ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୨ ମିନିଟ ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ ୧୦ ମିନିଟ ପୂର୍ବେBargarh Anganwadi workers outrage over the CDPO’s arbitrary: ସିଡିପିଓଙ୍କ ମନମୁଖୀ କାର୍ଯ୍ୟ ଓ ନିମ୍ନମାନର ପୋଷାକ ଯୋଗାଣକୁ ନେଇ ତାତିଲେ ବରଗଡ଼ ଅଙ୍ଗନୱାଡି କର୍ମୀ ଓ ସହାୟିକା ୧୩ ମିନିଟ ପୂର୍ବେChief Minister’s visit to Paradip: ମୁଖ୍ୟମନ୍ତ୍ରୀଙ୍କ ପାରାଦୀପ ଗ୍ରସ୍ତକୁ ନେଇ ପୁରା ସଜାଗ ପୋଲିସ୍ ପ୍ରଶାସନ ୧୬ ମିନିଟ ପୂର୍ବେRairangpur Postal Division: ରାଇରଙ୍ଗପୁର ଡାକମଣ୍ଡଳ ପକ୍ଷରୁ ସ୍ପର୍ଶ ଛାତ୍ରବୃତ୍ତି ଓ କର୍ମଚାରୀ ପୁରସ୍କାର ଘୋଷଣା ୨୦ ମିନିଟ ପୂର୍ବେCo-education system is failing: ବିଫଳ ହେଉଛି ସହଶିକ୍ଷା ବ୍ୟବସ୍ଥା, ସାଇଁକୁଳାରେ ରହିଛି ପୁଅ, ଝିଅଙ୍କ ପାଇଁ ପୃଥକ ପ୍ରାଥମିକ ବିଦ୍ୟାଳୟ ୨୪ ମିନିଟ ପୂର୍ବେObservance Annual Mines Safety : ଗୋରୁମହିଷାଣି ଲୌହଖଣିର ୪୪ତମ ବାର୍ଷିକ ଖଣି ସୁରକ୍ଷା ପକ୍ଷ ପାଳନ ୨୯ ମିନିଟ ପୂର୍ବେYoung Generation Online Gambling: ଅନ୍‌ଲାଇନ୍ ଜୁଆ ନିଶାରେ ସର୍ବସ୍ୱାନ୍ତ ଯୁବପିଢ଼ି ୫୫ ମିନିଟ ପୂର୍ବେChild Marriage Awareness : ଶୁଲ୍ଲିମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାଲ୍ୟବିବାହ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ୧ ଘଣ୍ଟା ପୂର୍ବେNuapada Road Safety Committee : ନୂଆପଡ଼ାରେ ଜିଲ୍ଲା ସଡ଼କ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ୧୫ ଘଣ୍ଟା ପୂର୍ବେShilpa Shetty’s Fitness Mantra: ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଫିଟନେସ୍ ମନ୍ତ୍ରକୁ ନେଇ ଚର୍ଚ୍ଚା
ଚର୍ଚ୍ଚାରେ ମୟୂରଭଞ୍ଜ ଜଗତସିଂହପୁର ନୂଆପଡ଼ା ମାଲକାନଗିରି ଖୋର୍ଦ୍ଧା ବରଗଡ଼ କେନ୍ଦୁଝର

Rairangpur Postal Division: ରାଇରଙ୍ଗପୁର ଡାକମଣ୍ଡଳ ପକ୍ଷରୁ ସ୍ପର୍ଶ ଛାତ୍ରବୃତ୍ତି ଓ କର୍ମଚାରୀ ପୁରସ୍କାର ଘୋଷଣା

Rairangpur Postal Division: ରାଇରଙ୍ଗପୁର ଡାକମଣ୍ଡଳ ପକ୍ଷରୁ ସ୍ପର୍ଶ ଛାତ୍ରବୃତ୍ତି ଓ କର୍ମଚାରୀ ପୁରସ୍କାର ଘୋଷଣା – ସମୀକ୍ଷା ଖବର

ଭବାନୀ ଶଙ୍କର ମିଶ୍ର/ବରିଷ୍ଠ ସାମ୍ବାଦିକ /ମୟୂରଭଞ୍ଜ /ସମୀକ୍ଷା ନ୍ୟୁଜ:

ରାଇରଙ୍ଗପୁର, ୨୧/୧୧/୨୬ – ରାଇରଙ୍ଗପୁର ଡାକ ମଣ୍ଡଳ ପକ୍ଷରୁ ଚୟନ ପୂର୍ବକ ୨୦୨୬-୨୭ ବର୍ଷ ପାଇଁ ସ୍ପର୍ଶ ଛାତ୍ରବୃତ୍ତି ଏବଂ ଶ୍ରେଷ୍ଠ ପ୍ରଦର୍ଶନକାରୀ କର୍ମଚାରୀଙ୍କ ପୁରସ୍କାର ତାଲିକା ଘୋଷଣା କରାଯାଇଛି । ସ୍ପର୍ଶ ଛାତ୍ରବୃତ୍ତିର ଦ୍ୱିତୀୟ ପର୍ଯ୍ୟାୟ ପରୀକ୍ଷା ପାଇଁ ରାଇରଙ୍ଗପୁର ଡାକ ମଣ୍ଡଳର ଦୁଇଜଣ ଛାତ୍ର ମଧ୍ୟରୁ ବହଳଦା ସ୍ଥିତ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ର ସୁଦାମ ମୁର୍ମୁ ଏବଂ ଦଶରଥ ମୁର୍ମୁ ମନୋନୀତ ହୋଇଛନ୍ତି । ସେହିପରି ଡାକ ବିଭାଗରେ ଉତ୍କୃଷ୍ଟ କାର୍ଯ୍ୟ ପାଇଁ ବିଭିନ୍ନ ବର୍ଗରେ ଶ୍ରେଷ୍ଠ କର୍ମଚାରୀ ଭାବରେ ସୌରଭ କୁମାର ଘଣା, ଅସେନିକା ବେହେରା, ଶ୍ରଦ୍ଧାଞ୍ଜଳି ରାଉତ, ଯଶୋଦା ମହାନ୍ତ, ଶ୍ରବଣ କୁମାର ସୋରେନ, ମିନତୀ ମହାନ୍ତ, ରଘୁନାଥ ଗାଗରାଇ, ରଞ୍ଜିତ ମହାନ୍ତି, ଅଶୋକ କୁମାର ଦେ, ସମର ପାଲ ସତ୍ରୀ କଣ୍ଡାଙ୍ଗକେଲ, ରାଜା ନାଥ, ପ୍ରଭାସ କୁମାର ପଣ୍ଡା ମନୋନୀତ ହୋଇଛନ୍ତି । ସେହିପରି ଶ୍ରେଷ୍ଠ ସବ-ଡିଭିଜନ ଭାବରେ ବାଙ୍ଗିରିପୋଷି ସବ-ଡିଭିଜନମନୋନୀତ ହୋଇଥିବା ନେଇ ରାଇରଙ୍ଗପୁର ଡାକ ମଣ୍ଡଳ ଅଧୀକ୍ଷକଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Rairangpur Postal Division: ରାଇରଙ୍ଗପୁର ଡାକମଣ୍ଡଳ ପକ୍ଷରୁ ସ୍ପର୍ଶ ଛାତ୍ରବୃତ୍ତି ଓ କର୍ମଚାରୀ ପୁରସ୍କାର ଘୋଷଣା – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Co-education system is failing: ବିଫଳ ହେଉଛି ସହଶିକ୍ଷା ବ୍ୟବସ୍ଥା, ସାଇଁକୁଳାରେ ରହିଛି ପୁଅ, ଝିଅଙ୍କ ପାଇଁ ପୃଥକ ପ୍ରାଥମିକ ବିଦ୍ୟାଳୟ