ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୧୯ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର କନ୍ଧମାଳ ରାୟଗଡ଼ା ମାଲକାନଗିରି ଗଞ୍ଜାମ

ତୁରୁମୁଙ୍ଗା ବିଦ୍ୟା ବାଟିକାରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ

ତୁରୁମୁଙ୍ଗା ବିଦ୍ୟା ବାଟିକାରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ – ସମୀକ୍ଷା ଖବର

କେନ୍ଦୁଝର ରୁ ଜିଲ୍ଲା ପ୍ରତିନିଧି
ନିରଞ୍ଜନ ପାଣିଙ୍କ ରିପୋର୍ଟ

​ପାଟନା: ପାଟନା ବ୍ଲକ ଅନ୍ତର୍ଗତ ତୁରୁମୁଙ୍ଗା ବିଦ୍ୟା ବାଟିକାରେ ଶ୍ରୀକୃଷ୍ଣ ଜନ୍ମୋତ୍ସବ ଆନନ୍ଦ ଉଲ୍ଲାସ ସହ ପାଳିତ ହୋଇଯାଇଛି। ଏହି ଅବସରରେ କୁନି କୁନି ଛାତ୍ରଛାତ୍ରୀମାନେ ପ୍ରଥମେ ପୂଜାର୍ଚ୍ଚନା କରିବା ସହ ବାଲ କୃଷ୍ଣଙ୍କ ଜନ୍ମଦିବସ ପାଳନ କରିଥିଲେ। ଏହାପରେ ପାରମ୍ପରିକ ହାଣ୍ଡି ଭଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ଏବଂ ସମସ୍ତଙ୍କ ମଧ୍ୟରେ ମିଠା ବଣ୍ଟନ କରାଯାଇଥିଲା।

ତୁରୁମୁଙ୍ଗା ବିଦ୍ୟା ବାଟିକାରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ – ସମୀକ୍ଷା


​ଏହି କାର୍ଯ୍ୟକ୍ରମକୁ ଶିକ୍ଷୟତ୍ରୀ ରଜନନ୍ଦନୀ ଜେନା, ବୀଣାପାଣି ପାତ୍ର, ନବମୀ ପାତ୍ର, ସୁନୀତା ମହନ୍ତ, ହେମାଲତା ମହନ୍ତ, ପୁଷ୍ପଞ୍ଜଳି, ପ୍ରୀତି ନାୟକ ଓ ସାବିତ୍ରୀ ନାୟକ ପ୍ରମୁଖ ସମ୍ପୂର୍ଣ୍ଣ ସହଯୋଗ କରି ପରିଚାଳନା କରିଥିଲେ।

ତୁରୁମୁଙ୍ଗା ବିଦ୍ୟା ବାଟିକାରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ରାଜ୍ୟ ସ୍ତରୀୟ ପରାଭଲିବଲ ଚାମ୍ପିୟାନସିପରେ ଖେଳିବାକୁ ଗଲେ ରାୟଗଡ଼ାର ଦିବ୍ୟାଙ୍ଗ ଖେଳାଳି: ଷ୍ଟେସନରେ ଶୁଭେଚ୍ଛା ଜଣାଇଲେ ବହୁ ସଂଗଠନ