ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୧୯ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର କନ୍ଧମାଳ ରାୟଗଡ଼ା ମାଲକାନଗିରି ଗଞ୍ଜାମ

ଗୋବିନ୍ଦପୁର ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ଜନ୍ମାଷ୍ଟମୀ ପାଳିତ

ଗୋବିନ୍ଦପୁର ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ଜନ୍ମାଷ୍ଟମୀ ପାଳିତ – ସମୀକ୍ଷା ଖବର

କେନ୍ଦୁଝର ରୁ ଜିଲ୍ଲା ପ୍ରତିନିଧି ନିରଞ୍ଜନ ପାଣିଙ୍କ ରିପୋର୍ଟ/ 04/09:


କେନ୍ଦୁଝର ସହର ନିକଟରେ ଥିବା ଗୋବିନ୍ଦପୁର ଉଚ୍ଚ ପ୍ରାଥମିକ ପରିସରରେ ଶ୍ରୀକୃଷ୍ଣ ଙ୍କ ଜନ୍ମ ଉତ୍ସବ ମହାସମାରୋହରେ ପାଳିତ ହୋଇଛି l ବିଦ୍ୟାଳୟ ର କୁନିକୁନି ଛାତ୍ରଛାତ୍ରୀ ମାନେ ବିଭିନ୍ନ ପ୍ରକାର ରଙ୍ଗବେରଙ୍ଗ ପୋଷାକ ରେ ରାଧା -କୃଷ୍ଣ ବେଶ ହୋଇ ନୃତ୍ୟ ଓ ସଂଗୀତ ପରିବେଷଣ କରି ସମସ୍ତଙ୍କର ମନ ମୋହିଥିଲେ l ଶିକ୍ଷକ ବିଜୟ କୁମାର ମିଶ୍ରଙ୍କ ପ୍ରତ୍ୟେକ ତତ୍ଵାବଧାନରେ ଶ୍ରୀକୃଷ୍ଣ ଙ୍କ ବାଲ୍ୟଲୀଳା ଓ ତାଙ୍କ ଆଦର୍ଶ ଉପରେ ଆଧାରିତ ପ୍ରଶ୍ନ ପଚାରି ଥିଲେ l କାର୍ଯ୍ୟକ୍ରମ ଶେଷରେ କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କାର ଦିଆଯାଇଥିଲା l ଜାତୀୟ ଶିକ୍ଷାନୀତି ଅନୁଯାଇ ଶିଶୁମାନଙ୍କୁ ଭାରତୀୟ ପରମ୍ପରା,ଐତିହ୍ୟ ଓ ସଂସ୍କୃତି ସହ ପରିଚିତ କରିବା ଏହି କାର୍ଯ୍ୟକ୍ରମର ମୂଳ ଲକ୍ଷ ଥିଲା ବୋଲି ପ୍ରଧାନ ଶିକ୍ଷୟତ୍ରୀ ତିଲୋତ୍ତମା ସାହୁ ପ୍ରକାଶ କରିଥିଲେ l

ଗୋବିନ୍ଦପୁର ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ଜନ୍ମାଷ୍ଟମୀ ପାଳିତ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ରାଜ୍ୟ ଚଳଚ୍ଚିତ୍ର ପୁରସ୍କାରପ୍ରାପ୍ତ ଓଡ଼ିଆ ସ୍ୱଳ୍ପଦୈର୍ଘ୍ୟ/ଲଘୁ ଚଳଚ୍ଚିତ୍ର (short film) ‘ଅନୁଭବ’ ଏବେ ୟୁଟ୍ୟୁବ୍‌ରେ ଉପଲବ୍ଧ