ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୧୯ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର କନ୍ଧମାଳ ରାୟଗଡ଼ା ମାଲକାନଗିରି ଗଞ୍ଜାମ

ସୁନ୍ଦରଗଡ଼ ଜିଲ୍ଲାର ଚାରୋଟି ନିର୍ବାଚନ ମଣ୍ଡଳୀର ପରିଗଣନା ଫର୍ମର ଡିଜିଟାଇଜେସନ୍ ସମ୍ପୂର୍ଣ୍ଣ

ସୁନ୍ଦରଗଡ଼ ଜିଲ୍ଲାର ଚାରୋଟି ନିର୍ବାଚନ ମଣ୍ଡଳୀର ପରିଗଣନା ଫର୍ମର ଡିଜିଟାଇଜେସନ୍ ସମ୍ପୂର୍ଣ୍ଣ – ସମୀକ୍ଷା ଖବର
ସୁନ୍ଦରଗଡ଼ ଜିଲ୍ଲାର ଚାରୋଟି ନିର୍ବାଚନ ମଣ୍ଡଳୀର ପରିଗଣନା ଫର୍ମର ଡିଜିଟାଇଜେସନ୍ ସମ୍ପୂର୍ଣ୍ଣ – ସମୀକ୍ଷା

ସୁନ୍ଦରଗଡ଼, ୨୨/୦୬/୨୬: ରାଜ୍ୟରେ ଚାଲିଥିବା ସ୍ୱତନ୍ତ୍ର ସଘନ ସଂଶୋଧନ ବା ଏସ ଆଇ ଆର୍ ଅନ୍ତର୍ଗତ ପରିଗଣନା ଫର୍ମ ବଣ୍ଟନ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଚଳିତ ଜୁନ୍ ମାସ ୨୮ ତାରିଖରେ ସମାପ୍ତ ହେବ ଏହି ପରିଗଣନା ଫର୍ମ ବଣ୍ଟନ ପ୍ରକ୍ରିୟା।

ଏହି ପରିପ୍ରେକ୍ଷୀରେ ସୁନ୍ଦରଗଡ଼ ଜିଲ୍ଲାର ଚାରି ଗୋଟି ନିର୍ବାଚନ ମଣ୍ଡଳୀର ପରିଗଣନା ଫର୍ମ ର ଡିଜିଟାଇଜେସନ୍ ପ୍ରକ୍ରିୟା ଶତ ପ୍ରତିଶତ ସମ୍ପୂର୍ଣ୍ଣ ହୋଇଯାଇଛି। ଏହି ତିନି ଗୋଟି ନିର୍ବାଚନ ମଣ୍ଡଳୀ ହେଉଛି ୮-ତଲସରା, ୯-ସୁନ୍ଦରଗଡ଼, ୧୪- ବଣାଇ ଓ ୧୩- ରାଜଗାଙ୍ଗପୁର ।
ଏହି ଅବସରରେ ଜିଲ୍ଲା ନିର୍ବାଚନ କାର୍ଯ୍ୟାଳୟ ପକ୍ଷରୁ ଏହି ଚାରି ଗୋଟି ନିର୍ବାଚନ ପଞ୍ଜୀକରଣ ଅଧିକାରୀ (EROs), ଅତିରିକ୍ତ ନିର୍ବାଚନ ପଞ୍ଜୀକରଣ ଅଧିକାରୀ (AEROs) ସମସ୍ତ ବି ଏଲ ଓ, ବି. ଏଲ. ଓ. ସୁପରଭାଇଜର ତଥା ଏହି କାର୍ଯ୍ୟରେ ଥିବା ଅନ୍ୟାନ୍ୟ ସମସ୍ତ କର୍ମଚାରୀ ମାନଙ୍କୁ ଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଯାଇଅଛି ଏବଂ ଚୂଡ଼ାନ୍ତ ପ୍ରକାଶନ (final publication) ପର୍ଯ୍ୟନ୍ତ ଏହି ଭଳି ସକ୍ରିୟ କାର୍ଯ୍ୟ ସମ୍ପାଦନ କରିବାକୁ ଉତ୍ସାହିତ କରାଯାଇଥିଲା।

ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE