ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୨୩ ନଭେମ୍ବର ୨୦୨୬
News Update
୫ ମିନିଟ ପୂର୍ବେNuabazar Mahakaleshwar Temple: ନୂଆବଜାର ସ୍ଥିତ ବାବା ମହାକାଳେଶ୍ୱର ମନ୍ଦିରରେ ଭକ୍ତଙ୍କ ପ୍ରବଳ ସମାଗମ ୨୨ ମିନିଟ ପୂର୍ବେTaekwondo Championship: ଇଣ୍ଡିଆ ଓପନ୍ ଇଣ୍ଟରନ୍ୟାସନାଲ ରେଙ୍କିଙ୍ଗ ଟାଇକୋଣ୍ଡୋ ଚାମ୍ପିଅନସିପରେ ଓଡ଼ିଶା ଖେଳାଳିଙ୍କ ଅଂଶଗ୍ରହଣ ୩୮ ମିନିଟ ପୂର୍ବେLAMPS employee flees after promising marriage tribal girl: ଆଦିବାସୀ ଝିଅକୁ ବିବାହର ପ୍ରତିଶ୍ରୁତି ଦେଇ ଚମ୍ପଟ ମାରିଲେ ଲେମ୍ପସ କର୍ମଚାରୀ ୪୮ ମିନିଟ ପୂର୍ବେParadip Death of a bike rider: ପାରାଦୀପ ଗଡ଼ଗେଟ୍ ବଜାରରେ ଅଜଣା ଟ୍ରକ୍ ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ! ୫୫ ମିନିଟ ପୂର୍ବେParadip Sri Sathya Sai Baba’s Birth Anniversary: ପାରାଦୀପରେ ଭଗବାନ ଶ୍ରୀ ସତ୍ୟସାଇ ବାବାଙ୍କ ୧୦୧ତମ ଜନ୍ମୋତ୍ସବ ପାଳିତ ୧ ଘଣ୍ଟା ପୂର୍ବେBargarh Kharif paddy procurement: ଆସନ୍ତା ନଭେମ୍ବର ୩୦ରୁ ବରଗଡ ଜିଲ୍ଲାରେ ଆରମ୍ଭ ହେବ ଖରିଫ୍ ଧାନ ସଂଗ୍ରହ ୧ ଘଣ୍ଟା ପୂର୍ବେPatana Launch of Firefighting Vehicle: ପାଟଣା ଅଗ୍ନିଶମ କେନ୍ଦ୍ରରେ ନୂତନ ଅଗ୍ନିଶମ ଗାଡ଼ିର ଶୁଭାରମ୍ଭ ୧ ଘଣ୍ଟା ପୂର୍ବେPatna MLA reaches disabled elderly couple: ଅସହାୟ ଭିନ୍ନକ୍ଷମ ବୃଦ୍ଧ ଦମ୍ପତିଙ୍କ ନିକଟରେ ପହଞ୍ଚିଲେ ପାଟଣା ବିଧାୟକ ୧ ଘଣ୍ଟା ପୂର୍ବେ‘Kanjipani’ tradition returns: ପୁଣି ଫେରିଲା ଶ୍ୟାମବାବାଙ୍କ ‘କାଞ୍ଜିପାଣି’ ପରମ୍ପରା ୧ ଘଣ୍ଟା ପୂର୍ବେNagabali development has not reached the other side: ନାଗାବଳୀ ଆରପାରିରେ ବିକାଶ ନପହଞ୍ଚାଇବା ଦୁଃଖ ଦାୟକ!
ଚର୍ଚ୍ଚାରେ ମୟୂରଭଞ୍ଜ ଜଗତସିଂହପୁର ନୟାଗଡ଼ ରାୟଗଡ଼ା ନୂଆପଡ଼ା ବରଗଡ଼ କେନ୍ଦୁଝର

ITI topper Shri Basudeb Behera: ଆଇଟିଆଇ ଟପ୍ପର ହୋଇଥିବା ଛାତ୍ର ଶ୍ରୀ ବାସୁଦେବ ବେହେରାଙ୍କୁ ବିଶେଷ ଭାବେ ସମ୍ବର୍ଦ୍ଧିତ

ITI topper Shri Basudeb Behera: ଆଇଟିଆଇ ଟପ୍ପର ହୋଇଥିବା ଛାତ୍ର ଶ୍ରୀ ବାସୁଦେବ ବେହେରାଙ୍କୁ ବିଶେଷ ଭାବେ ସମ୍ବର୍ଦ୍ଧିତ – ସମୀକ୍ଷା ଖବର

ଭବାନୀ ଶଙ୍କର ମିଶ୍ର/ବରିଷ୍ଠ ସାମ୍ବାଦିକ /ମୟୂରଭଞ୍ଜ /ସମୀକ୍ଷା ନ୍ୟୁଜ:

ବାରିପଦା, ୨୨/୧୧/୨୬ – ବାରିପଦା ସ୍ଥିତ ପୂର୍ଣ୍ଣଚନ୍ଦ୍ର ଶିଳ୍ପ ତାଲିମ ଅନୁଷ୍ଠାନ (ପିସିଆଇଟିଆଇ) ପରିସରରେ ଆଜି କୌଶଳ ଦୀକ୍ଷାନ୍ତ ସମାରୋହ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଅନୁଷ୍ଠାନର ଅଧ୍ୟକ୍ଷ ଶ୍ରୀ ଜୟନ୍ତ କୁମାର ସାମଲଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଦକ୍ଷତା ବିକାଶ ଏବଂ ନିୟୋଜନ ଅଧିକାରୀ ଆଶିଷ କୁମାର ବସନ୍ତିଆ ଏବଂ ସମ୍ମାନିତ ଅତିଥି ଭାବେ ତଖତପୁର ସ୍ଥିତ ବୈଷୟିକ ତାଲିମ ଅନୁଷ୍ଠାନର ଅଧ୍ୟକ୍ଷ ଶ୍ରୀ କାନ୍ଦନ ମାଝୀ ଯୋଗଦେଇ କାର୍ଯ୍ୟକ୍ରମକୁ ସାଫଲ୍ୟମଣ୍ଡିତ କରିଥିଲେ । ଏହି ଅବସରରେ ସୋଲାର ଟେକ୍ନିସିଆନ ଟ୍ରେଡରେ ସମଗ୍ର ଓଡ଼ିଶାରେ ରାଜ୍ୟ ଟପ୍ପର ତଥା ଆଇଟିଆଇ ଟପ୍ପର ହୋଇଥିବା ଛାତ୍ର ଶ୍ରୀ ବାସୁଦେବ ବେହେରାଙ୍କୁ ବିଶେଷ ଭାବେ ସମ୍ବର୍ଦ୍ଧିତ କରାଯାଇଥିଲା। ଏଥି ସହିତ ଅନୁଷ୍ଠାନର ପୂର୍ବତନ ଛାତ୍ରମାନଙ୍କୁ ସେମାନଙ୍କର ସଫଳ କାହାଣୀ ନିମନ୍ତେ ମଧ୍ୟ ଅନୁଷ୍ଠାନ ପକ୍ଷରୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା । ଦୀକ୍ଷାନ୍ତ ସମାରୋହରେ ଏହି କାର୍ଯ୍ୟକ୍ରମରେ ଅନୁଷ୍ଠାନର ସମସ୍ତ କର୍ମଚାରୀ ଓ ଛାତ୍ରଛାତ୍ରୀମାନେ ଉପସ୍ଥିତ ରହିଥିଲେ ।

ITI topper Shri Basudeb Behera: ଆଇଟିଆଇ ଟପ୍ପର ହୋଇଥିବା ଛାତ୍ର ଶ୍ରୀ ବାସୁଦେବ ବେହେରାଙ୍କୁ ବିଶେଷ ଭାବେ ସମ୍ବର୍ଦ୍ଧିତ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Baripada theatre festival ‘Pare Kahibi’: ବାରିପଦା,ରାଜ୍ୟସ୍ତରୀୟ ନାଟ୍ୟୋତ୍ସବରେ ଦର୍ଶକଙ୍କ ଉଚ୍ଚ ପ୍ରଶଂସିତ ନାଟକ ‘ପରେ କହିବି’