ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୧୯ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର କନ୍ଧମାଳ ରାୟଗଡ଼ା ମାଲକାନଗିରି ଗଞ୍ଜାମ

MBBS ଡାକ୍ତରୀ ଛାତ୍ରୀ ମୃତ୍ୟୁ ମାମଲା

MBBS ଡାକ୍ତରୀ ଛାତ୍ରୀ ମୃତ୍ୟୁ ମାମଲା – ସମୀକ୍ଷା ଖବର

OAS ଭୀମସେନ୍ ଟୁଡୁ ଚାକିରୀରୁ ନିଲମ୍ବନ
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ କଠୋର କାର୍ଯ୍ୟାନୁଷ୍ଠାନ

କପ୍ତିପଦା ଉପଖଣ୍ଡ ୨୭/୦୬/୨୬ (ସମୀକ୍ଷା) ଯଶୋବନ୍ତ ପରିଡା
ଓଡ଼ିଶାର ଚର୍ଚ୍ଚିତ ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲା ଏହି ମାମଲାରେ ଅଭିଯୁକ୍ତ ଓଏଏସ୍ (OAS) ଅଫିସର ଭୀମସେନ ଟୁଡୁଙ୍କୁ ଚାକିରିରୁ ବରଖାସ୍ତ (Dismissal) କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଭୀମସେନ ଟୁଡୁଙ୍କ ବିରୋଧରେ ବିଭିନ୍ନ ଗୁରୁତର ଦଫା, ବିଶେଷକରି ବିଏନଏସ୍ (BNS) ର ଧାରା ୬୯ (ବିବାହର ମିଥ୍ୟା ପ୍ରତିଶ୍ରୁତି ଦେଇ ସମ୍ପର୍କ ରଖିବା) ଏବଂ ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇବା (Abetment of suicide) ଭଳି ମାମଲା ରୁଜୁ ହୋଇଛି। ଏହି ଗୁରୁତର ଅଭିଯୋଗକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ତାଙ୍କୁ ସରକାରୀ ସେବାରୁ ବହିଷ୍କାର କରିଛନ୍ତି। ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ପରେ ତାଙ୍କ ପରିବାର ପକ୍ଷରୁ ଭୀମସେନ ଟୁଡୁଙ୍କ ନାମରେ ଅଭିଯୋଗ ଆସିଥିଲା। ପୋଲିସ ତଦନ୍ତ ପରେ ତାଙ୍କୁ ଗିରଫ କରାଯାଇଥିଲା ଏବଂ ବର୍ତ୍ତମାନ ତାଙ୍କୁ ଚାକିରିରୁ ମଧ୍ୟ ବହିଷ୍କାର କରାଯାଇଛି।

ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଲୁଟେରାଙ୍କ ଟାର୍ଗେଟରେ ମନ୍ଦିର ହୁଣ୍ଡି ବାକ୍ସ ଭାଙ୍ଗି ଟଙ୍କା ସହ ଠାକୁରାଣୀଙ୍କ ଗହଣା ଲୁଟ