ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୧୯ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର କନ୍ଧମାଳ ରାୟଗଡ଼ା ମାଲକାନଗିରି ଗଞ୍ଜାମ

ଭୋଇପଡ଼ାରେ ସ୍କୁଲ ଭ୍ୟାନ୍ ଦୁର୍ଘଟଣାଗ୍ରସ୍ତ, ଛୁଟି ଥିବାରୁ ବଡ଼ ଅଘଟଣରୁ ବର୍ତ୍ତିଲେ ଛାତ୍ରଛାତ୍ରୀ

ଭୋଇପଡ଼ାରେ ସ୍କୁଲ ଭ୍ୟାନ୍ ଦୁର୍ଘଟଣାଗ୍ରସ୍ତ, ଛୁଟି ଥିବାରୁ ବଡ଼ ଅଘଟଣରୁ ବର୍ତ୍ତିଲେ ଛାତ୍ରଛାତ୍ରୀ – ସମୀକ୍ଷା ଖବର

ଭଗବାନ ମହାନ୍ତି/ ବରିଷ୍ଠ ସାମ୍ବାଦିକ/ ମୁରିବାହାଲ/ ସମୀକ୍ଷା ନ୍ୟୁଜ:

ମୁରିବାହାଲ, ୪/୧୦ ୨୬: ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଭୋଇପଡ଼ା ସ୍କୁଲ ନିକଟ ୫୯ ନମ୍ବର ଜାତୀୟ ରାଜପଥରେ କଣ୍ଟାବାଞ୍ଜି ଲାୟନ୍ସ ପବ୍ଲିକ୍ ସ୍କୁଲର ଏକ ଭ୍ୟାନ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭ୍ୟାନ୍ (OD 31 C 1359) ରବିବାର ରାତି ପ୍ରାୟ ୮ଟା ସମୟରେ ଟିଟିଲାଗଡ଼ ପଟରୁ ବଙ୍ଗୋମୁଣ୍ଡା ଅଭିମୁଖେ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଗଛରେ ପିଟି ହୋଇଥିଲା। ଦୁର୍ଘଟଣାରେ ଭ୍ୟାନ୍‌ର ସମ୍ମୁଖ ଭାଗ କ୍ଷତିଗ୍ରସ୍ତ ହୋଇଥିବା ବେଳେ ଡ୍ରାଇଭର ଆହତ ହୋଇଥିବା ଜଣାପଡ଼ିଛି।

ଭୋଇପଡ଼ାରେ ସ୍କୁଲ ଭ୍ୟାନ୍ ଦୁର୍ଘଟଣାଗ୍ରସ୍ତ, ଛୁଟି ଥିବାରୁ ବଡ଼ ଅଘଟଣରୁ ବର୍ତ୍ତିଲେ ଛାତ୍ରଛାତ୍ରୀ – ସମୀକ୍ଷା

ତେବେ ରବିବାର ସ୍କୁଲ ଛୁଟି ଥିବାରୁ ଭ୍ୟାନ୍‌ରେ କୌଣସି ଛାତ୍ରଛାତ୍ରୀ ନଥିଲେ। ଫଳରେ ଏକ ବଡ଼ ଅଘଟଣରୁ ଛାତ୍ରଛାତ୍ରୀ ବର୍ତ୍ତିଯାଇଥିବା ଜଣାପଡ଼ିଛି। ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚା ହେଉଛି।

ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଆପଣ ଜିମ ଯାଉଛନ୍ତି କି…? ଏ ସବୁଥିରୁ ଦୁରେଇ ରୁହନ୍ତୁ..!