ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୧ ଘଣ୍ଟା ପୂର୍ବେSecurity to High-Profile Leaders: ହାଇପ୍ରୋଫାଇଲ୍ ନେତାଙ୍କୁ ସୁରକ୍ଷା ଯୋଗାନ୍ତି କେଉଁ ଆର୍ମି ୧ ଘଣ୍ଟା ପୂର୍ବେPublic movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା ୧ ଘଣ୍ଟା ପୂର୍ବେSOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ ୨ ଘଣ୍ଟା ପୂର୍ବେPrime Minister Narendra Modi’s mega roadshow in Bihar: ବିହାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ୍ ଶୋ ୨ ଘଣ୍ଟା ପୂର୍ବେCyclone wreaks havoc in Puri district: ପୁରୀ ଜିଲ୍ଲାରେ ବାତ୍ୟାର ତାଣ୍ଡବ, ଉଜାଡ଼ିଦେଲା ଚାଷୀଙ୍କ ସୁନାର ଫସଲ ୨ ଘଣ୍ଟା ପୂର୍ବେIllegal sale of foreign liquor, Rayagada District Excise Department sealed: ବିଅର ପାର୍ଲର ନାଁ ରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ; ଅଭିଯୋଗ ପରେ ସିଲ କରିଲା ଜିଲ୍ଲା ଅବକାରୀ ବିଭାଗ ୨ ଘଣ୍ଟା ପୂର୍ବେMajor setback for the Excise Department over allegations of spurious liquor: ନକଲି ମଦ ଅଭିଯୋଗରେ ଅବକାରୀ ବିଭାଗକୁ ଶକ୍ତ ଝଟକା ୨ ଘଣ୍ଟା ପୂର୍ବେReligious Festivals: ମସ୍କାବାରୀରେ ଶ୍ରୀ ଶନିଶ୍ଚର ଦେବଙ୍କ ଷଷ୍ଠ ବାର୍ଷିକ ଉତ୍ସବ ପାଳିତ ୨ ଘଣ୍ଟା ପୂର୍ବେSuccession certificate deadline: ସମୟସୀମା ଅତିକ୍ରମ ପରେ ମିଳିଲା ଉତ୍ତରାଧିକାରୀ ପ୍ରମାଣପତ୍ର ୨ ଘଣ୍ଟା ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ
ଚର୍ଚ୍ଚାରେ ମୟୂରଭଞ୍ଜ ନୟାଗଡ଼ ଜଗତସିଂହପୁର ନୂଆପଡ଼ା ମାଲକାନଗିରି କେନ୍ଦୁଝର ବରଗଡ଼

ରଘୁନାଥପୁର :ଏକତା ଦିବସ ପାଳିତ

ରଘୁନାଥପୁର :ଏକତା ଦିବସ ପାଳିତ – ସମୀକ୍ଷା ଖବର

ଭଗବାନ ମହାନ୍ତି /ଜିଲ୍ଲା ପ୍ରତିନିଧି /ଜଗତସିଂହପୁର /ସମୀକ୍ଷା ନ୍ୟୁଜ:

ଜଗତସିଂହପୁର,ତା ୦୩.୧୧.୨୦୨୬ : ଜଗତସିଂହପୁର ଜିଲ୍ଲା ରଘୁନାଥପୁର ବ୍ଲକ ଅନ୍ତର୍ଗତ ତରିକୁନ୍ଦ ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ଓ ଦୌରା ଜଜ୍ ତଥା ପ୍ରାଧିକରଣ ଅଧକ୍ଷ ଶ୍ରୀ ପ୍ରଦ୍ଯୁମ୍ନ କୁମାର ନାୟକଙ୍କ ନିର୍ଦ୍ଧେଶକ୍ରମେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଲୌହମାନବ ସର୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୧ ତମ ଜୟନ୍ତୀ ଅବସରରେ ଏକତା ଦିବସ ପାଳନ ହୋଇଯାଇଛି । ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ବିଡିଡି ଚନ୍ଦନାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ, ଶିକ୍ଷକ-ଶିକ୍ଷୟତ୍ରୀ ଏବଂ ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ । ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ଅତିଥି ପରିଚୟ ପ୍ରଦାନ କରିବା ସହ ସ୍ଵାଗତ ଭାଷଣ ଦେଇଥିଲେ । ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ସମସ୍ତ ଛାତ୍ରଛାତ୍ରୀମାନଙ୍କୁ ଏକତା ଓ ସୁରକ୍ଷାର ଶପଥ ପାଠ କରାଇଥିଲେ । ଛାତ୍ରଛାତ୍ରୀମାନେ ଏକତ୍ର ହୋଇ ଦେଶର ଏକତା, ଅଖଣ୍ଡତା ଓ ସୁରକ୍ଷାକୁ ବଜାୟ ରଖିବା ପାଇଁ ସଂକଳ୍ପ ନେଇଥିଲେ । ଦେଶର ଏକତା ଓ ଅଖଣ୍ଡତାକୁ ଅକ୍ଷୁର୍ଣ ରଖିବା ପାଇଁ ନିଜକୁ ସମର୍ପିତ କରିବା ନିମନ୍ତେ ସଚିବ ଶପଥ ପାଠ କରାଇଥିଲେ । ଏହା ସହ “ସୁରକ୍ଷିତ ବଚପନ୍” ଅଭିଯାନ ଅନୁଯାଇ ଛାତ୍ରଛାତ୍ରୀମାନଙ୍କୁ ପୋକସୋ ଆଇନ ବିଷୟରେ ମଧ୍ୟ ସଚିବ ବୁଝାଇଥିଲେ ।

ରଘୁନାଥପୁର :ଏକତା ଦିବସ ପାଳିତ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ପଲିଥିନ ବଣ୍ଟନକୁ ନେଇ ଉତ୍ତେଜନା: ଅଧାରୁ ବନ୍ଦ ହେଲା ପଲିଥିନ ବଣ୍ଟନ