ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୧୯ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର ଖୋର୍ଦ୍ଧା କେନ୍ଦୁଝର କନ୍ଧମାଳ ପୁରୀ

ପଟ୍ଟାମୁଣ୍ଡାଇ : ବିଜୁ ଛାତ୍ର ଜନତା ଦଳ ସମର୍ଥିତ ସଭାପତି ପ୍ରାର୍ଥୀଙ୍କୁ ମାଡ ଏବଂ ଅପହରଣ!

ପଟ୍ଟାମୁଣ୍ଡାଇ : ବିଜୁ ଛାତ୍ର ଜନତା ଦଳ ସମର୍ଥିତ ସଭାପତି ପ୍ରାର୍ଥୀଙ୍କୁ ମାଡ ଏବଂ ଅପହରଣ! – ସମୀକ୍ଷା ଖବର

ଜଗବନ୍ଧୁ ଖଟୁଆ/ରାଜନଗର ସାମ୍ବାଦିକ /ସମୀକ୍ଷା ନ୍ୟୁଜ :

ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ୟୁ କେ ମହାବୀର କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା । କଲେଜ ସମ୍ମୁଖରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ । ବିଜୁ ଛାତ୍ର ଜନତା ଦଳ ସମର୍ଥିତ ସଭାପତି ପ୍ରାର୍ଥୀ ଙ୍କୁ ଅନ୍ୟ ଏକ ଦଳର ସମର୍ଥକ ମାନେ ମାଡ଼ ମାରି ଉଠାଇନେଇଥିବା ଅଭିଯୋଗ କରି ଛାତ୍ରଛାତ୍ରୀ ମାନେ ରାସ୍ତା ରୋକ କରିଛନ୍ତି ଘଟଣା ସ୍ଥଳରେ ଉତ୍ତେଜନା ।

ପଟ୍ଟାମୁଣ୍ଡାଇ : ବିଜୁ ଛାତ୍ର ଜନତା ଦଳ ସମର୍ଥିତ ସଭାପତି ପ୍ରାର୍ଥୀଙ୍କୁ ମାଡ ଏବଂ ଅପହରଣ! – ସମୀକ୍ଷା

ପୋଲିସ ଗାଡି ଅଟକାଇ ଛାତ୍ରଛାତ୍ରୀ ଙ୍କ ବିକ୍ଷୋଭ ଦେଖିବାକୁ ମିଳିଛି ।ପ୍ରବଳ ଉତେଜନା କାରଣ ତିନୋଟି ଥାନା ର ଥାନା ଅଧିକାରୀ ଘଟଣା ସ୍ଥଳରେ ପହଂଚି ଛାତ୍ରଛାତ୍ରୀ ମାନଙ୍କୁ ବୁଝାଇବା ପାଇଁ ଚେଷ୍ଟା କରୁଛନ୍ତି l ରାଜନଗର କଟକ ମୁଖ୍ୟ ରାସ୍ତା ବନ୍ଦ ଥିବାରୁ ଅନେକ ଗୁଡିଏ ଗାଡି ଅଟକି ରହିଛି l ମାଡ଼ ମାରିଥିବା ଅଣ ଛାତ୍ର ମାନଙ୍କ ବିରୁଦ୍ଧରେ ତୁରନ୍ତ ଗିରଫ ଦାବି କରି ଛାତ୍ରଛାତ୍ରୀ ମାନେ ବିକ୍ଷୋଭ ଜାରି ରଖିଛନ୍ତିl

ପଟ୍ଟାମୁଣ୍ଡାଇ : ବିଜୁ ଛାତ୍ର ଜନତା ଦଳ ସମର୍ଥିତ ସଭାପତି ପ୍ରାର୍ଥୀଙ୍କୁ ମାଡ ଏବଂ ଅପହରଣ! – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ସୁହାସ ଚାକମା ବନାମ ଭାରତ ସରକାର ଓ ଅନ୍ୟାନ୍ୟ ମାମଲା ସମ୍ବନ୍ଧରେ ସଚେତନତା