ମୁଖ୍ୟ ବିଷୟକୁ ଯାଆନ୍ତୁ
ଗୁରୁବାର, ୧୯ ନଭେମ୍ବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ଗଞ୍ଜାମ କୋରାପୁଟ ଜଗତସିଂହପୁର ବାଲେଶ୍ୱର ନୟାଗଡ଼ କନ୍ଧମାଳ

Nayagarh National Press Day: ନୟାଗଡ଼ରେ ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ

Nayagarh National Press Day: ନୟାଗଡ଼ରେ ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ – ସମୀକ୍ଷା ଖବର

ଅଜିତ କୁମାର ପ୍ରଧାନ / ନୟାଗଡ଼ ସାମ୍ବାଦିକ / ସମୀକ୍ଷା ନ୍ୟୁଜ:

ନୟାଗଡ଼, ତା.୧୬.୧୧. ୨୦୨୬ – ଆଜି ନୟାଗଡ଼ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୂଲ୍ୟରେ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହଠାରେ ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ-୨୦୨୬ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ଆଲୋଚନାଚକ୍ରର ବିଷୟ ବସ୍ତୁ ଥିଲା “ସାମ୍ବାଦିକତା : ଲୋକପ୍ରିୟତା ବନାମ କର୍ତ୍ତବ୍ୟବୋଧ” । ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ରଥ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀ ବିଜୟାନନ୍ଦ ନାୟକ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଶ୍ରୀ ଜ୍ୟୋତି ରଞ୍ଜନ ସାମନ୍ତରାୟ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ପ୍ରଦୀପ୍ତ କୁମାର ସେନାପତି ଏବଂ ସାମ୍ବାଦିକ ଭବନର ସଭାପତି ଶ୍ରୀ ରଜତ କୁମାର ପଟ୍ଟନାୟକଙ୍କ ସମେତ ସମସ୍ତ ଗଣମାଧ୍ୟମର ପ୍ରତିନିଧିମାନେ ଉପସ୍ଥିତ ଥିଲେ ।

Nayagarh National Press Day: ନୟାଗଡ଼ରେ ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
🔹ଭିତରକନିକା ରେ ବନ୍ଦ ହେଲା ଇକୋ ରିଟ୍ରିଟ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ🔹ଭିତରକନିକା ରେ ବନ୍ଦ ହେଲା ଇକୋ ରିଟ୍ରିଟ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Construction of Sai Baba temple stalled due to political tug of war: ରାଜନୈତିକ ଟଣାଓଟରାରେ ଅଟକିଛି ସାଇବାବା ମନ୍ଦିର ନିର୍ମାଣ