ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୧ ଘଣ୍ଟା ପୂର୍ବେSecurity to High-Profile Leaders: ହାଇପ୍ରୋଫାଇଲ୍ ନେତାଙ୍କୁ ସୁରକ୍ଷା ଯୋଗାନ୍ତି କେଉଁ ଆର୍ମି ୨ ଘଣ୍ଟା ପୂର୍ବେPublic movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା ୨ ଘଣ୍ଟା ପୂର୍ବେSOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ ୨ ଘଣ୍ଟା ପୂର୍ବେPrime Minister Narendra Modi’s mega roadshow in Bihar: ବିହାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ୍ ଶୋ ୨ ଘଣ୍ଟା ପୂର୍ବେCyclone wreaks havoc in Puri district: ପୁରୀ ଜିଲ୍ଲାରେ ବାତ୍ୟାର ତାଣ୍ଡବ, ଉଜାଡ଼ିଦେଲା ଚାଷୀଙ୍କ ସୁନାର ଫସଲ ୨ ଘଣ୍ଟା ପୂର୍ବେIllegal sale of foreign liquor, Rayagada District Excise Department sealed: ବିଅର ପାର୍ଲର ନାଁ ରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ; ଅଭିଯୋଗ ପରେ ସିଲ କରିଲା ଜିଲ୍ଲା ଅବକାରୀ ବିଭାଗ ୨ ଘଣ୍ଟା ପୂର୍ବେMajor setback for the Excise Department over allegations of spurious liquor: ନକଲି ମଦ ଅଭିଯୋଗରେ ଅବକାରୀ ବିଭାଗକୁ ଶକ୍ତ ଝଟକା ୨ ଘଣ୍ଟା ପୂର୍ବେReligious Festivals: ମସ୍କାବାରୀରେ ଶ୍ରୀ ଶନିଶ୍ଚର ଦେବଙ୍କ ଷଷ୍ଠ ବାର୍ଷିକ ଉତ୍ସବ ପାଳିତ ୨ ଘଣ୍ଟା ପୂର୍ବେSuccession certificate deadline: ସମୟସୀମା ଅତିକ୍ରମ ପରେ ମିଳିଲା ଉତ୍ତରାଧିକାରୀ ପ୍ରମାଣପତ୍ର ୨ ଘଣ୍ଟା ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ
ଚର୍ଚ୍ଚାରେ ମୟୂରଭଞ୍ଜ ନୟାଗଡ଼ ଜଗତସିଂହପୁର ନୂଆପଡ଼ା ମାଲକାନଗିରି କେନ୍ଦୁଝର ବରଗଡ଼

ପଲିଥିନ ବଣ୍ଟନକୁ ନେଇ ଉତ୍ତେଜନା: ଅଧାରୁ ବନ୍ଦ ହେଲା ପଲିଥିନ ବଣ୍ଟନ

ପଲିଥିନ ବଣ୍ଟନକୁ ନେଇ ଉତ୍ତେଜନା: ଅଧାରୁ ବନ୍ଦ ହେଲା ପଲିଥିନ ବଣ୍ଟନ – ସମୀକ୍ଷା ଖବର

ଅକ୍ଷୟ କୁମାର ସାହୁ / ସମୀକ୍ଷା ପ୍ରତିନିଧି / ଚିକିଟି:

ଚିକିଟି — ଗଞ୍ଜାମ ଜିଲ୍ଲା ଚିକିଟି ତହସିଲ ଅନ୍ତର୍ଗତ ନୂଆପଡା ସର୍କିଲ ଅଧିନସ୍ଥ ୩ ଟି ପଞ୍ଚାୟତର ୨୮ ଟି ଗ୍ରାମ ର ବିପନ୍ନ ପରିବାର କୁ ଆଜି ପଲିଥିନ ବଣ୍ଟନ ବେଳେ ଉତ୍ତେଜନା ଦେଖା ଦେଇଥିଲା। ଦୀର୍ଘ ସମୟ ଧରି ଲୋକମାନେ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ସମ୍ମୁଖରେ ହୋ ହାଲ୍ଲା କରିଥିଲେ।ଏନେଇ କର୍ମଚାରୀ ବୃନ୍ଦ ନୂଆପଡା ଫାଣ୍ଡି କୁ ଜଣାଇବା ପରେ ଫାଣ୍ଡି ପୋଲିସ ଘଟଣା ସ୍ଥଳରେ ପହଂଚି ଲୋକଙ୍କୁ ବୁଝl ସୁଝା କରି ଫେରିଥିଲେ।ସୂଚନା ଅନୁସାରେ ଅର୍ଣ୍ଣବ ପ୍ରଭାବରେ ଚିକିଟି ବ୍ଲକ ଅନ୍ତର୍ଗତ ୧୭ ଗୋଟି ପଞ୍ଚାୟତ ର ବିଭିନ୍ନ ଗ୍ରାମାଞ୍ଚଳରେ ବ୍ୟାପକ କ୍ଷତି ଘଟିଥିଲା ଏହାକୁ ଦୃଷ୍ଟିରେ ରଖି ନୂଆପଡା ସର୍କଲର ବିଭିନ୍ନ ଗ୍ରାମାଞ୍ଚଳର ବିପନ୍ନ ଲୋକଙ୍କୁ ପଲିଥିନ ବଣ୍ଟା ଯାଉଥିବା ବେଳେ ସ୍ୱଳ୍ପ ସଂଖ୍ୟକ ପଲିଥିନ ଆସିଥିବାରୁ ଏହାକୁ ନେଇ ଉତ୍ତେଜନା ସୃଷ୍ଟି ହୋଇଥିଲା।

ପଲିଥିନ ବଣ୍ଟନକୁ ନେଇ ଉତ୍ତେଜନା: ଅଧାରୁ ବନ୍ଦ ହେଲା ପଲିଥିନ ବଣ୍ଟନ – ସମୀକ୍ଷା

ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ମାଲକାନଗିରିରେ ପ୍ରଶାସନର ବ୍ୟାପକ ପ୍ରସ୍ତୁତି, ୫ ହଜାରରୁ ଉର୍ଦ୍ଧ୍ୱ ଲୋକ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ