ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୨ ମିନିଟ ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ ୧୦ ମିନିଟ ପୂର୍ବେBargarh Anganwadi workers outrage over the CDPO’s arbitrary: ସିଡିପିଓଙ୍କ ମନମୁଖୀ କାର୍ଯ୍ୟ ଓ ନିମ୍ନମାନର ପୋଷାକ ଯୋଗାଣକୁ ନେଇ ତାତିଲେ ବରଗଡ଼ ଅଙ୍ଗନୱାଡି କର୍ମୀ ଓ ସହାୟିକା ୧୩ ମିନିଟ ପୂର୍ବେChief Minister’s visit to Paradip: ମୁଖ୍ୟମନ୍ତ୍ରୀଙ୍କ ପାରାଦୀପ ଗ୍ରସ୍ତକୁ ନେଇ ପୁରା ସଜାଗ ପୋଲିସ୍ ପ୍ରଶାସନ ୧୭ ମିନିଟ ପୂର୍ବେRairangpur Postal Division: ରାଇରଙ୍ଗପୁର ଡାକମଣ୍ଡଳ ପକ୍ଷରୁ ସ୍ପର୍ଶ ଛାତ୍ରବୃତ୍ତି ଓ କର୍ମଚାରୀ ପୁରସ୍କାର ଘୋଷଣା ୨୦ ମିନିଟ ପୂର୍ବେCo-education system is failing: ବିଫଳ ହେଉଛି ସହଶିକ୍ଷା ବ୍ୟବସ୍ଥା, ସାଇଁକୁଳାରେ ରହିଛି ପୁଅ, ଝିଅଙ୍କ ପାଇଁ ପୃଥକ ପ୍ରାଥମିକ ବିଦ୍ୟାଳୟ ୨୪ ମିନିଟ ପୂର୍ବେObservance Annual Mines Safety : ଗୋରୁମହିଷାଣି ଲୌହଖଣିର ୪୪ତମ ବାର୍ଷିକ ଖଣି ସୁରକ୍ଷା ପକ୍ଷ ପାଳନ ୩୦ ମିନିଟ ପୂର୍ବେYoung Generation Online Gambling: ଅନ୍‌ଲାଇନ୍ ଜୁଆ ନିଶାରେ ସର୍ବସ୍ୱାନ୍ତ ଯୁବପିଢ଼ି ୫୫ ମିନିଟ ପୂର୍ବେChild Marriage Awareness : ଶୁଲ୍ଲିମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାଲ୍ୟବିବାହ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ୧ ଘଣ୍ଟା ପୂର୍ବେNuapada Road Safety Committee : ନୂଆପଡ଼ାରେ ଜିଲ୍ଲା ସଡ଼କ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ୧୫ ଘଣ୍ଟା ପୂର୍ବେShilpa Shetty’s Fitness Mantra: ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଫିଟନେସ୍ ମନ୍ତ୍ରକୁ ନେଇ ଚର୍ଚ୍ଚା
ଚର୍ଚ୍ଚାରେ ମୟୂରଭଞ୍ଜ ଜଗତସିଂହପୁର ନୂଆପଡ଼ା ମାଲକାନଗିରି ଖୋର୍ଦ୍ଧା ବରଗଡ଼ କେନ୍ଦୁଝର

Chief Minister’s visit to Paradip: ମୁଖ୍ୟମନ୍ତ୍ରୀଙ୍କ ପାରାଦୀପ ଗ୍ରସ୍ତକୁ ନେଇ ପୁରା ସଜାଗ ପୋଲିସ୍ ପ୍ରଶାସନ

Chief Minister’s visit to Paradip: ମୁଖ୍ୟମନ୍ତ୍ରୀଙ୍କ ପାରାଦୀପ ଗ୍ରସ୍ତକୁ ନେଇ ପୁରା ସଜାଗ ପୋଲିସ୍ ପ୍ରଶାସନ – ସମୀକ୍ଷା ଖବର


ହିମାଂଶୁ ଭୂଷଣ ନାୟକ / ସାମ୍ବାଦିକ/ପାରାଦ୍ୱୀପ/ ସମୀକ୍ଷା ନିୟୁଜ/21/11/2026:
ପାରାଦ୍ଵୀପ କଳିଙ୍ଗ ବାଲିଯାତ୍ରା ଓ ବୋଇତ ବନ୍ଦାଣ ଉତ୍ସବ କୁ ନେଇ ଚଳ ଚଞ୍ଚଳ ଜଗତସିଂହପୂରୁ ଜିଲ୍ଲା ପୋଲିସ ପ୍ରଶାସନ l ପାରାଦୀପ କଳିଙ୍ଗ ବାଲିଯାତ୍ରା ନିକଟ ତର ହୋଇ ଆସୁଥିବା ବେଳେ ସକାଳେ ଜିଲ୍ଲାପାଳ, ଅତିରିକ୍ତ ଜିଲ୍ଲାପାଳ ପାରାଦ୍ଵୀପ ପୌର ପ୍ରଶାସନ ସମସ୍ତ ପଦାଧିକାରୀ ମାନେ ତନ୍ ତନ କରି ଯାଞ୍ଚ କରୁଥିବା ବେଳେ ଉଦ୍ଘାଟନୀ ଉତ୍ସବ ଓ ବୋଇତ ବନ୍ଦାଣ ଉତ୍ସବ ରେ ମୁଖ୍ୟ ମନ୍ତ୍ରୀ ଯୋଗ ଦେବାକୁ ଥିବା ବେଳେ ସଂଧ୍ୟା ସମୟରେ ଜଗତସିଂହପୂରୁ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅଙ୍କିନ୍ତି ବରମନ କଳିଙ୍ଗ ବାଲିଯାତ୍ରା ପଡ଼ିଆ ପରିଦର୍ଶନ କରିଥିବା ସହ ବୋଇତ ବନ୍ଦାଣ ଉତ୍ସବ ପାଇଁ ପାରାଦୀପ ବନ୍ଦର ଓଏଟ ବେସିଂ ନିକଟରୁ ଓଡ଼ିଶାର ମୁଖ୍ୟ ମନ୍ତ୍ରୀ ବୋଇତ ବନ୍ଦାଣ କରିବା ଯିବାକୁ ଥିବା ବେଳେ ପୋଲିସ ପ୍ରଶାସନ ପକ୍ଷରୁ ବିସ୍ତୃତ ଯୋଜନା କରାଯାଇ ଥିବା ଜଣା ଯାଇଛି l ଏଭଳିକି ମୁଖ୍ୟ ମନ୍ତ୍ରୀଙ୍କ ଗ୍ରସ୍ତକୁ ନେଇ ୮ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବ ସହ ଟ୍ରାଫିକ ବେବସ୍ତା ମଧ୍ୟ କଡ଼ା କଡ଼ି କରାଯିବାର ବ୍ୟବସ୍ଥା ମଧ୍ୟ କରାଯାଇ ଥିବା ଜଣା ଯାଇଛି l ଏଥିନେଇ ଖୋଦ୍ ଜିଲ୍ଲାର ଆରକ୍ଷୀ ଅଧିକ୍ଷକ ନିଜେ ସଂପୂର୍ଣ ଯୋଜନା ପ୍ରସ୍ତୁତ କରିଥିବା ନିଜ୍ ବୟାନ ରେ କହୁଥିବା ଦେଖା ଯାଉଛି l

Chief Minister’s visit to Paradip: ମୁଖ୍ୟମନ୍ତ୍ରୀଙ୍କ ପାରାଦୀପ ଗ୍ରସ୍ତକୁ ନେଇ ପୁରା ସଜାଗ ପୋଲିସ୍ ପ୍ରଶାସନ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Preparations for the Kalinga Bali Jatra: ଆଗକୁ ଦୁଇ ଦିନ ରହିଲା କଲିଙ୍ଗ ବାଲିଯାତ୍ରା ଯୁଦ୍ଧ କାଳୀନ ଭିତିରେ ଚାଲିଛି ପ୍ରସ୍ତୁତି