ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୨୩ ନଭେମ୍ବର ୨୦୨୬
News Update
୨ ଘଣ୍ଟା ପୂର୍ବେFormer clerk arrested for misappropriating Rs 3.81 crore : ଖପ୍ରାଖୋଲ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ୩.୮୧ କୋଟି ଟଙ୍କାର ସରକାରୀ ଅର୍ଥ ଆତ୍ମସାତ ପୂର୍ବତନ କିରାଣୀ ଗିରଫ ୨ ଘଣ୍ଟା ପୂର୍ବେKeonjhar Polio Drops: କେନ୍ଦୁଝର ଜିଲ୍ଲାରେ ପ୍ରଥମ ଦିନ ୮୫% ଶିଶୁଙ୍କୁ ପୋଲିଓ ବୁନ୍ଦା ପ୍ରଦାନ ୨ ଘଣ୍ଟା ପୂର୍ବେPradhaniguda Industrial Training Institute: ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ ପ୍ରଧାନୀଗୁଡାର ସମାବର୍ତ୍ତନ ଉତ୍ସବ ୨ ଘଣ୍ଟା ପୂର୍ବେMalkangiri Pulse Polio Programme: ମାଲକାନଗିରି ଜିଲ୍ଲାରେ ସମନ୍ୱିତ ପଲ୍ସ ପୋଲିଓ ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ ୨ ଘଣ୍ଟା ପୂର୍ବେShaheed Laxman Nayak Jayanti: ଜିଲ୍ଲାସ୍ତରୀୟ ସହୀଦ ଲକ୍ଷ୍ମଣ ନାୟକ ଜୟନ୍ତୀ ପାଳିତ ୩ ଘଣ୍ଟା ପୂର୍ବେNaveen & Pandian’s foreign visit investigation: ନବୀନ ଓ ପାଣ୍ଡିଆନଙ୍କ ବିଦେଶ ଗସ୍ତ, ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ୩ ଘଣ୍ଟା ପୂର୍ବେPottangi Block Horrific accident: ପଟ୍ଟାଙ୍ଗି ବ୍ଲକ-ପାୱାର ଟିଲରରେ ଚାଷ କରୁଥିବା ବେଳେ ଭୟଙ୍କର ଦୁର୍ଘଟଣା ୪ ଘଣ୍ଟା ପୂର୍ବେRayagada 4th Annual ‘Diyal Parab’: ରାୟଗଡ଼ା-ଜିସିଡି ପଡିଆଠାରେ ଚତୁର୍ଥ ବର୍ଷ ଦିଆଲ୍ ପରବ୍ ଭେଟଘାଟ୍‌ ୪ ଘଣ୍ଟା ପୂର୍ବେNuabazar Mahakaleshwar Temple: ନୂଆବଜାର ସ୍ଥିତ ବାବା ମହାକାଳେଶ୍ୱର ମନ୍ଦିରରେ ଭକ୍ତଙ୍କ ପ୍ରବଳ ସମାଗମ ୪ ଘଣ୍ଟା ପୂର୍ବେTaekwondo Championship: ଇଣ୍ଡିଆ ଓପନ୍ ଇଣ୍ଟରନ୍ୟାସନାଲ ରେଙ୍କିଙ୍ଗ ଟାଇକୋଣ୍ଡୋ ଚାମ୍ପିଅନସିପରେ ଓଡ଼ିଶା ଖେଳାଳିଙ୍କ ଅଂଶଗ୍ରହଣ
ଚର୍ଚ୍ଚାରେ ମୟୂରଭଞ୍ଜ ଜଗତସିଂହପୁର ନୟାଗଡ଼ ରାୟଗଡ଼ା କେନ୍ଦୁଝର ମାଲକାନଗିରି ବରଗଡ଼

Development of Mental Well being: ମହିଳା ମହାବିଦ୍ୟାଳୟରେ ମାନସିକ ସୁସ୍ଥତାର ବିକାଶ ସଂପର୍କୀତ କର୍ମଶାଳା

Development of Mental Well being: ମହିଳା ମହାବିଦ୍ୟାଳୟରେ ମାନସିକ ସୁସ୍ଥତାର ବିକାଶ ସଂପର୍କୀତ କର୍ମଶାଳା – ସମୀକ୍ଷା ଖବର

ଭବାନୀ ଶଙ୍କର ମିଶ୍ର/ବରିଷ୍ଠ ସାମ୍ବାଦିକ /ମୟୂରଭଞ୍ଜ /ସମୀକ୍ଷା ନ୍ୟୁଜ:

ବାରିପଦା, ୯/୧୧/୨୬ – ମାନସିକ ସୁସ୍ଥତାର ବିକାଶ, ସମସ୍ୟା, ସମାଧାନ ଓ ନିରାକରଣ ସଂପର୍କୀତ ଏକ କର୍ମଶାଳା ସରକାରୀ ମହିଳା ମହାବିଦ୍ୟାଳୟ, ବାରିପଦାର ଶକ୍ତିଶ୍ରୀ ଶାଖା ତରଫରୁ ଆୟୋଜିତ ହୋଇଯାଇଛି । କର୍ମଶାଳାରେ ଅତିଥି ଭାବରେ ନିଶା ନିବାରଣ କେନ୍ଦ୍ରର ମାନସୀକ ରୋଗ ବିଭାଗର ସମାଜସେବୀ ସଞ୍ଜୟ କୁମାର ସାହୁ ଯୋଗଦେଇ ମାନସିକ ରୋଗ କିପରି ବ୍ୟକ୍ତିର ସାମାଜିକ ସ୍ଥିତିକୁ ଦୋହଲାଇ ଦେଇଥାଏ, ସେ ସଂପର୍କରେ ଆଲୋକପାତ କରିଥିଲେ । ସେହିପରି ଜିଲ୍ଲା ନିଶା ମୁକ୍ତ କେନ୍ଦ୍ରର ମନୋବିଜ୍ଞାନୀ ଗୀତା ବେଶ୍ରା ଅତିଥି ଭାବରେ ଯୋଗଦେଇ ଯୁବକ ଯୁବତୀ ମାନଙ୍କ ମଧ୍ୟରେ ବଢୁଥିବା ମାନସିକ ଚାପର ନିୟନ୍ତ୍ରଣ ସମ୍ପର୍କରେ ଆଲୋକପାତ କରିଥିଲେ । ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ଚନ୍ଦ୍ରକାନ୍ତ ଦାସ ସାମାଜିକ ଜୀବନରେ ମାନସିକ ଚାପର ନିୟନ୍ତ୍ରଣ ସମ୍ପର୍କରେ ଗୁରୁତ୍ୱାରୋପ କରିଥିଲେ । ସହକାରୀ ପ୍ରଫେସର ଡକ୍ଟର ସୁନୀତା ପ୍ରଧାନ ଅତିଥିଙ୍କୁ ମଞ୍ଚକୁ ଆମନ୍ତ୍ରଣ କରିଥିବା ବେଳେ ଶକ୍ତିଶ୍ରୀର ସଂଯୋଜିକା ସୁଶ୍ରୀ ସଙ୍ଗୀତା ପତି ଅତିଥି ପରିଚୟ ପ୍ରଦାନ କରିଥିଲେ । ଶକ୍ତିଶ୍ରୀ ସଦସ୍ୟ ଡକ୍ଟର ସ୍ମରଣିକା ସାହୁ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିବା ବେଳେ ଶକ୍ତିଶ୍ରୀ ସାଥୀ ଶ୍ରଦ୍ଧା ସୁମନ ମହାନ୍ତ ଧନ୍ୟବାଦ ଅର୍ପଣ କରିଥିଲେ ।

Development of Mental Well being: ମହିଳା ମହାବିଦ୍ୟାଳୟରେ ମାନସିକ ସୁସ୍ଥତାର ବିକାଶ ସଂପର୍କୀତ କର୍ମଶାଳା – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Banshidhar Barik: ୭୯ ବର୍ଷରେ ପାଠ ପଢୁଛନ୍ତି ବଂଶୀଧର ବାରିକ, କବିଶ୍ରୀ ଡ.ରାଜେନ୍ଦ୍ର ଦାସଙ୍କ ମାର୍ଗଦର୍ଶନରେ ସ୍ନାତକ ପାଠ୍ୟକ୍ରମରେ ଲେଖିଛନ୍ତି ନାମ