ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୬ ଘଣ୍ଟା ପୂର୍ବେSecurity to High-Profile Leaders: ହାଇପ୍ରୋଫାଇଲ୍ ନେତାଙ୍କୁ ସୁରକ୍ଷା ଯୋଗାନ୍ତି କେଉଁ ଆର୍ମି ୬ ଘଣ୍ଟା ପୂର୍ବେPublic movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା ୬ ଘଣ୍ଟା ପୂର୍ବେSOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ ୬ ଘଣ୍ଟା ପୂର୍ବେPrime Minister Narendra Modi’s mega roadshow in Bihar: ବିହାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ୍ ଶୋ ୬ ଘଣ୍ଟା ପୂର୍ବେCyclone wreaks havoc in Puri district: ପୁରୀ ଜିଲ୍ଲାରେ ବାତ୍ୟାର ତାଣ୍ଡବ, ଉଜାଡ଼ିଦେଲା ଚାଷୀଙ୍କ ସୁନାର ଫସଲ ୬ ଘଣ୍ଟା ପୂର୍ବେIllegal sale of foreign liquor, Rayagada District Excise Department sealed: ବିଅର ପାର୍ଲର ନାଁ ରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ; ଅଭିଯୋଗ ପରେ ସିଲ କରିଲା ଜିଲ୍ଲା ଅବକାରୀ ବିଭାଗ ୬ ଘଣ୍ଟା ପୂର୍ବେMajor setback for the Excise Department over allegations of spurious liquor: ନକଲି ମଦ ଅଭିଯୋଗରେ ଅବକାରୀ ବିଭାଗକୁ ଶକ୍ତ ଝଟକା ୬ ଘଣ୍ଟା ପୂର୍ବେReligious Festivals: ମସ୍କାବାରୀରେ ଶ୍ରୀ ଶନିଶ୍ଚର ଦେବଙ୍କ ଷଷ୍ଠ ବାର୍ଷିକ ଉତ୍ସବ ପାଳିତ ୭ ଘଣ୍ଟା ପୂର୍ବେSuccession certificate deadline: ସମୟସୀମା ଅତିକ୍ରମ ପରେ ମିଳିଲା ଉତ୍ତରାଧିକାରୀ ପ୍ରମାଣପତ୍ର ୭ ଘଣ୍ଟା ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ
ଚର୍ଚ୍ଚାରେ ମୟୂରଭଞ୍ଜ ନୟାଗଡ଼ ଜଗତସିଂହପୁର ନୂଆପଡ଼ା ମାଲକାନଗିରି କେନ୍ଦୁଝର ବରଗଡ଼

Goddess Bhagavati: ଆଠମାସ ପରେ ଖୋଲିଲା ମା ଭଗବତୀଙ୍କ ବାହାରହୁଣ୍ଡି

Goddess Bhagavati: ଆଠମାସ ପରେ ଖୋଲିଲା ମା ଭଗବତୀଙ୍କ ବାହାରହୁଣ୍ଡି – ସମୀକ୍ଷା ଖବର

ବାସୁଦେବ ହାବାଡସିଂ/ ବାଣପୁର / ସମୀକ୍ଷା ନ୍ୟୁଜ:

ବାଣପୁର – ୧0/୧୧/୨୬, ଆଠମାସ ପରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ର ମା’ଭଗବତୀଙ୍କ ବାହାର ହୁଣ୍ଡି ଖୋଲାଯାଇଛି l ହୁଣ୍ଡିରୁ ବାହାରିଥିବା ଟଙ୍କା ସମେତ ସୁନା, ରୂପାର ଦ୍ରବ୍ୟ କୁ ବାଣପୁର ୟୁ.କୋ ବ୍ୟାଙ୍କରେ ଥିବା ମନ୍ଦିର ର ଜମା ଖାତାରେ ରଖାଯାଇଛି । ମନ୍ଦିର ପରିଚାଳନା କମିଟିର ସଭାପତି ତହସିଲଦାର ହରପ୍ରିୟା ମଲିକ, ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀ ବାଳମୁକୁନ୍ଦ ଦାସ, ପୋଲିସ ଓ ସେବାୟତ ଙ୍କ ଉପସ୍ଥିତିରେ ବାହାର ହୁଣ୍ଡି ଖୋଲାଯାଇଥିଲା l ହୁଣ୍ଡିରୁ ଦୁଇ ଲକ୍ଷ୍ୟ ବାର ହଜାର ,ଦୁଇଶହ ସତତିରିଶ ଟଙ୍କା ବାହାରିବା ସହିତ 1 ଗ୍ରାମ 30ମିଲିଗ୍ରାମର 8ଗ୍ରାମ 600 ମିଲିଗ୍ରାମ ର ରୂପା ଅଳଙ୍କାର ବାହାରିଛି l

Goddess Bhagavati: ଆଠମାସ ପରେ ଖୋଲିଲା ମା ଭଗବତୀଙ୍କ ବାହାରହୁଣ୍ଡି – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Karanjia Fisheries and Animal Resources : କରଞ୍ଜିଆ: ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଆୟୋଜିତ