ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୨୩ ନଭେମ୍ବର ୨୦୨୬
News Update
୧୦ ମିନିଟ ପୂର୍ବେNaveen & Pandian’s foreign visit: ନବୀନ ଓ ପାଣ୍ଡିଆନଙ୍କ ବିଦେଶ ଗସ୍ତ, ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ୩୭ ମିନିଟ ପୂର୍ବେPottangi Block Horrific accident: ପଟ୍ଟାଙ୍ଗି ବ୍ଲକ-ପାୱାର ଟିଲରରେ ଚାଷ କରୁଥିବା ବେଳେ ଭୟଙ୍କର ଦୁର୍ଘଟଣା ୧ ଘଣ୍ଟା ପୂର୍ବେRayagada 4th Annual ‘Diyal Parab’: ରାୟଗଡ଼ା-ଜିସିଡି ପଡିଆଠାରେ ଚତୁର୍ଥ ବର୍ଷ ଦିଆଲ୍ ପରବ୍ ଭେଟଘାଟ୍‌ ୧ ଘଣ୍ଟା ପୂର୍ବେNuabazar Mahakaleshwar Temple: ନୂଆବଜାର ସ୍ଥିତ ବାବା ମହାକାଳେଶ୍ୱର ମନ୍ଦିରରେ ଭକ୍ତଙ୍କ ପ୍ରବଳ ସମାଗମ ୧ ଘଣ୍ଟା ପୂର୍ବେTaekwondo Championship: ଇଣ୍ଡିଆ ଓପନ୍ ଇଣ୍ଟରନ୍ୟାସନାଲ ରେଙ୍କିଙ୍ଗ ଟାଇକୋଣ୍ଡୋ ଚାମ୍ପିଅନସିପରେ ଓଡ଼ିଶା ଖେଳାଳିଙ୍କ ଅଂଶଗ୍ରହଣ ୨ ଘଣ୍ଟା ପୂର୍ବେLAMPS employee flees after promising marriage tribal girl: ଆଦିବାସୀ ଝିଅକୁ ବିବାହର ପ୍ରତିଶ୍ରୁତି ଦେଇ ଚମ୍ପଟ ମାରିଲେ ଲେମ୍ପସ କର୍ମଚାରୀ ୨ ଘଣ୍ଟା ପୂର୍ବେParadip Death of a bike rider: ପାରାଦୀପ ଗଡ଼ଗେଟ୍ ବଜାରରେ ଅଜଣା ଟ୍ରକ୍ ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ! ୨ ଘଣ୍ଟା ପୂର୍ବେParadip Sri Sathya Sai Baba’s Birth Anniversary: ପାରାଦୀପରେ ଭଗବାନ ଶ୍ରୀ ସତ୍ୟସାଇ ବାବାଙ୍କ ୧୦୧ତମ ଜନ୍ମୋତ୍ସବ ପାଳିତ ୨ ଘଣ୍ଟା ପୂର୍ବେBargarh Kharif paddy procurement: ଆସନ୍ତା ନଭେମ୍ବର ୩୦ରୁ ବରଗଡ ଜିଲ୍ଲାରେ ଆରମ୍ଭ ହେବ ଖରିଫ୍ ଧାନ ସଂଗ୍ରହ ୨ ଘଣ୍ଟା ପୂର୍ବେPatana Launch of Firefighting Vehicle: ପାଟଣା ଅଗ୍ନିଶମ କେନ୍ଦ୍ରରେ ନୂତନ ଅଗ୍ନିଶମ ଗାଡ଼ିର ଶୁଭାରମ୍ଭ
ଚର୍ଚ୍ଚାରେ ମୟୂରଭଞ୍ଜ ଜଗତସିଂହପୁର ନୟାଗଡ଼ ରାୟଗଡ଼ା ବରଗଡ଼ କେନ୍ଦୁଝର ଖୋର୍ଦ୍ଧା

Naveen & Pandian’s foreign visit: ନବୀନ ଓ ପାଣ୍ଡିଆନଙ୍କ ବିଦେଶ ଗସ୍ତ, ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

Naveen & Pandian’s foreign visit: ନବୀନ ଓ ପାଣ୍ଡିଆନଙ୍କ ବିଦେଶ ଗସ୍ତ, ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ – ସମୀକ୍ଷା ଖବର

ସମୀକ୍ଷା ବ୍ୟୁରୋ ନ୍ୟୁଜ / ଭୁବନେଶ୍ୱର:

ଭୁବନେଶ୍ୱର : 2022-23 ଓ 2023-24ରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଅବସରପ୍ରାପ୍ତ ଆଇଏଏସ ଅଧିକାରୀ ଭି.କେ. ପାଣ୍ଡିଆନ ଏବଂ ଆଇପିଏଏସ ରବିକାନ୍ତଙ୍କ ବିଦେଶ ଗସ୍ତ ସମ୍ପର୍କରେ ତଦନ୍ତ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ସଚିବ ଏହାର ତଦନ୍ତ କରିବେ ସୂଚନାଯୋଗ୍ୟ ଯେ, ବିଭିନ୍ନ ସାମାଜିକ କର୍ମୀଙ୍କ ଅଭିଯୋଗ ଅନୁଯାୟୀ ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ, ଅବସରପ୍ରାପ୍ତ ଆଇଏଏସ ଅଧିକାରୀ ଶ୍ରୀ ପାଣ୍ଡିଆନ ଏବଂ ଆଇପିଏଏସ ଶ୍ରୀ ରବିକାନ୍ତ 2022-23 ଏବଂ 2023-24ରେ ଅନେକ ଥର ବିଦେଶ ଗସ୍ତ କରିଛନ୍ତି ବିଭିନ୍ନ ଆରଟିଆଇ ପ୍ରଶ୍ନରୁ ମିଳିଥିବା ତଥ୍ୟ ଅନୁଯାୟୀ ସେମାନଙ୍କ ଜାପାନ ଓ ଇଟାଲୀ ଗସ୍ତର ଖର୍ଚ୍ଚ ବିବରଣୀ ସନ୍ଦେହ ଜନକ, ଅସ୍ବଚ୍ଛ ଓ ଅସମ୍ପୂର୍ଣ୍ଣ ବୋଲି ସାମାଜିକ କର୍ମୀମାନେ ଅଭିଯୋଗ କରିଛନ୍ତି ଏହି ଗସ୍ତ ତଥ୍ୟକୁ ଉଦ୍ଦେଶ୍ୟ ପ୍ରଣୋଦିତ ଭାବେ ଗୁପ୍ତ ରଖାଯାଇଛି, ତେଣୁ ତଥ୍ୟ ଗୁଡ଼ିକର ତାଳ-ମେଳ ରହୁନାହିଁ ବୋଲି ସେମାନେ ଅଭିଯୋଗ କରିଛନ୍ତି ଏହି ସବୁ ଅଭିଯୋଗ ଦୃଷ୍ଟିରୁ ଏହାର ତଦନ୍ତ କରାଯାଇ ପ୍ରକୃତ ସତ୍ୟ ପଦାକୁ ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Naveen & Pandian’s foreign visit: ନବୀନ ଓ ପାଣ୍ଡିଆନଙ୍କ ବିଦେଶ ଗସ୍ତ, ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Pottangi Block Horrific accident: ପଟ୍ଟାଙ୍ଗି ବ୍ଲକ-ପାୱାର ଟିଲରରେ ଚାଷ କରୁଥିବା ବେଳେ ଭୟଙ୍କର ଦୁର୍ଘଟଣା