ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୨୩ ନଭେମ୍ବର ୨୦୨୬
News Update
୬ ମିନିଟ ପୂର୍ବେNuabazar Mahakaleshwar Temple: ନୂଆବଜାର ସ୍ଥିତ ବାବା ମହାକାଳେଶ୍ୱର ମନ୍ଦିରରେ ଭକ୍ତଙ୍କ ପ୍ରବଳ ସମାଗମ ୨୩ ମିନିଟ ପୂର୍ବେTaekwondo Championship: ଇଣ୍ଡିଆ ଓପନ୍ ଇଣ୍ଟରନ୍ୟାସନାଲ ରେଙ୍କିଙ୍ଗ ଟାଇକୋଣ୍ଡୋ ଚାମ୍ପିଅନସିପରେ ଓଡ଼ିଶା ଖେଳାଳିଙ୍କ ଅଂଶଗ୍ରହଣ ୩୯ ମିନିଟ ପୂର୍ବେLAMPS employee flees after promising marriage tribal girl: ଆଦିବାସୀ ଝିଅକୁ ବିବାହର ପ୍ରତିଶ୍ରୁତି ଦେଇ ଚମ୍ପଟ ମାରିଲେ ଲେମ୍ପସ କର୍ମଚାରୀ ୫୦ ମିନିଟ ପୂର୍ବେParadip Death of a bike rider: ପାରାଦୀପ ଗଡ଼ଗେଟ୍ ବଜାରରେ ଅଜଣା ଟ୍ରକ୍ ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ! ୫୬ ମିନିଟ ପୂର୍ବେParadip Sri Sathya Sai Baba’s Birth Anniversary: ପାରାଦୀପରେ ଭଗବାନ ଶ୍ରୀ ସତ୍ୟସାଇ ବାବାଙ୍କ ୧୦୧ତମ ଜନ୍ମୋତ୍ସବ ପାଳିତ ୧ ଘଣ୍ଟା ପୂର୍ବେBargarh Kharif paddy procurement: ଆସନ୍ତା ନଭେମ୍ବର ୩୦ରୁ ବରଗଡ ଜିଲ୍ଲାରେ ଆରମ୍ଭ ହେବ ଖରିଫ୍ ଧାନ ସଂଗ୍ରହ ୧ ଘଣ୍ଟା ପୂର୍ବେPatana Launch of Firefighting Vehicle: ପାଟଣା ଅଗ୍ନିଶମ କେନ୍ଦ୍ରରେ ନୂତନ ଅଗ୍ନିଶମ ଗାଡ଼ିର ଶୁଭାରମ୍ଭ ୧ ଘଣ୍ଟା ପୂର୍ବେPatna MLA reaches disabled elderly couple: ଅସହାୟ ଭିନ୍ନକ୍ଷମ ବୃଦ୍ଧ ଦମ୍ପତିଙ୍କ ନିକଟରେ ପହଞ୍ଚିଲେ ପାଟଣା ବିଧାୟକ ୧ ଘଣ୍ଟା ପୂର୍ବେ‘Kanjipani’ tradition returns: ପୁଣି ଫେରିଲା ଶ୍ୟାମବାବାଙ୍କ ‘କାଞ୍ଜିପାଣି’ ପରମ୍ପରା ୧ ଘଣ୍ଟା ପୂର୍ବେNagabali development has not reached the other side: ନାଗାବଳୀ ଆରପାରିରେ ବିକାଶ ନପହଞ୍ଚାଇବା ଦୁଃଖ ଦାୟକ!
ଚର୍ଚ୍ଚାରେ ମୟୂରଭଞ୍ଜ ଜଗତସିଂହପୁର ନୟାଗଡ଼ ରାୟଗଡ଼ା ନୂଆପଡ଼ା ବରଗଡ଼ କେନ୍ଦୁଝର

Paradip Sri Sathya Sai Baba’s Birth Anniversary: ପାରାଦୀପରେ ଭଗବାନ ଶ୍ରୀ ସତ୍ୟସାଇ ବାବାଙ୍କ ୧୦୧ତମ ଜନ୍ମୋତ୍ସବ ପାଳିତ

Paradip Sri Sathya Sai Baba’s Birth Anniversary: ପାରାଦୀପରେ ଭଗବାନ ଶ୍ରୀ ସତ୍ୟସାଇ ବାବାଙ୍କ ୧୦୧ତମ ଜନ୍ମୋତ୍ସବ ପାଳିତ – ସମୀକ୍ଷା ଖବର

ହିମାଂଶୁ ଭୂଷଣ ନାୟକ/ସାମ୍ବାଦିକ /ପାରାଦୀପ/ ସମୀକ୍ଷା ନ୍ୟୁଜ:

​ପାରାଦୀପ (୨୩/୧୧/୨୦୨୬): ପାରାଦୀପ ସ୍ଥିତ ଶ୍ରୀ ସତ୍ୟ ସାଇ ସେବା ସମିତି ପକ୍ଷରୁ ଆଜି ସୋମବାର ଭଗବାନ ଶ୍ରୀ ସତ୍ୟ ସାଇ ବାବାଙ୍କ ୧୦୧ତମ ଜନ୍ମୋତ୍ସବ ମହାସମାରୋହରେ ପାଳନ କରାଯାଉଛି । ଏହି ଅବସରରେ ସମିତି ତରଫରୁ ସକାଳୁ ରାତି ପର୍ଯ୍ୟନ୍ତ ବିଭିନ୍ନ ଆଧ୍ୟାତ୍ମିକ, ଧାର୍ମିକ ଏବଂ ସମାଜସେବାମୂଳକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । କାର୍ଯ୍ୟକ୍ରମର ବିବରଣୀ: ସକାଳ କାର୍ଯ୍ୟକ୍ରମ: ସକାଳ ୪ଟା ୩୦ରେ ଓଁକାରମ୍, ସୁପ୍ରଭାତମ୍ ଓ ନଗର ସଂକୀର୍ତ୍ତନରୁ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଅଖଣ୍ଡ ସାଇ ଗାୟତ୍ରୀ ଜପ ଏବଂ ସକାଳ ୬ଟାରେ ଷୋଡ଼ଶ ଉପଚାର ପୂଜା ଅନୁଷ୍ଠିତ ହୋଇଥିଲା । ଏହାପରେ ସକାଳ ୭ଟାରେ ପ୍ରଶାନ୍ତି ପତାକା ଉତ୍ତୋଳନ ଏବଂ ୭ଟା ୧୫ରେ ଯଜ୍ଞ କାର୍ଯ୍ୟକ୍ରମ ସମ୍ପନ୍ନ ହୋଇଛି । ଦିନ କାର୍ଯ୍ୟକ୍ରମ: ସେବାମୂଳକ କାର୍ଯ୍ୟକ୍ରମ ଅନ୍ତର୍ଗତ ସକାଳ ୧୦ଟାରେ ଅନାଥାଶ୍ରମ ଓ ଡାକ୍ତରଖାନା ପରିଦର୍ଶନ, ୧୧ଟାରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ମିଷ୍ଟାନ୍ନ ବଣ୍ଟନ, ମଧ୍ୟାହ୍ନ ୧୨ଟାରେ ନାରାୟଣ ସେବା ଏବଂ ଅପରାହ୍ନ ୧ଟାରେ ପ୍ରସାଦ ସେବନର ବ୍ୟବସ୍ଥା ରହିଛି । ସନ୍ଧ୍ୟା କାର୍ଯ୍ୟକ୍ରମ: ସନ୍ଧ୍ୟା ୬ଟା ୩୦ରେ ଭଜନ, କୋରସ୍, ଝୁଲା ଓ କେକ୍ କଟିଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ପରିଶେଷରେ ରାତି ୮ଟାରେ ମଙ୍ଗଳ ଆଳତୀ ସହ ଦିବସର କାର୍ଯ୍ୟକ୍ରମ ସମାପ୍ତ ହେବ ।

Paradip Sri Sathya Sai Baba’s Birth Anniversary: ପାରାଦୀପରେ ଭଗବାନ ଶ୍ରୀ ସତ୍ୟସାଇ ବାବାଙ୍କ ୧୦୧ତମ ଜନ୍ମୋତ୍ସବ ପାଳିତ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Bargarh Kharif paddy procurement: ଆସନ୍ତା ନଭେମ୍ବର ୩୦ରୁ ବରଗଡ ଜିଲ୍ଲାରେ ଆରମ୍ଭ ହେବ ଖରିଫ୍ ଧାନ ସଂଗ୍ରହ