ମୁଖ୍ୟ ବିଷୟକୁ ଯାଆନ୍ତୁ
ଶନିବାର, ୨୧ ନଭେମ୍ବର ୨୦୨୬
News Update
ଏବେSindhusuta approaches the District Collector seeking financial assistance: ବାତ୍ୟା ପ୍ରଭାବରେ ସମ୍ପୂର୍ଣ୍ଣଭାବେ ଧାନ ନଷ୍ଟ ହୋଇଥିବା ନେଇ ଜିଲ୍ଲାପାଳଙ୍କୁ ଆର୍ଥିକ ସହାୟତା ପାଇଁ ସିନ୍ଧୁସୁତା ହେଲେ ଦ୍ୱାରସ୍ତ ୬ ମିନିଟ ପୂର୍ବେPreparations for the Kalinga Bali Jatra: ଆଗକୁ ଦୁଇ ଦିନ ରହିଲା କଲିଙ୍ଗ ବାଲିଯାତ୍ରା ଯୁଦ୍ଧ କାଳୀନ ଭିତିରେ ଚାଲିଛି ପ୍ରସ୍ତୁତି ୧୧ ମିନିଟ ପୂର୍ବେKhandapada Child Sex Ratio: ଖଣ୍ଡପଡ଼ାରେ ଶିଶୁ ଲିଙ୍ଗ ଅନୁପାତ ହ୍ରାସ ନେଇ ବ୍ଲକସ୍ତରୀୟ କର୍ମଶାଳା ଅନୁଷ୍ଠିତ ୧୫ ମିନିଟ ପୂର୍ବେGodabarisha Adarsha Vidyalaya scheme: ରାମଚଣ୍ତି ଉଚ୍ଚ ବିଦ୍ୟାଳୟକୁ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାରେ ସାମିଲ କରିବା ନେଇ ଦାବିପତ୍ର ପ୍ରଦାନ ୨୨ ମିନିଟ ପୂର୍ବେCyclone Shelters & Review Meeting: ବିଧାୟକ ଓ ପ୍ରଶାସନିକ ଅଧିକାରୀଙ୍କ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ ଓ ସମୀକ୍ଷା ବୈଠକ ୩୪ ମିନିଟ ପୂର୍ବେMalkangiri Rehabilitation & Protection of Children: ମାଲକାନଗିରିର ଚାରି ପିତୃମାତୃହୀନ ଶିଶୁଙ୍କ ଥଇଥାନ ଓ ସୁରକ୍ଷା ୪୩ ମିନିଟ ପୂର୍ବେHelpless lives on the highway: ରାଜପଥ ଉପରେ ଅସହାୟ ଜୀବନ, ସରକାରଙ୍କ ଦୃଷ୍ଟିପଡିବ କେବେ ? ୫୩ ମିନିଟ ପୂର୍ବେBaliguda Public Relations Department office deplorable Condition: ବାଲିଗୁଡ଼ା ଲୋକ ସମ୍ପର୍କ ବିଭାଗ କାର୍ଯ୍ୟାଳୟର ଦୟନୀୟ ଅବସ୍ଥା ୧ ଘଣ୍ଟା ପୂର୍ବେRoad construction India ranks second world: ରାସ୍ତା ନିର୍ମାଣରେ ବିଶ୍ୱରେ ଦ୍ୱିତୀୟ ସ୍ଥାନରେ ଭାରତ ୧ ଘଣ୍ଟା ପୂର୍ବେBollywood actress Nora Fatehi ₹200 crore fraud case: ଅଡୁଆରେ ବଲିଉଡ୍ ଅଭିନେତ୍ରୀ ନୋରା ଫତେହି! ₹୨୦୦ କୋଟି ଠକେଇ ମାମଲାରେ କୋର୍ଟରେ ହାଜର
ଚର୍ଚ୍ଚାରେ ମୟୂରଭଞ୍ଜ ମାଲକାନଗିରି ଖୋର୍ଦ୍ଧା ଜଗତସିଂହପୁର କେନ୍ଦୁଝର ବରଗଡ଼ ନୂଆପଡ଼ା

Godabarisha Adarsha Vidyalaya scheme: ରାମଚଣ୍ତି ଉଚ୍ଚ ବିଦ୍ୟାଳୟକୁ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାରେ ସାମିଲ କରିବା ନେଇ ଦାବିପତ୍ର ପ୍ରଦାନ

Godabarisha Adarsha Vidyalaya scheme: ରାମଚଣ୍ତି ଉଚ୍ଚ ବିଦ୍ୟାଳୟକୁ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାରେ ସାମିଲ କରିବା ନେଇ ଦାବିପତ୍ର ପ୍ରଦାନ – ସମୀକ୍ଷା ଖବର

ବିଷ୍ଣୁ ମହାନ୍ତି /ଖଣ୍ଡପଡ଼ା ସାମ୍ବାଦିକ /ସମୀକ୍ଷା ନ୍ୟୁଜ :

ଖଣ୍ଡପଡା ୧୯|୧୧ ଖଣ୍ଡପଡ଼ା ବ୍ଲକର ଗଡିଆସାହି ପଞ୍ଚାୟତ ଅଧୀନ ନଟବରପୁରଶାସନ ଗ୍ରାମସ୍ଥିତ ସର୍ବ ପୁରାତନ ରାମଚଣ୍ତି ଉଚ୍ଚ ବିଦ୍ୟାଳୟକୁ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାରେ ସାମିଲ କରିବାକୁ ସ୍ଥାନୀୟ ଅଞ୍ଚଳର ବାସିନ୍ଦା ଦାବି କରିଛନ୍ତି। ଗଡିଆସାହି ପଞ୍ଚାୟତବାସୀଙ୍କ ପକ୍ଷରୁ ଏ ସଂର୍ପକିତ ଦାବିପତ୍ର ରାଜ୍ଯ ସରକାରଙ୍କ ଉଦ୍ଦେଶ୍ଯରେ ନୟାଗଡ ଉପ ଜିଲ୍ଲାପାଳଙ୍କୁ ଗୁରୁବାର ପ୍ରଦାନ କରାଯାଇଥିବା ଜଣାପଡିଛି।ସେହିପରି ଗଡିଆସାହି ପଞ୍ଚାୟତବାସୀ ଏ ସଂର୍ପକରେ ପୁନଶ୍ଚ ନୟାଗଡ ଜିଲ୍ଲା ଶିକ୍ଷାଧିକାରୀଙ୍କ ଠାରୁ ଆରମ୍ଭ କରି ଶିକ୍ଷା ବିଭାଗ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିବା ଜଣାପଡିଛି। ଖଣ୍ଡପଡ଼ା ବିଧାୟକ ଏଥିପ୍ରତି ଦୃଷ୍ଟି ଦେବାକୁ ଦାବି ହେଉଛି।

Godabarisha Adarsha Vidyalaya scheme: ରାମଚଣ୍ତି ଉଚ୍ଚ ବିଦ୍ୟାଳୟକୁ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାରେ ସାମିଲ କରିବା ନେଇ ଦାବିପତ୍ର ପ୍ରଦାନ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
କେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ... – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓକେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ...YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Cyclone Shelters & Review Meeting: ବିଧାୟକ ଓ ପ୍ରଶାସନିକ ଅଧିକାରୀଙ୍କ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ ଓ ସମୀକ୍ଷା ବୈଠକ