ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୧୯ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର ଖୋର୍ଦ୍ଧା କେନ୍ଦୁଝର କନ୍ଧମାଳ ପୁରୀ

କୁଚିଣ୍ଡା ପଞ୍ଚାୟତ ସମିତିରେ ଜନ ଅଭିଯୋଗ ଶୁଣାଣି

କୁଚିଣ୍ଡା ପଞ୍ଚାୟତ ସମିତିରେ ଜନ ଅଭିଯୋଗ ଶୁଣାଣି – ସମୀକ୍ଷା ଖବର

ସମୀକ୍ଷା ବ୍ୟୁରୋ ନ୍ୟୁଜ /ସମ୍ବଲପୁର:

​କୁଚିଣ୍ଡା ୧୨ | ୧୦ :ସମ୍ବଲପୁର ଜିଲ୍ଲା କୁଚିଣ୍ଡା ପଞ୍ଚାୟତ ସମିତି ସଭାଗୃହଠାରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ମିଳିତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସମ୍ବଲପୁର ଜିଲ୍ଲା ପରିଷଦ ର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ପ୍ରସନ୍ନ କୁମାର ପାତ୍ର ଏବଂ କୁଚିଣ୍ଡା ଉପଜିଲ୍ଲାପାଳ ଶ୍ରୀ ସରଓ୍ବନନ୍ ସ. ଯୋଗଦେଇ ଜନସାଧାରଣଙ୍କ ସମସ୍ୟାର ସିଧାସଳଖ ଶୁଣାଣି କରିଛନ୍ତି।​ଏହି ଶିବିରରେ ମୋଟ ୭୨ ଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା, ଯେଉଁଥିରେ ୬୬ ଟି ବ୍ୟକ୍ତିଗତ ଏବଂ ୬ ଟି ସାମୂହିକ ଗୋଷ୍ଠୀଗତ ଅଭିଯୋଗ ସାମିଲ ଥିଲା। ଆସିଥିବା ସମସ୍ତ ସମସ୍ୟାଗୁଡ଼ିକର ଶୀଘ୍ର ଏବଂ ସମୟସୀମା ମଧ୍ୟରେ ସମାଧାନ କରିବା ପାଇଁ ମୁଖ୍ୟ ଉନ୍ନୟନ ଅଧିକାରୀ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

କୁଚିଣ୍ଡା ପଞ୍ଚାୟତ ସମିତିରେ ଜନ ଅଭିଯୋଗ ଶୁଣାଣି – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଜୁନାଗଡ଼ରେ ଜିଲ୍ଲାସ୍ତରୀୟ ଜନଅଭିଯୋଗ ଶୁଣାଣି ଶିବିର: ୩୦ ଅଭିଯୋଗ ଗ୍ରହଣ, ୪ଟିର ତତ୍କାଳ ସମାଧାନ