ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୨୩ ନଭେମ୍ବର ୨୦୨୬
News Update
୬ ମିନିଟ ପୂର୍ବେNuabazar Mahakaleshwar Temple: ନୂଆବଜାର ସ୍ଥିତ ବାବା ମହାକାଳେଶ୍ୱର ମନ୍ଦିରରେ ଭକ୍ତଙ୍କ ପ୍ରବଳ ସମାଗମ ୨୩ ମିନିଟ ପୂର୍ବେTaekwondo Championship: ଇଣ୍ଡିଆ ଓପନ୍ ଇଣ୍ଟରନ୍ୟାସନାଲ ରେଙ୍କିଙ୍ଗ ଟାଇକୋଣ୍ଡୋ ଚାମ୍ପିଅନସିପରେ ଓଡ଼ିଶା ଖେଳାଳିଙ୍କ ଅଂଶଗ୍ରହଣ ୪୦ ମିନିଟ ପୂର୍ବେLAMPS employee flees after promising marriage tribal girl: ଆଦିବାସୀ ଝିଅକୁ ବିବାହର ପ୍ରତିଶ୍ରୁତି ଦେଇ ଚମ୍ପଟ ମାରିଲେ ଲେମ୍ପସ କର୍ମଚାରୀ ୫୦ ମିନିଟ ପୂର୍ବେParadip Death of a bike rider: ପାରାଦୀପ ଗଡ଼ଗେଟ୍ ବଜାରରେ ଅଜଣା ଟ୍ରକ୍ ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ! ୫୭ ମିନିଟ ପୂର୍ବେParadip Sri Sathya Sai Baba’s Birth Anniversary: ପାରାଦୀପରେ ଭଗବାନ ଶ୍ରୀ ସତ୍ୟସାଇ ବାବାଙ୍କ ୧୦୧ତମ ଜନ୍ମୋତ୍ସବ ପାଳିତ ୧ ଘଣ୍ଟା ପୂର୍ବେBargarh Kharif paddy procurement: ଆସନ୍ତା ନଭେମ୍ବର ୩୦ରୁ ବରଗଡ ଜିଲ୍ଲାରେ ଆରମ୍ଭ ହେବ ଖରିଫ୍ ଧାନ ସଂଗ୍ରହ ୧ ଘଣ୍ଟା ପୂର୍ବେPatana Launch of Firefighting Vehicle: ପାଟଣା ଅଗ୍ନିଶମ କେନ୍ଦ୍ରରେ ନୂତନ ଅଗ୍ନିଶମ ଗାଡ଼ିର ଶୁଭାରମ୍ଭ ୧ ଘଣ୍ଟା ପୂର୍ବେPatna MLA reaches disabled elderly couple: ଅସହାୟ ଭିନ୍ନକ୍ଷମ ବୃଦ୍ଧ ଦମ୍ପତିଙ୍କ ନିକଟରେ ପହଞ୍ଚିଲେ ପାଟଣା ବିଧାୟକ ୧ ଘଣ୍ଟା ପୂର୍ବେ‘Kanjipani’ tradition returns: ପୁଣି ଫେରିଲା ଶ୍ୟାମବାବାଙ୍କ ‘କାଞ୍ଜିପାଣି’ ପରମ୍ପରା ୧ ଘଣ୍ଟା ପୂର୍ବେNagabali development has not reached the other side: ନାଗାବଳୀ ଆରପାରିରେ ବିକାଶ ନପହଞ୍ଚାଇବା ଦୁଃଖ ଦାୟକ!
ଚର୍ଚ୍ଚାରେ ମୟୂରଭଞ୍ଜ ଜଗତସିଂହପୁର ନୟାଗଡ଼ ରାୟଗଡ଼ା ନୂଆପଡ଼ା ବରଗଡ଼ କେନ୍ଦୁଝର

Patna MLA reaches disabled elderly couple: ଅସହାୟ ଭିନ୍ନକ୍ଷମ ବୃଦ୍ଧ ଦମ୍ପତିଙ୍କ ନିକଟରେ ପହଞ୍ଚିଲେ ପାଟଣା ବିଧାୟକ

Patna MLA reaches disabled elderly couple: ଅସହାୟ ଭିନ୍ନକ୍ଷମ ବୃଦ୍ଧ ଦମ୍ପତିଙ୍କ ନିକଟରେ ପହଞ୍ଚିଲେ ପାଟଣା ବିଧାୟକ – ସମୀକ୍ଷା ଖବର

ବିଜୟ ରତ୍ନ ପତି / ସ୍ୱତନ୍ତ୍ର ପ୍ରତିନିଧି/ ସମୀକ୍ଷା ନ୍ୟୁଜ / କେନ୍ଦୁଝର:

ପାଟଣା:୨୨/୧୧,କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ୍ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ବଡ଼ପାଟଣା ଗ୍ରାମର ଜଣେ ଅସହାୟ ଭିନ୍ନକ୍ଷମ ବୃଦ୍ଧ ଦମ୍ପତିଙ୍କ ନିକଟରେ ପହଞ୍ଚି ସହାୟତାର ହାତ ବଢ଼ାଇଛନ୍ତି ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ। ସୂଚନା ଅନୁଯାୟୀ, ଗ୍ରାମର ଭିନ୍ନକ୍ଷମ ବୃଦ୍ଧ କୁଶ ଭୂମିଜ ଏବଂ ତାଙ୍କ ପତ୍ନୀ ସାବିତ୍ରୀ ଭୂମିଜ ଦୀର୍ଘଦିନ ଧରି ଅତ୍ୟନ୍ତ ଦୟନୀୟ ଓ ଅସହାୟ ଅବସ୍ଥାରେ ଜୀବନ ବିତାଉଥିଲେ। ଏ ସମ୍ପର୍କରେ ଗତକାଲି ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ବିଧାୟକ ଅଖିଳ ଚନ୍ଦ୍ର ନାଏକ ଘଟଣା ସମ୍ପର୍କରେ ଜାଣିବାକୁ ପାଇଥିଲେ। ଏହାପରେ ଆଜି ବିଧାୟକ ଶ୍ରୀ ନାଏକ ବୃଦ୍ଧ ଦମ୍ପତିଙ୍କ ବାସଭବନରେ ପହଞ୍ଚି ସେମାନଙ୍କ ସ୍ଥିତି ଅନୁଧ୍ୟାନ କରିବା ସହ ଭଲମନ୍ଦ ପଚାରି ବୁଝିଥିଲେ। ଏହି ଅବସରରେ ସେ ବୃଦ୍ଧ ଦମ୍ପତିଙ୍କୁ ଶୀତବସ୍ତ୍ର କମ୍ବଳ ଓ ଶୁଖିଲା ଖାଦ୍ୟ ସାମଗ୍ରୀ ପ୍ରଦାନ କରିଥିଲେ। ଏଥିସହ କୁଶ ଭୂମିଜଙ୍କୁ ସରକାରୀ ଯୋଜନା ମାଧ୍ୟମରେ ଖୁବଶୀଘ୍ର ଏକ ପକ୍କା ଘର ଯୋଗାଇଦେବା ପାଇଁ ବିଧାୟକ ପ୍ରତିଶ୍ରୁତି ଦେଇଛନ୍ତି ।

Patna MLA reaches disabled elderly couple: ଅସହାୟ ଭିନ୍ନକ୍ଷମ ବୃଦ୍ଧ ଦମ୍ପତିଙ୍କ ନିକଟରେ ପହଞ୍ଚିଲେ ପାଟଣା ବିଧାୟକ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Nagabali development has not reached the other side: ନାଗାବଳୀ ଆରପାରିରେ ବିକାଶ ନପହଞ୍ଚାଇବା ଦୁଃଖ ଦାୟକ!