ମୁଖ୍ୟ ବିଷୟକୁ ଯାଆନ୍ତୁ
ମଙ୍ଗଳବାର, ୨୦ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର ରାୟଗଡ଼ା ମାଲକାନଗିରି ଗଞ୍ଜାମ କନ୍ଧମାଳ

ଆବୁଧାବିରେ IBPG ସହ ମୁଖ୍ୟମନ୍ତ୍ରୀଙ୍କ ରାଉଣ୍ଡଟେବୁଲ୍ ଆଲୋଚନା

ଆବୁଧାବିରେ IBPG ସହ ମୁଖ୍ୟମନ୍ତ୍ରୀଙ୍କ ରାଉଣ୍ଡଟେବୁଲ୍ ଆଲୋଚନା – ସମୀକ୍ଷା ଖବର

ମନୋଜ କୁମାର ବାରିକ/ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନ୍ୟୁଜ/ଭୁବନେଶ୍ୱର:

ଆବୁଧାବି/ଭୁବନେଶ୍ୱର,ସେପ୍ଟେମ୍ବର ୯, ୨୦୨୬:
ଓଡ଼ିଶା ଇନଭେଷ୍ଟର୍ସ ମିଟ୍‌ର ଅଂଶ ଭାବେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଇଣ୍ଡିଆନ୍ ବିଜନେସ୍ ଆଣ୍ଡ ପ୍ରଫେସନାଲ୍ ଗ୍ରୁପ୍ (IBPG) ଙ୍କ ସହ ଏକ ରାଉଣ୍ଡଟେବୁଲ୍ ଆଲୋଚନାରେ ଯୋଗଦେଇଛନ୍ତି।
ଓଡ଼ିଶା ଓ ୟୁଏଇ ମଧ୍ୟରେ ବାଣିଜ୍ୟ, ରପ୍ତାନି ଓ ବ୍ୟବସାୟିକ ସହଯୋଗ ବୃଦ୍ଧି ଉପରେ ଆଲୋଚନା ହୋଇଥିଲା। ହଳଦୀ, ଅଦା, ସାମୁଦ୍ରିକ ଖାଦ୍ୟ, ଖାଦ୍ୟ ପ୍ରକ୍ରିୟାକରଣ ଓ ପ୍ରମୁଖ ୟୁଏଇ ବ୍ରାଣ୍ଡ ପାଇଁ କଣ୍ଟ୍ରାକ୍ଟ ମ୍ୟାନୁଫାକ୍ଚରିଂ ଏବଂ ଦକ୍ଷ ମାନବ ସମ୍ବଳ ନିମନ୍ତେ ସୁଯୋଗ ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା। ରୁଚି, ଫାର୍ମ ବି, ବି ୱାନ , ଓରି କ୍ଲିନ୍ ଭଳି ଓଡ଼ିଶାଭିତ୍ତିକ କମ୍ପାନୀ ଯୋଗଦେଇଥିଲେ। ଏଥିରେ IBPG ସଭାପତି ଶ୍ରୀ ରାଜୀବ ଶାହା ମଧ୍ୟ ଉପସ୍ଥିତ ଥିଲେ.।

ଆବୁଧାବିରେ IBPG ସହ ମୁଖ୍ୟମନ୍ତ୍ରୀଙ୍କ ରାଉଣ୍ଡଟେବୁଲ୍ ଆଲୋଚନା – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଅବକାରୀ ବିଭାଗର ଚଢ଼ାଉ,ସତର କେଜି ଗଂଜେଇ ଜବତ