷା ୪ ଘଣ୍ଟା ପୂର୍ବେHelpless lives on the highway: ରାଜପଥ ଉପରେ ଅସହାୟ ଜୀବନ, ସରକାରଙ୍କ ଦୃଷ୍ଟିପଡିବ କେବେ ? ୪ ଘଣ୍ଟା ପୂର୍ବେBaliguda Public Relations Department office deplorable Condition: ବାଲିଗୁଡ଼ା ଲୋକ ସମ୍ପର୍କ ବିଭାଗ କାର୍ଯ୍ୟାଳୟର ଦୟନୀୟ ଅବସ୍ଥା
ଚର୍ଚ୍ଚାରେ ମୟୂରଭଞ୍ଜ ମାଲକାନଗିରି ଖୋର୍ଦ୍ଧା ଜଗତସିଂହପୁର କେନ୍ଦୁଝର ବରଗଡ଼ ନୂଆପଡ଼ା

ସାମ୍ବାଦିକ ସମ୍ମିଳନୀ: କଳାହାଣ୍ଡି ମାଟିରେ ପ୍ରଥମ ଥର ପାଇଁ ରାଜ୍ୟ ସ୍ତରୀୟ କ୍ୟାରମ ମହାକୁମ୍ଭ। ଖେଳ

ସାମ୍ବାଦିକ ସମ୍ମିଳନୀ: କଳାହାଣ୍ଡି ମାଟିରେ ପ୍ରଥମ ଥର ପାଇଁ ରାଜ୍ୟ ସ୍ତରୀୟ କ୍ୟାରମ ମହାକୁମ୍ଭ। ଖେଳ – ସମୀକ୍ଷା ଖବର

ଉଦିତ ନାରାୟଣ ଠାକୁର /କଳାହାଣ୍ଡି ସାମ୍ବାଦିକ /ସମୀକ୍ଷା ନ୍ୟୁଜ:

ଭବାନୀପାଟଣା, 30/10/2026- କଳାହାଣ୍ଡି କ୍ୟାରମ ଆସୋସିଏସନ ତରଫରୁ ପ୍ରଥମ ଥର ପାଇଁ ରାଜ୍ୟ ସ୍ତରୀୟ କଳାହାଣ୍ଡି କ୍ୟାରମ କପ୍ ୨୦୨୬ ଆୟୋଜନ କରାଯାଉଛି।
ଏହି ପ୍ରତିଯୋଗିତା ୧୩, ୧୪ ଓ ୧୫ ନଭେମ୍ବର ୨୦୨୬ ରେ ଗୋଲାପ ଭବନ, ଭବାନୀପାଟଣା ଠାରେ ଅନୁଷ୍ଠିତ ହେବ। ଏହି ଟୁର୍ଣ୍ଣାମେଣ୍ଟରେ ଡାଇରେକ୍ଟ ଗେମ୍ ଡବଲ୍ସ)ଖେଳାଯିବ ଏବଂ ଏହା ସମସ୍ତଙ୍କ ପାଇଁ ଖୋଲା ରହିବ। ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଶତାଧିକ ଖେଳାଳି ଅଂଶଗ୍ରହଣ କରିବେ ବୋଲି ଆଶା କରାଯାଉଛି। ଏହି ଟୁର୍ଣ୍ଣାମେଣ୍ଟର ପ୍ରଥମ ନିମନ୍ତ୍ରଣ ପତ୍ର ଆମ ଇଷ୍ଟ ଦେବୀ  ମା’ ମାଣିକେଶ୍ୱରୀଙ୍କ  ନିକଟରେ ଅର୍ପଣ କରି ଶୁଭାରମ୍ଭ କରାଯାଇଛି। ପଞ୍ଜିକରଣ ଶୁଳ୍କ ୫୦୦ ଟଙ୍କା ଏବଂ ଶେଷ ତାରିଖ ୮ ନଭେମ୍ବର ୨୦୨୬। ବିଜେତାଙ୍କୁ ଆକର୍ଷଣୀୟ ଟ୍ରଫି ଓ ପୁରସ୍କାର ପ୍ରଦାନ କରାଯିବ। କଳାହାଣ୍ଡିର କ୍ରୀଡ଼ା ପ୍ରତିଭାକୁ ରାଜ୍ୟ ସ୍ତରରେ ପହଞ୍ଚାଇବା ପାଇଁ ଏହା ଏକ ପ୍ରୟା ବେହେରା, ନାଗାରଞ୍ଜନ ଗୌର୍ଡ ପ୍ରମୁଖ ଉପସ୍ଥିତ ଥିଲେ l

ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
କେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ... – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓକେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ...YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଜଗତସିଂହପୁର : ଅବକାରୀ ବିଭାଗ ପଞ୍ଝାରେ ୨ ନିଶାବେପାରୀ; ୫୫ ଗ୍ରାମର ହେରୋଇନ ସହ ୯୪୦ ଗ୍ରାମର ଗଞ୍ଜେଇ ଜବତ