ମୁଖ୍ୟ ବିଷୟକୁ ଯାଆନ୍ତୁ
ମଙ୍ଗଳବାର, ୨୦ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର ରାୟଗଡ଼ା ମାଲକାନଗିରି ଗଞ୍ଜାମ କନ୍ଧମାଳ

ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦିଜିଙ୍କ ଦୀର୍ଘାୟୁ କାମନା କରି ଦୁର୍ଗା ମଣ୍ଡପ ରେ ଦିପ ଦାନ

ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦିଜିଙ୍କ ଦୀର୍ଘାୟୁ କାମନା କରି ଦୁର୍ଗା ମଣ୍ଡପ ରେ ଦିପ ଦାନ – ସମୀକ୍ଷା ଖବର

ହିମାଂଶୁ ଭୂଷଣ ନାୟକ/ବରିଷ୍ଟ ସାମ୍ବାଦିକ /ପାରାଦୀପ/ ସମୀକ୍ଷା ନିଉଜ:

ପାରାଦ୍ଵୀପ ବଦପଡିଆ ସ୍ଥିତ ମା ଦୂର୍ଗତି ନାସିନି ମା ଦୂର୍ଗାଙ୍କ ମନ୍ଦିରର ପ୍ରଧାନ ମନ୍ତ୍ରି ନରେନ୍ଦ୍ର ମୋଦିଜି ଙ୍କ ଦୀର୍ଘାୟୁ କାମନା କରି ବହୁ ମହିଳା ଓ ପୁରୁଷମାନେ ଦିପ ଦାନ କରି ଥିବା ଦେଖିବାକୁ ମିଳିଛି l ଏହି ଦ୍ଵିପ ଦାନ ଉତ୍ସବ ରେ ମୁଖ୍ୟ ଅତିଥି ଭାବେ ପାରାଦୀପ ବିଧାୟକ ତଥା ଓଡ଼ିଶା ସରକାର୍ ଙ୍କ ମାନ୍ୟବର ଶିଳ୍ପ ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ ଯୋଗ ଦେଇଥିବା ବେଳେ ଭରତୀୟ ଜନତା ପାର୍ଟି ର ବହୁ ଦଳୀୟ କର୍ମୀ ପାରାଦୀପ ପୌର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ଅଭିଷେକ ପଣ୍ଡା, ପୌର ପରିଷଦର ସମସ୍ତ ଅଫିସ କର୍ମଚାରୀ ପାରାଦୀପ ଅତିରିକ୍ତ ଜିଲ୍ଲାପାଳ ନିରଞ୍ଜନ ବେହେରା ପ୍ରମୁଖ ଯୋଗ ଦେଇ ଭାରତର ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ ଆୟୁଷ କାମନା କରି ସମସ୍ତେ ଦୀପଦାନ କରି ଥିଲେ l

ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦିଜିଙ୍କ ଦୀର୍ଘାୟୁ କାମନା କରି ଦୁର୍ଗା ମଣ୍ଡପ ରେ ଦିପ ଦାନ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଡିଜେ ନିଷେଧ, ତଥାପି ରାଜରାସ୍ତାରେ ଶବ୍ଦ ପ୍ରଦୂଷଣର ତାଣ୍ଡବ; ନିୟମ ଯାଞ୍ଚ ନେଇ ପ୍ରଶ୍ନ