ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୨୩ ନଭେମ୍ବର ୨୦୨୬
News Update
୧ ମିନିଟ ପୂର୍ବେNuabazar Mahakaleshwar Temple: ନୂଆବଜାର ସ୍ଥିତ ବାବା ମହାକାଳେଶ୍ୱର ମନ୍ଦିରରେ ଭକ୍ତଙ୍କ ପ୍ରବଳ ସମାଗମ ୧୮ ମିନିଟ ପୂର୍ବେTaekwondo Championship: ଇଣ୍ଡିଆ ଓପନ୍ ଇଣ୍ଟରନ୍ୟାସନାଲ ରେଙ୍କିଙ୍ଗ ଟାଇକୋଣ୍ଡୋ ଚାମ୍ପିଅନସିପରେ ଓଡ଼ିଶା ଖେଳାଳିଙ୍କ ଅଂଶଗ୍ରହଣ ୩୪ ମିନିଟ ପୂର୍ବେLAMPS employee flees after promising marriage tribal girl: ଆଦିବାସୀ ଝିଅକୁ ବିବାହର ପ୍ରତିଶ୍ରୁତି ଦେଇ ଚମ୍ପଟ ମାରିଲେ ଲେମ୍ପସ କର୍ମଚାରୀ ୪୫ ମିନିଟ ପୂର୍ବେParadip Death of a bike rider: ପାରାଦୀପ ଗଡ଼ଗେଟ୍ ବଜାରରେ ଅଜଣା ଟ୍ରକ୍ ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ! ୫୧ ମିନିଟ ପୂର୍ବେParadip Sri Sathya Sai Baba’s Birth Anniversary: ପାରାଦୀପରେ ଭଗବାନ ଶ୍ରୀ ସତ୍ୟସାଇ ବାବାଙ୍କ ୧୦୧ତମ ଜନ୍ମୋତ୍ସବ ପାଳିତ ୫୯ ମିନିଟ ପୂର୍ବେBargarh Kharif paddy procurement: ଆସନ୍ତା ନଭେମ୍ବର ୩୦ରୁ ବରଗଡ ଜିଲ୍ଲାରେ ଆରମ୍ଭ ହେବ ଖରିଫ୍ ଧାନ ସଂଗ୍ରହ ୧ ଘଣ୍ଟା ପୂର୍ବେPatana Launch of Firefighting Vehicle: ପାଟଣା ଅଗ୍ନିଶମ କେନ୍ଦ୍ରରେ ନୂତନ ଅଗ୍ନିଶମ ଗାଡ଼ିର ଶୁଭାରମ୍ଭ ୧ ଘଣ୍ଟା ପୂର୍ବେPatna MLA reaches disabled elderly couple: ଅସହାୟ ଭିନ୍ନକ୍ଷମ ବୃଦ୍ଧ ଦମ୍ପତିଙ୍କ ନିକଟରେ ପହଞ୍ଚିଲେ ପାଟଣା ବିଧାୟକ ୧ ଘଣ୍ଟା ପୂର୍ବେ‘Kanjipani’ tradition returns: ପୁଣି ଫେରିଲା ଶ୍ୟାମବାବାଙ୍କ ‘କାଞ୍ଜିପାଣି’ ପରମ୍ପରା ୧ ଘଣ୍ଟା ପୂର୍ବେNagabali development has not reached the other side: ନାଗାବଳୀ ଆରପାରିରେ ବିକାଶ ନପହଞ୍ଚାଇବା ଦୁଃଖ ଦାୟକ!
ଚର୍ଚ୍ଚାରେ ମୟୂରଭଞ୍ଜ ଜଗତସିଂହପୁର ନୟାଗଡ଼ ରାୟଗଡ଼ା ନୂଆପଡ଼ା ବରଗଡ଼ କେନ୍ଦୁଝର

Nuabazar Mahakaleshwar Temple: ନୂଆବଜାର ସ୍ଥିତ ବାବା ମହାକାଳେଶ୍ୱର ମନ୍ଦିରରେ ଭକ୍ତଙ୍କ ପ୍ରବଳ ସମାଗମ

Nuabazar Mahakaleshwar Temple: ନୂଆବଜାର ସ୍ଥିତ ବାବା ମହାକାଳେଶ୍ୱର ମନ୍ଦିରରେ ଭକ୍ତଙ୍କ ପ୍ରବଳ ସମାଗମ – ସମୀକ୍ଷା ଖବର

ହିମାଂଶୁ ଭୂଷଣ ନାୟକ/ସାମ୍ବାଦିକ /ପାରାଦୀପ/ ସମୀକ୍ଷା ନ୍ୟୁଜ: ୨୩/୧୧/୨୦୨୬

​”ଓଁ ଶ୍ରୀ ଶ୍ରୀ ମହାକାଳେଶ୍ୱର ନମଃ। ପବିତ୍ର କାର୍ତ୍ତିକ ମାସ ଅବସରରେ ନୂଆବଜାର ସ୍ଥିତ ବାବା ମହାକାଳେଶ୍ୱର ମନ୍ଦିରରେ ଭକ୍ତଙ୍କ ପ୍ରବଳ ସମାଗମ ଦେଖିବାକୁ ମିଳିଛି। ସକାଳୁ ସକାଳୁ ବାବାଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଲମ୍ବା ଧାଡ଼ି ଲାଗିଛି। ଆଜିର ଏହି ସ୍ୱତନ୍ତ୍ର ପୂଜାରେ ବାବାଙ୍କ ପାଇଁ ପାରମ୍ପରିକ ‘ଗଜା ଭୋଗ’ ପ୍ରସ୍ତୁତ କରାଯାଉଛି। ମନ୍ଦିରର ରୀତିନୀତି ଅନୁସାରେ ମା’ମାନେ ଅତ୍ୟନ୍ତ ଭକ୍ତି ଭାବର ସହ ଏହି ପ୍ରସାଦ ତିଆରି କରୁଛନ୍ତି। ସ୍ୱତନ୍ତ୍ର ନୀତିକାନ୍ତି ଓ ମନ୍ତ୍ରୋଚ୍ଚାରଣରେ ସମଗ୍ର ଅଞ୍ଚଳ ଏବେ ଶିବମୟ ହୋଇଉଠିଛି।”

Nuabazar Mahakaleshwar Temple: ନୂଆବଜାର ସ୍ଥିତ ବାବା ମହାକାଳେଶ୍ୱର ମନ୍ଦିରରେ ଭକ୍ତଙ୍କ ପ୍ରବଳ ସମାଗମ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Paradip Death of a bike rider: ପାରାଦୀପ ଗଡ଼ଗେଟ୍ ବଜାରରେ ଅଜଣା ଟ୍ରକ୍ ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ!