ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୧୯ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର କନ୍ଧମାଳ ରାୟଗଡ଼ା ମାଲକାନଗିରି ଗଞ୍ଜାମ

ବାଲିମେଳା-ଚିତ୍ରକୋଣ୍ଡା ଘାଟି ରାସ୍ତାରେ ୫ ଫୁଟ ଲମ୍ବର କୁମ୍ଭୀର ଉଦ୍ଧାର

ବାଲିମେଳା-ଚିତ୍ରକୋଣ୍ଡା ଘାଟି ରାସ୍ତାରେ ୫ ଫୁଟ ଲମ୍ବର କୁମ୍ଭୀର ଉଦ୍ଧାର – ସମୀକ୍ଷା ଖବର

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି, ୨୫/୦୮/୨୬: ଗତ କାଲି ରାତିରେ ମାଲକାନଗିରି ଜିଲ୍ଲା ର ବାଲିମେଳା ରୁ ଚିତ୍ରକୋଣ୍ଡା ଅଂଚଳ କୁ ଯୋଗାଯୋଗ କରୁଥବା ଘାଟି ରାସ୍ତା ରେ ୫ ଫୁଟ ଲମ୍ବର ଏକ କୁମ୍ଭୀର ଥିବା ସୂଚନା ପାଇ ବନବିଭାଗ ର କର୍ମଚାରୀମାନେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲେ ଓ କୁମ୍ଭୀରଟିକୁ ସୁରକ୍ଷିତ ଭାବରେ ଉଦ୍ଧାର କରିଥିଲେ।କିଛିଦିନ ତଳେ ଗାଁ ବନ୍ଧରୁ କୁମ୍ଭୀରଟିଏ ଉଦ୍ଧାର କରାଯାଇଥିଲା ଏବେ ରାସ୍ତା ଉପରୁ ପ୍ରବଳ ବର୍ଷା ଯୋଗୁ କୁମ୍ଭୀର ଆଖ ପାଖ ନଦୀରୁ ଆସୁଥିବା ଜଣାପଡିଛି।ଉଦ୍ଧାର କୁମ୍ଭୀରଟି ବର୍ତ୍ତମାନ ଡାକ୍ତରୀ ପର୍ଯ୍ୟବେକ୍ଷଣରେ ରଖାଯାଇଛି ଏବଂ କୁମ୍ଭୀରଟିର ସ୍ୱାସ୍ଥ୍ୟ ଯାଞ୍ଚ ପ୍ରକ୍ରିୟା ଶେଷ କରିବା ପରେ ଏହାକୁ ପ୍ରାକୃତିକ ବାସସ୍ଥାନରେ ଛାଡି ଦିଆଯିବ।

ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଚାଷୀଙ୍କ ସ୍ବପ୍ନ ପୂରଣ ସରକାରଙ୍କ ଲକ୍ଷ୍ୟ; ଉପମୁଖ୍ୟମନ୍ତ୍ରୀ: ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର ୬୫ତମ ପ୍ରତିଷ୍ଠା ଦିବସ