ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୧୯ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର କନ୍ଧମାଳ ରାୟଗଡ଼ା ମାଲକାନଗିରି ଗଞ୍ଜାମ

ମାଲକାନଗିରି:ଚୋରା ଚାଲାଣ ପାଇଁ ଗଚ୍ଛିତ ଥିବା ୧ ଟନ ୨୫ କେଜି ଗଞ୍ଜେଇ ଜବତ

ମାଲକାନଗିରି:ଚୋରା ଚାଲାଣ ପାଇଁ ଗଚ୍ଛିତ ଥିବା ୧ ଟନ ୨୫ କେଜି ଗଞ୍ଜେଇ ଜବତ – ସମୀକ୍ଷା ଖବର

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି:କାଲିମେଳା ଥାନା ପୋଲିସ ଦ୍ୱାରା ଜବତ ହେଲା ଗଚ୍ଛିତ ଥିବା ଗଞ୍ଜେଇ । କାଲିମେଳା ଥାନା ପୋଲିସ କୌଣସି ଏକ ଗୁପ୍ତ ସୂତ୍ରରୁ ଖବର ପାଇ କାଲିମେଳା ଥାନା ଆଇଆଇସି ଶ୍ରୀଯୁକ୍ତ ପ୍ରଭୁଦତ୍ତ ବିଶ୍ଵାଳ ଏବଂ ତାଙ୍କ ପୋଲିସ ଟିମ୍ କାଲିମେଳା ଥାନା ଅନ୍ତର୍ଗତ କାଙ୍ଗୁରୁକୋଣ୍ଡା ଗ୍ରାମ ପଞ୍ଚାୟତର ଏମ୍ ଭି ୭୩ ଗ୍ରାମ ପାଖରୁ ୧ ଟନ ୨୫ କେଜି ଗଞ୍ଜେଇ ଜବତ କରିବାରେ ସଫଳ ହୋଇଛି।

ମାଲକାନଗିରି:ଚୋରା ଚାଲାଣ ପାଇଁ ଗଚ୍ଛିତ ଥିବା ୧ ଟନ ୨୫ କେଜି ଗଞ୍ଜେଇ ଜବତ – ସମୀକ୍ଷା

ଯାହାର ଆନୁମାନିକ ମୂଲ୍ୟ ଏକ କୋଟି ଦୁଇ ଲକ୍ଷ ପଚାଶ ହଜାର ଟଙ୍କା ହେବ ବୋଲି ଅନୁମାନ କରାଯାଉଛି। ଏହି ଗଞ୍ଜେଇ ବାହାରକୁ ଚାଲାଣ କରିବା ପାଇଁ ଏମ୍ ଭି ୭୩ ଗ୍ରାମ ପାଖରେ ଗଚ୍ଛିତ କରି ରଖାଯାଇଥିଲା। ଏଥିରେ କେହି ଗିରଫ ହୋଇ ନଥିବା ବେଳେ ଏନଡିପିଏସ ଆକ୍ଟ ୧୯୩/୨୦୨୬ ରେ ଏକ ମାମଲା ରୁଜୁ କରି କାଲିମେଳା ଥାନା ପୋଲିସ ଅଧିକ ତଦନ୍ତ ଜାରି ରଖିଛି।

ମାଲକାନଗିରି:ଚୋରା ଚାଲାଣ ପାଇଁ ଗଚ୍ଛିତ ଥିବା ୧ ଟନ ୨୫ କେଜି ଗଞ୍ଜେଇ ଜବତ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ବଡ଼ ମାଓବାଦୀ ଡମ୍ପ ଠାବ: ପିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ବିସ୍ଫୋରକ, କ୍ଲେମୋର ମାଇନ୍ ଓ ଅନ୍ୟାନ୍ୟ ମାଓ ସାମଗ୍ରୀ ଜବତ