ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୨ ମିନିଟ ପୂର୍ବେSecurity to High-Profile Leaders: ହାଇପ୍ରୋଫାଇଲ୍ ନେତାଙ୍କୁ ସୁରକ୍ଷା ଯୋଗାନ୍ତି କେଉଁ ଆର୍ମି ୬ ମିନିଟ ପୂର୍ବେPublic movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା ୧୪ ମିନିଟ ପୂର୍ବେSOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ ୨୩ ମିନିଟ ପୂର୍ବେPrime Minister Narendra Modi’s mega roadshow in Bihar: ବିହାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ୍ ଶୋ ୨୭ ମିନିଟ ପୂର୍ବେCyclone wreaks havoc in Puri district: ପୁରୀ ଜିଲ୍ଲାରେ ବାତ୍ୟାର ତାଣ୍ଡବ, ଉଜାଡ଼ିଦେଲା ଚାଷୀଙ୍କ ସୁନାର ଫସଲ ୩୬ ମିନିଟ ପୂର୍ବେIllegal sale of foreign liquor, Rayagada District Excise Department sealed: ବିଅର ପାର୍ଲର ନାଁ ରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ; ଅଭିଯୋଗ ପରେ ସିଲ କରିଲା ଜିଲ୍ଲା ଅବକାରୀ ବିଭାଗ ୪୨ ମିନିଟ ପୂର୍ବେMajor setback for the Excise Department over allegations of spurious liquor: ନକଲି ମଦ ଅଭିଯୋଗରେ ଅବକାରୀ ବିଭାଗକୁ ଶକ୍ତ ଝଟକା ୪୮ ମିନିଟ ପୂର୍ବେReligious Festivals: ମସ୍କାବାରୀରେ ଶ୍ରୀ ଶନିଶ୍ଚର ଦେବଙ୍କ ଷଷ୍ଠ ବାର୍ଷିକ ଉତ୍ସବ ପାଳିତ ୫୨ ମିନିଟ ପୂର୍ବେSuccession certificate deadline: ସମୟସୀମା ଅତିକ୍ରମ ପରେ ମିଳିଲା ଉତ୍ତରାଧିକାରୀ ପ୍ରମାଣପତ୍ର ୫୭ ମିନିଟ ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ
ଚର୍ଚ୍ଚାରେ ମୟୂରଭଞ୍ଜ ନୟାଗଡ଼ ଜଗତସିଂହପୁର ନୂଆପଡ଼ା ମାଲକାନଗିରି କେନ୍ଦୁଝର ବରଗଡ଼

SOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ

SOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ – ସମୀକ୍ଷା ଖବର


ସମୀକ୍ଷା ବ୍ୟୁରୋ ନ୍ୟୁଜ / ଭୁବନେଶ୍ୱର: ୨୨.୧୧- ସୋଆ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଏଲ୍. ଏଲ୍ ଏମ୍ ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖିଥିବା ଶ୍ରୀଜା ପଟ୍ଟନାୟକ ସ୍ଵର୍ଣ୍ଣ ପଦକ ଲାଭ କରିଛନ୍ତି। ଏହି ପଦକ ସେ କୁଳପତି ପ୍ରଫେସର ପ୍ରଦୀପ୍ତ ନନ୍ଦ ଓ କୁଳାଧିପତି ପ୍ରଫେସର୍ ଅମିତ୍ ବାନାର୍ଜୀଙ୍କ ଉପସ୍ଥିତିରେ ମୂଖ୍ୟ ଅତିଥି ତଥା ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର୍ ଟି.ଜି. ସୀଥାରାମଙ୍କ ଠାରୁ ଗ୍ରହଣ କରିଥିଲେ। ବର୍ତ୍ତମାନ ସେ ମଧୁସୂଦନ ଆଇନ ବିଶ୍ବବିଦ୍ୟାଳୟରେ ଅତିଥି ଅଧ୍ୟାପକ ଭାବେ କାର୍ଯ୍ୟ କରୁଥିବା ବେଳେ ସୋଆ ବିଶ୍ବବିଦ୍ୟାଳୟରେ ପିଏଚଡ଼ି କରୁଛନ୍ତି। ଅଧ୍ୟାପିକା ପଟ୍ଟନାୟକ ଓଡିଶା ହାଇକୋର୍ଟ ଆଡଭୋକେଟ୍ ଗୋକୁଳାନନ୍ଦ ପଟ୍ଟନାୟକ ଓ ମୈ।ସୁମୀ ପଟ୍ଟନାୟକଙ୍କ କନ୍ୟା ତଥା ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ପ୍ରାକ୍ତନ କୁଳପତି ପ୍ରଫେସର ହରିହର ପଟ୍ଟନାୟକଙ୍କ ନାତୁଣୀ। ସେ ଡାକ୍ତର ଇନ୍ଦିରା ପଟ୍ଟନାୟକ ଓ ଇଂ ଆଦିତ୍ୟ ମହାନ୍ତିଙ୍କ ଝିଆରୀ।

SOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ – ସମୀକ୍ଷା
SOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Inspiration from the historic Bali Yatra of Cuttack: କଟକ ଐତିହାସିକ ବାଲିଯାତ୍ରାରୁ ପ୍ରେରଣା