ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୧୯ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର ଖୋର୍ଦ୍ଧା କେନ୍ଦୁଝର କନ୍ଧମାଳ ପୁରୀ

ସିନ୍ଧ୍ରିମାଳ ଆଞ୍ଚଳିକ ସାଧନ କେନ୍ଦ୍ର ଠାରେ କ୍ଲଷ୍ଟରସ୍ତରୀୟ ସୁରଭି କାର୍ଯ୍ୟକ୍ରମ

ସିନ୍ଧ୍ରିମାଳ ଆଞ୍ଚଳିକ ସାଧନ କେନ୍ଦ୍ର ଠାରେ କ୍ଲଷ୍ଟରସ୍ତରୀୟ ସୁରଭି କାର୍ଯ୍ୟକ୍ରମ – ସମୀକ୍ଷା ଖବର

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି /ମାଲକାନଗିରି /ସମୀକ୍ଷା ନ୍ୟୁଜ :୧୦/୧୦/୨୬

ବ୍ଲକ ଅଧୀନ ସିନ୍ଧ୍ରିମାଳ ଆଞ୍ଚଳିକ ସାଧନ କେନ୍ଦ୍ର ସୁରଭି କାର୍ଯ୍ୟକ୍ରମ ତଥା ଶିଶୁ ମହୋତ୍ସବ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ -ମନୁଷକୋଣ୍ଡା ଠାରେ ସି.ଆର.ସି.ସି. ଶ୍ରୀମତୀ ଚିନ୍ମୟୀ ପଣ୍ଡା ଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା ।ସରପଞ୍ଚ ଶ୍ରୀ ଘାସି ନାୟକ ଓ ବିଦ୍ୟାଳୟ ପରିଚାଳନା କମିଟି ର ସଭାପତି ହରି ପଡିଆମି ମହାପ୍ରଭୁ ଜଗନ୍ନାଥଙ୍କ ପାଖରେ ଧୂପ ଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ପଞ୍ଚାୟତର ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ୬୦ ଜଣ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ୨୬ଟି ଭିନ୍ନ ଭିନ୍ନ ପ୍ରତିଯୋଗିତା କରାଯାଇଥିଲା। ଉଦଯାପନ ଉତ୍ସବରେ ସରପଞ୍ଚ ସହ ଅନ୍ୟାନ ଉପସ୍ଥିତ ଅଥିତିମାନଂକ ଦ୍ୱାରା ଛତ୍ରଛାତ୍ରୀ ମାନଂକୁ ୮୦ ଗୋଟି ପୁରସ୍କାର ବିତରଣ କରାଯାଇଥିଲା ।ଏହି କାର୍ଯ୍ୟକ୍ରମରେ ପଞ୍ଚାୟତର ବିଭିନ୍ନ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ଯଥା ବାସନ୍ତୀ ପଟନାୟକ, କେଦାର ମହାକୁଡ଼, ସୁହାସ କରାଟି, ପୁଷ୍ପରାଣୀ ବିଶୋଇ, ମନ ମାଡକାମୀ, ପଲ୍ଲିଶ୍ରୀ ନାୟକ, ଗୋବିନ୍ଦ ରାୟ, ଚିନାରାଣି ବଲଵାନ୍ତରା,ଝରଣା ଭୋଇ, ସୁମିତ୍ରା ଚର୍ଛି, ମନରଞ୍ଜନ ମଣ୍ଡଳ, ଜୟୀତି ସିନା, ଶୁଭେନ୍ଦୁ ପରିଡା,ହରି ଖିଲ,ରଶ୍ମିତା ରାଉତ, ସପନ କୁମାର ମଣ୍ଡଳ, ତଥା ଅନ୍ୟ ମାନେ କାର୍ଯ୍ୟକ୍ରମ କୁ ପରିଚାଳନା ସହ ସହଯୋଗ କରିଥିଲେ ଓ ସଭା ଶେଷରେ ପ୍ରଧାନ ଶିକ୍ଷୟିତ୍ରୀ ସାନ୍ଧ୍ୟରାଣୀ ହନ୍ତାଳ ସମସ୍ତଙ୍କୁ ଧନ୍ୟବାଦ ପ୍ରଦାନ କରି ସଭାସାଙ୍ଗ ଘୋଷଣା କରିଥିଲେ ।

ସିନ୍ଧ୍ରିମାଳ ଆଞ୍ଚଳିକ ସାଧନ କେନ୍ଦ୍ର ଠାରେ କ୍ଲଷ୍ଟରସ୍ତରୀୟ ସୁରଭି କାର୍ଯ୍ୟକ୍ରମ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଆଥେଲେଟିକ୍ସରେ ମାଲକାନଗିରି ଜିଲ୍ଲାର କ୍ରୀଡ଼ାବିତଙ୍କୁ ୮ ପଦକ