ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୫ ଘଣ୍ଟା ପୂର୍ବେSecurity to High-Profile Leaders: ହାଇପ୍ରୋଫାଇଲ୍ ନେତାଙ୍କୁ ସୁରକ୍ଷା ଯୋଗାନ୍ତି କେଉଁ ଆର୍ମି ୫ ଘଣ୍ଟା ପୂର୍ବେPublic movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା ୫ ଘଣ୍ଟା ପୂର୍ବେSOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ ୫ ଘଣ୍ଟା ପୂର୍ବେPrime Minister Narendra Modi’s mega roadshow in Bihar: ବିହାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ୍ ଶୋ ୫ ଘଣ୍ଟା ପୂର୍ବେCyclone wreaks havoc in Puri district: ପୁରୀ ଜିଲ୍ଲାରେ ବାତ୍ୟାର ତାଣ୍ଡବ, ଉଜାଡ଼ିଦେଲା ଚାଷୀଙ୍କ ସୁନାର ଫସଲ ୬ ଘଣ୍ଟା ପୂର୍ବେIllegal sale of foreign liquor, Rayagada District Excise Department sealed: ବିଅର ପାର୍ଲର ନାଁ ରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ; ଅଭିଯୋଗ ପରେ ସିଲ କରିଲା ଜିଲ୍ଲା ଅବକାରୀ ବିଭାଗ ୬ ଘଣ୍ଟା ପୂର୍ବେMajor setback for the Excise Department over allegations of spurious liquor: ନକଲି ମଦ ଅଭିଯୋଗରେ ଅବକାରୀ ବିଭାଗକୁ ଶକ୍ତ ଝଟକା ୬ ଘଣ୍ଟା ପୂର୍ବେReligious Festivals: ମସ୍କାବାରୀରେ ଶ୍ରୀ ଶନିଶ୍ଚର ଦେବଙ୍କ ଷଷ୍ଠ ବାର୍ଷିକ ଉତ୍ସବ ପାଳିତ ୬ ଘଣ୍ଟା ପୂର୍ବେSuccession certificate deadline: ସମୟସୀମା ଅତିକ୍ରମ ପରେ ମିଳିଲା ଉତ୍ତରାଧିକାରୀ ପ୍ରମାଣପତ୍ର ୬ ଘଣ୍ଟା ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ
ଚର୍ଚ୍ଚାରେ ମୟୂରଭଞ୍ଜ ନୟାଗଡ଼ ଜଗତସିଂହପୁର ନୂଆପଡ଼ା ମାଲକାନଗିରି କେନ୍ଦୁଝର ବରଗଡ଼

Youth arrested: ନାବାଳିକା ଛାତ୍ରୀ ବଳାତ୍କାର ମାମଲାରେ ଯୁବକ ଗିରଫ

Youth arrested: ନାବାଳିକା ଛାତ୍ରୀ ବଳାତ୍କାର ମାମଲାରେ ଯୁବକ ଗିରଫ – ସମୀକ୍ଷା ଖବର

ଭବାନୀ ଶଙ୍କର ମିଶ୍ର/ବରିଷ୍ଠ ସାମ୍ବାଦିକ /ମୟୂରଭଞ୍ଜ /ସମୀକ୍ଷା ନ୍ୟୁଜ:

ତିରିଂ, ୧୦/୧୧/୨୬ – ମୟୂରଭଞ୍ଜ ଜିଲ୍ଲାରେ ନାବାଳିକାଙ୍କ ଉପରେ ନର ରାକ୍ଷସଙ୍କ ଲୋଲୁପ ଦୃଷ୍ଟି ଓ କୁକର୍ମ ଖବର ଏବେ ବୃଦ୍ଧି ପାଇବାରେ ଲାଗିଛି ତଥା ନିଜ କନ୍ୟାସନ୍ତାନ ନେଇ ପିତାମାତା ଖୁବ ଆଶଙ୍କା ମଧ୍ୟରେ ଗତି କରୁଥିବା ଖବର ଏବେ ବିଭିନ୍ନ ଦିଗକୁ ଆଙ୍ଗୁଳି ନିର୍ଦ୍ଦେଶ ଦେବା ବ୍ୟତୀତ ନିରାଶ ଜନକ ଭଳି ମନେହୁଏ । ସେହିଭଳି ଏକ ଦୁଃଖଦ ଘଟଣା ରାଇରଙ୍ଗପୁର ପୋଲିସ ଜିଲ୍ଲା ଅଧିନସ୍ଥ ସୀମାନ୍ତ ତିରିଂ ଥାନା ଅଞ୍ଚଳରେ ଜଣେ ନାବାଳିକା ନବମ ଶ୍ରେଣୀ ଛାତ୍ରୀ ସହ ଘଟିଥିବା ଜଣାପଡ଼ିଛି । ନାବାଳିକାଙ୍କୁ ପ୍ରଲୋଭୋନ ଓ ଫୁସୁଲାଇ ଜନୈକ ଯୁବକ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି ।ସୂଚନାଯୋଗ୍ଯ ତିରିଂ ଥାନା ଅଞ୍ଚଳର କାମାକ୍ତ ଯୁବକ ମୋଚିରାମ ମୁର୍ମୁ(୩୧) ନିଜର କାମନା ପୁରଣ ପାଇଁ ନିରିହ ସରଳ ଯୁବତୀ ମାନଙ୍କୁ ଫୁସୁଲାଇ ଦେହର ବାସ୍ନା ମେଣ୍ଟାଉଥିବା ନେଇ ଏକ ଲଜ୍ଜା ଜନକ ଘଟଣା ପୁଣି ଅଂଚଳରେ ମୁଣ୍ଡବିନ୍ଧାର କାରଣ ହୋଇଛି । ଘଟଣା କ୍ରମେ ଜନୈକ ନବମ ଶ୍ରେଣୀ ନାବାଳିକା ଛାତ୍ରୀକୁ ଫୁସୁଲାଇ ଦୁଷ୍କର୍ମ କରିଥିବା ନେଇ ପୀଡିତାଙ୍କ ପରିବାର ପକ୍ଷରୁ ଶନିବାର ଦିନ ତିରିଂ ଥାନାରେ ଲିଖିତ ଅଭିଯୋଗ ହୋଇଥିଲା ।ତିରିଂ ଥାନାଧିକାରୀ ରାମହରି ସେଠୀ କେଶ ମାମଲା ୧୮୦/୨୬ ରୁଜୁ କରିବା ସହ କାମାନ୍ଧ ଯୁବକ ମୋଚିରାମ ମୁର୍ମୁ କୁ ଗିରଫ କରି ପୋସ୍କୋ କୋର୍ଟ ଚାଲାଣ କରିବା ସହ ନାବାଳିକାର ଡାକ୍ତରୀ ମାଇନା ପୂର୍ବକ ୧୬୪ ଧାରା ଅନୁସାରେ ନାବାଳିକାର ବୟାନ ରେକର୍ଡ କରି ଘଟଣାର ତଦନ୍ତକୁ ଜୋରଦାର କରିଥିବା ଜଣାପଡିଛି । ତେବେ ଏଭଳି ନରରାକ୍ଷସଙ୍କୁ ଉପଯୁକ୍ତ ଶାସ୍ତି ମିଳିବା ନେଇ ଅଞ୍ଚଳରେ ଜୋର ଚର୍ଚ୍ଚା ହେଉଛି ।

Youth arrested: ନାବାଳିକା ଛାତ୍ରୀ ବଳାତ୍କାର ମାମଲାରେ ଯୁବକ ଗିରଫ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Rairangpur National Legal Services Day: ପିଏମ୍ ଶ୍ରୀ ରାଇରଙ୍ଗପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ଜାତୀୟ ଆଇନ ସେବା ଦିବସ ପାଳିତ