ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୮ ଘଣ୍ଟା ପୂର୍ବେSecurity to High-Profile Leaders: ହାଇପ୍ରୋଫାଇଲ୍ ନେତାଙ୍କୁ ସୁରକ୍ଷା ଯୋଗାନ୍ତି କେଉଁ ଆର୍ମି ୮ ଘଣ୍ଟା ପୂର୍ବେPublic movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା ୮ ଘଣ୍ଟା ପୂର୍ବେSOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ ୮ ଘଣ୍ଟା ପୂର୍ବେPrime Minister Narendra Modi’s mega roadshow in Bihar: ବିହାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ୍ ଶୋ ୮ ଘଣ୍ଟା ପୂର୍ବେCyclone wreaks havoc in Puri district: ପୁରୀ ଜିଲ୍ଲାରେ ବାତ୍ୟାର ତାଣ୍ଡବ, ଉଜାଡ଼ିଦେଲା ଚାଷୀଙ୍କ ସୁନାର ଫସଲ ୮ ଘଣ୍ଟା ପୂର୍ବେIllegal sale of foreign liquor, Rayagada District Excise Department sealed: ବିଅର ପାର୍ଲର ନାଁ ରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ; ଅଭିଯୋଗ ପରେ ସିଲ କରିଲା ଜିଲ୍ଲା ଅବକାରୀ ବିଭାଗ ୮ ଘଣ୍ଟା ପୂର୍ବେMajor setback for the Excise Department over allegations of spurious liquor: ନକଲି ମଦ ଅଭିଯୋଗରେ ଅବକାରୀ ବିଭାଗକୁ ଶକ୍ତ ଝଟକା ୮ ଘଣ୍ଟା ପୂର୍ବେReligious Festivals: ମସ୍କାବାରୀରେ ଶ୍ରୀ ଶନିଶ୍ଚର ଦେବଙ୍କ ଷଷ୍ଠ ବାର୍ଷିକ ଉତ୍ସବ ପାଳିତ ୮ ଘଣ୍ଟା ପୂର୍ବେSuccession certificate deadline: ସମୟସୀମା ଅତିକ୍ରମ ପରେ ମିଳିଲା ଉତ୍ତରାଧିକାରୀ ପ୍ରମାଣପତ୍ର ୯ ଘଣ୍ଟା ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ
ଚର୍ଚ୍ଚାରେ ମୟୂରଭଞ୍ଜ ନୟାଗଡ଼ ଜଗତସିଂହପୁର ନୂଆପଡ଼ା ମାଲକାନଗିରି କେନ୍ଦୁଝର ବରଗଡ଼

Anganwadi workers: ସ୍ବେଟର ଓ ଜୋତା କିଣା ପାଇଁ ଅର୍ଥ ମିଳୁନି, ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହେଲେ ଅଙ୍ଗନୱାଡ଼ି କର୍ମୀ

Anganwadi workers: ସ୍ବେଟର ଓ ଜୋତା କିଣା ପାଇଁ ଅର୍ଥ ମିଳୁନି, ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହେଲେ ଅଙ୍ଗନୱାଡ଼ି କର୍ମୀ – ସମୀକ୍ଷା ଖବର

ଭବାନୀ ଶଙ୍କର ମିଶ୍ର/ବରିଷ୍ଠ ସାମ୍ବାଦିକ /ମୟୂରଭଞ୍ଜ /ସମୀକ୍ଷା ନ୍ୟୁଜ:

ବଡ଼ସାହି, ୧୨/୧୧/୨୬ – ନଭେମ୍ବର ୧୪ ତାରିଖରେ ହେବାକୁ ଥିବା କୋଟିଏ ହସ କାର୍ଯ୍ୟକ୍ରମ ପୂର୍ବରୁ ମୟୂରଭଞ୍ଜ ଜିଲ୍ଲାର ଅଙ୍ଗନୱାଡ଼ି କର୍ମୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକଟ ହୋଇଛି । ପିଲାଙ୍କ ପାଇଁ ନିଜସ୍ୱ ଖର୍ଚ୍ଚରେ ସ୍ବେଟର ଓ ଜୋତା କିଣିଥିଲେ ମଧ୍ୟ ଏଯାଏଁ ଏ ବାବଦ ଅର୍ଥ ବ୍ୟାଙ୍କ ପାସବୁକରେ ଜମା ହୋଇନାହିଁ ବୋଲି ଗୁରୁତର ଅଭିଯୋଗ ହୋଇଥିବା ଜଣାପଡିଛି । ଏହାର ପ୍ରତିବାଦ ସ୍ୱରୂପ ଅଲ ଓଡ଼ିଶା ଅଙ୍ଗନୱାଡ଼ି କର୍ମୀ ଓ ସହାୟିକା ସଂଘ, ମୟୂରଭଞ୍ଜ ଶାଖା ପକ୍ଷରୁ ଜିଲ୍ଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି । ସଂଘର ଜିଲ୍ଲା ସଭାନେତ୍ରୀ ସୌଭାଗ୍ୟ ମଞ୍ଜରୀ କରଣଙ୍କ କହିବା ଅନୁଯାୟୀ, ପ୍ରତିବର୍ଷ କାର୍ଯ୍ୟକ୍ରମ ପୂର୍ବରୁ ସ୍ବେଟର କିଣିବା ପାଇଁ ଅର୍ଥ ମିଳୁଥିବା ବେଳେ ଚଳିତ ବର୍ଷ ଏଯାଏଁ ସେ ଟଙ୍କା ମିଳିନାହିଁ । ଫଳରେ କର୍ମୀମାନେ କିଣିବାକୁ ନିଜ ପକେଟରୁ ଖର୍ଚ୍ଚ କରିଛନ୍ତି । ତେଣୁ ସିଡିପିଓଙ୍କ ମାଧ୍ୟମରେ ତୁରନ୍ତ ସ୍ୱିଟର ଓ ଜୋତା କିଣା ବାବଦ ଅର୍ଥ ପାସବୁକରେ ଜମା କରିବାକୁ ସଂଘ ଦାବି କରିଛି । ଆୟୋଜିତ ପ୍ରତିବାଦ ଏବଂ ଦାବିପତ୍ର ପ୍ରଦାନ କାର୍ଯ୍ୟକ୍ରମରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ଶତାଧିକ ଅଙ୍ଗନୱାଡି କର୍ମୀ ଯୋଗ ଦେଇଥିଲେ ।

Anganwadi workers: ସ୍ବେଟର ଓ ଜୋତା କିଣା ପାଇଁ ଅର୍ଥ ମିଳୁନି, ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହେଲେ ଅଙ୍ଗନୱାଡ଼ି କର୍ମୀ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର BJD leader Ratikanta Pariksha Passing away: ରାଇରଙ୍ଗପୁର ଅଞ୍ଚଳର ପୂର୍ବତନ ସାମ୍ବାଦିକ ସଂଘ ସଭାପତି, ମୟୂରଭଞ୍ଜ ତଥା ବିଜେଡି ନେତା ରତିକାନ୍ତ ପରୀକ୍ଷାଙ୍କ ଦେହାନ୍ତ