ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୧୯ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର କନ୍ଧମାଳ ରାୟଗଡ଼ା ମାଲକାନଗିରି ଗଞ୍ଜାମ

ସେବା ସଙ୍କଳ୍ପ ଅଭିଯାନ_2026

ସେବା ସଙ୍କଳ୍ପ ଅଭିଯାନ_2026 – ସମୀକ୍ଷା ଖବର


ତେଜୁରାମ ନାଏକ/ ସ୍ୱତନ୍ତ୍ର ପ୍ରତିନିଧି /ନୂଆପଡା/ସମୀକ୍ଷା ନ୍ୟୁଜ/ ତାରିଖ-03-09-2026

ଆଗାମୀ ସେପ୍ଟେମ୍ବର ୧୭ ରୁ ଅକ୍ଟୋବର ୧୭ ତାରିଖ ପର୍ଯ୍ୟନ୍ତ ଆମ ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ସେବା ଓ ସମର୍ପଣର ୨୫ ବର୍ଷ ପୂର୍ତ୍ତି ଉପଲକ୍ଷେ ‘ସେବା ସଙ୍କଳ୍ପ ଅଭିଯାନ’ ପାଳନ କରାଯିବ।ଏହି ଅବସରରେ ଗତକାଲି ନୂଆପଡ଼ା ଜିଲ୍ଲା ବିଜେପି କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ କର୍ମଶାଳାରେ ଭଟଲି ବିଧାୟକ ତଥା ଏହି କାର୍ଯ୍ୟକ୍ରମର ପଶ୍ଚିମ ଓଡ଼ିଶା ସଂଯୋଜକ ଶ୍ରୀ ଇରାଶିଷ ଆଚାର୍ଯ୍ୟଜୀ ଉପସ୍ଥିତ ରହି କାର୍ଯ୍ୟକର୍ତ୍ତା ମାନଙ୍କୁ ସମ୍ବୋଧିତ କରିବା ସହ ଅଭିଯାନର ସଫଳ ରୂପାୟଣ ସମ୍ପର୍କରେ ମାର୍ଗଦର୍ଶନ ଦେଇଥିଲେ।ସେବା, ସମର୍ପଣ ଓ ସଂକଳ୍ପର ଏହି ମହାଅଭିଯାନକୁ ସଫଳ କରିବା ପାଇଁ ଆସନ୍ତୁ ସମସ୍ତେ ଏକତ୍ରିତ ହେବା ବୋଲି ସେ ପ୍ରକାଶ କରିଥିଲେ।

ସେବା ସଙ୍କଳ୍ପ ଅଭିଯାନ_2026 – ସମୀକ୍ଷା

ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା ବିଜେପି ସାଧାରଣ ସମ୍ପାଦକ ଅଭିନନ୍ଦନ ପଣ୍ଡା, ପୂର୍ବତନ ଜିଲ୍ଲା ବିଜେପି ସଭାପତି ସୁବ୍ରତ ଠାକୁର ଓ ଅନ୍ୟାନ୍ୟ କାର୍ଯ୍ୟକର୍ତ୍ତା ଯୋଗଦାନ କରିଥିଲେ।

ସେବା ସଙ୍କଳ୍ପ ଅଭିଯାନ_2026 – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ବୋଡ଼େନ : ବିଜୁ ପଟ୍ଟନାୟକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବୋଡ଼େନ ରେ ନବବରଣ ତଥା ସ୍ବାଗତଂ ଉତ୍ସବ