ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୧୦ ଘଣ୍ଟା ପୂର୍ବେShilpa Shetty’s Fitness Mantra: ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଫିଟନେସ୍ ମନ୍ତ୍ରକୁ ନେଇ ଚର୍ଚ୍ଚା ୧୦ ଘଣ୍ଟା ପୂର୍ବେKuchei station Demand for railway goods rake facility: କୁଚେଇ ଷ୍ଟେସନରେ ରେଳୱେ ଗୁଡ୍‌ସ ର‍୍ୟାକ୍ ସୁବିଧା ଦାବି ୧୦ ଘଣ୍ଟା ପୂର୍ବେSindhusuta approaches the District Collector seeking financial assistance: ବାତ୍ୟା ପ୍ରଭାବରେ ସମ୍ପୂର୍ଣ୍ଣଭାବେ ଧାନ ନଷ୍ଟ ହୋଇଥିବା ନେଇ ଜିଲ୍ଲାପାଳଙ୍କୁ ଆର୍ଥିକ ସହାୟତା ପାଇଁ ସିନ୍ଧୁସୁତା ହେଲେ ଦ୍ୱାରସ୍ତ ୧୦ ଘଣ୍ଟା ପୂର୍ବେPreparations for the Kalinga Bali Jatra: ଆଗକୁ ଦୁଇ ଦିନ ରହିଲା କଲିଙ୍ଗ ବାଲିଯାତ୍ରା ଯୁଦ୍ଧ କାଳୀନ ଭିତିରେ ଚାଲିଛି ପ୍ରସ୍ତୁତି ୧୦ ଘଣ୍ଟା ପୂର୍ବେKhandapada Child Sex Ratio: ଖଣ୍ଡପଡ଼ାରେ ଶିଶୁ ଲିଙ୍ଗ ଅନୁପାତ ହ୍ରାସ ନେଇ ବ୍ଲକସ୍ତରୀୟ କର୍ମଶାଳା ଅନୁଷ୍ଠିତ ୧୦ ଘଣ୍ଟା ପୂର୍ବେGodabarisha Adarsha Vidyalaya scheme: ରାମଚଣ୍ତି ଉଚ୍ଚ ବିଦ୍ୟାଳୟକୁ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାରେ ସାମିଲ କରିବା ନେଇ ଦାବିପତ୍ର ପ୍ରଦାନ ୧୦ ଘଣ୍ଟା ପୂର୍ବେCyclone Shelters & Review Meeting: ବିଧାୟକ ଓ ପ୍ରଶାସନିକ ଅଧିକାରୀଙ୍କ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ ଓ ସମୀକ୍ଷା ବୈଠକ ୧୦ ଘଣ୍ଟା ପୂର୍ବେMalkangiri Rehabilitation & Protection of Children: ମାଲକାନଗିରିର ଚାରି ପିତୃମାତୃହୀନ ଶିଶୁଙ୍କ ଥଇଥାନ ଓ ସୁରକ୍ଷା ୧୦ ଘଣ୍ଟା ପୂର୍ବେHelpless lives on the highway: ରାଜପଥ ଉପରେ ଅସହାୟ ଜୀବନ, ସରକାରଙ୍କ ଦୃଷ୍ଟିପଡିବ କେବେ ? ୧୧ ଘଣ୍ଟା ପୂର୍ବେBaliguda Public Relations Department office deplorable Condition: ବାଲିଗୁଡ଼ା ଲୋକ ସମ୍ପର୍କ ବିଭାଗ କାର୍ଯ୍ୟାଳୟର ଦୟନୀୟ ଅବସ୍ଥା
ଚର୍ଚ୍ଚାରେ ମୟୂରଭଞ୍ଜ ମାଲକାନଗିରି ଖୋର୍ଦ୍ଧା ଜଗତସିଂହପୁର କେନ୍ଦୁଝର ବରଗଡ଼ ନୂଆପଡ଼ା

ପିପିଲି ପୋଲିସ ପକ୍ଷରୁ ଲୌହ ମାନବ ସର୍ଦ୍ଧାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ପାଳିତ

ପିପିଲି ପୋଲିସ ପକ୍ଷରୁ ଲୌହ ମାନବ ସର୍ଦ୍ଧାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ପାଳିତ – ସମୀକ୍ଷା ଖବର

ବିଜୟ କୁମାର ମହାପାତ୍ର /ପିପିଲି /ସମୀକ୍ଷା ନ୍ୟୁଜ:

ପିପିଲି,ତା୩୧।୧୦ ଲୌହ ମାନବ ସର୍ଦ୍ଧାର ବଲ୍ଲଭ ଭାଇ ପଟେଲ ଙ୍କ ୧୫୧ତମ ଜୟନ୍ତୀ ପାଳନ ଅବସରରେ ପିପିଲି ପୋଲିସ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳନ କରାଯାଇଛି। ପିପିଲି ଥାନା ଅଧିକାରୀ ସୌମେନ୍ଦୁ ଶେଖର ତ୍ରିପାଠୀ ଙ୍କ ନେତୃତ୍ୱ ରେ ଆୟୋଜିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥିଭାବେ ସ୍ଥାନୀୟ ବିଧାୟକ ଆଶ୍ରିତ ପଟ୍ଟନାୟକ ଯୋଗ ଦେଇ ସର୍ଦ୍ଧାର ବଲ୍ଲଭ ଭାଇ ପଟେଲ ରାଷ୍ଟ୍ରୀୟ ଏକତା ଏବଂ ଅଖଣ୍ଡତା କୁ ବଜାୟ ରଖିବା ପାଇଁ ଆହ୍ୱାନ ଦେଇଥିଲେ।ଏହି ଅବସରରେ ପିପିଲି ଜବାହାର ବିଦ୍ୟାପୀଠ ଠାରୁ ବଜାର ଦେଇ ମିଶନ ସ୍କୁଲ ପଯ୍ୟନ୍ତ ଏକ ପଦ ଯାତ୍ରା ହୋଇଥିଲା। ଏଥିରେ ପିପିଲି ଜବାହାର ବିଦ୍ୟାପୀଠ ଏବଂ ପିପିଲି ହାଇସ୍କୁଲ, ପିପିଲି କଲେଜ, ଏନସିସି କ୍ୟାଡର, ଇନିଫୋର୍ସ ଏକାଡେମୀ ଛାତ୍ର ଛାତ୍ରୀ, ବରିଷ୍ଠ ନାଗରିକ ମଞ୍ଚର ସଦସ୍ୟ ମାନେ ସାମିଲ ହୋଇଥିଲେ। ଏହି କାର୍ଯ୍ୟକ୍ରମ ରେ ପିପିଲି ଥାନା ଏସଆଇ ସୁରମା ସ୍ୱାଇଁ, ଏଏସଆଇ ସୁମନ୍ତ କୁମାର ସାହୁ ଙ୍କ ସମେତ ଥାନାର ସମସ୍ତ କର୍ମଚାରି ବରିଷ୍ଠ ନାଗରିକ ମଞ୍ଚ ର ସଭାପତି ପ୍ରଫୁଲ୍ଲ କୁମାର ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।

ପିପିଲି ପୋଲିସ ପକ୍ଷରୁ ଲୌହ ମାନବ ସର୍ଦ୍ଧାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ପାଳିତ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଜଗତସିଂହପୁର : ଜିଲ୍ଲା ସ୍ତରୀୟ ଯୁବ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ