ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୨୩ ନଭେମ୍ବର ୨୦୨୬
News Update
୧ ଘଣ୍ଟା ପୂର୍ବେFormer clerk arrested for misappropriating Rs 3.81 crore : ଖପ୍ରାଖୋଲ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ୩.୮୧ କୋଟି ଟଙ୍କାର ସରକାରୀ ଅର୍ଥ ଆତ୍ମସାତ ପୂର୍ବତନ କିରାଣୀ ଗିରଫ ୧ ଘଣ୍ଟା ପୂର୍ବେKeonjhar Polio Drops: କେନ୍ଦୁଝର ଜିଲ୍ଲାରେ ପ୍ରଥମ ଦିନ ୮୫% ଶିଶୁଙ୍କୁ ପୋଲିଓ ବୁନ୍ଦା ପ୍ରଦାନ ୧ ଘଣ୍ଟା ପୂର୍ବେPradhaniguda Industrial Training Institute: ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ ପ୍ରଧାନୀଗୁଡାର ସମାବର୍ତ୍ତନ ଉତ୍ସବ ୧ ଘଣ୍ଟା ପୂର୍ବେMalkangiri Pulse Polio Programme: ମାଲକାନଗିରି ଜିଲ୍ଲାରେ ସମନ୍ୱିତ ପଲ୍ସ ପୋଲିଓ ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ ୧ ଘଣ୍ଟା ପୂର୍ବେShaheed Laxman Nayak Jayanti: ଜିଲ୍ଲାସ୍ତରୀୟ ସହୀଦ ଲକ୍ଷ୍ମଣ ନାୟକ ଜୟନ୍ତୀ ପାଳିତ ୨ ଘଣ୍ଟା ପୂର୍ବେNaveen & Pandian’s foreign visit investigation: ନବୀନ ଓ ପାଣ୍ଡିଆନଙ୍କ ବିଦେଶ ଗସ୍ତ, ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ୨ ଘଣ୍ଟା ପୂର୍ବେPottangi Block Horrific accident: ପଟ୍ଟାଙ୍ଗି ବ୍ଲକ-ପାୱାର ଟିଲରରେ ଚାଷ କରୁଥିବା ବେଳେ ଭୟଙ୍କର ଦୁର୍ଘଟଣା ୩ ଘଣ୍ଟା ପୂର୍ବେRayagada 4th Annual ‘Diyal Parab’: ରାୟଗଡ଼ା-ଜିସିଡି ପଡିଆଠାରେ ଚତୁର୍ଥ ବର୍ଷ ଦିଆଲ୍ ପରବ୍ ଭେଟଘାଟ୍‌ ୩ ଘଣ୍ଟା ପୂର୍ବେNuabazar Mahakaleshwar Temple: ନୂଆବଜାର ସ୍ଥିତ ବାବା ମହାକାଳେଶ୍ୱର ମନ୍ଦିରରେ ଭକ୍ତଙ୍କ ପ୍ରବଳ ସମାଗମ ୩ ଘଣ୍ଟା ପୂର୍ବେTaekwondo Championship: ଇଣ୍ଡିଆ ଓପନ୍ ଇଣ୍ଟରନ୍ୟାସନାଲ ରେଙ୍କିଙ୍ଗ ଟାଇକୋଣ୍ଡୋ ଚାମ୍ପିଅନସିପରେ ଓଡ଼ିଶା ଖେଳାଳିଙ୍କ ଅଂଶଗ୍ରହଣ
ଚର୍ଚ୍ଚାରେ ମୟୂରଭଞ୍ଜ ଜଗତସିଂହପୁର ନୟାଗଡ଼ ରାୟଗଡ଼ା କେନ୍ଦୁଝର ମାଲକାନଗିରି ବରଗଡ଼

ରାଜନଗର: ହଂସୁଆ ନଦିରେ ଚାପ ଖେଳି ବିଦାୟ ନେଲେ ମା’ ଦୁର୍ଗା

ରାଜନଗର: ହଂସୁଆ ନଦିରେ ଚାପ ଖେଳି ବିଦାୟ ନେଲେ ମା’ ଦୁର୍ଗା – ସମୀକ୍ଷା ଖବର
ରାଜନଗର: ହଂସୁଆ ନଦିରେ ଚାପ ଖେଳି ବିଦାୟ ନେଲେ ମା’ ଦୁର୍ଗା – ସମୀକ୍ଷା

ଜଗବନ୍ଧୁ ଖଟୁଆ/ରାଜନଗର ସାମ୍ବାଦିକ /ସମୀକ୍ଷା ନ୍ୟୁଜ :

22/10/2026: କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗରର ଗଣପର୍ବ ଶାରଦୀୟ ଦୁର୍ଗାପୂଜା ଉତ୍ସାହ ଉଦ୍ଦିପନାର ସହ ଶେଷ ହୋଇଛି । ଆଜି ହଂସୁଆ ନଦୀରେ ମେଲାଣି ନେବେ ମା। ପରମ୍ପରା ଅନୁଯାୟୀ ଗୋପାଳ ସଂପ୍ରଦାୟର ଲୋକେ ମା ଙ୍କୁ କାନ୍ଧରେ ବୋହି ରାଜନଗର ବଜାର ପରିକ୍ରମା କରି ହଂସୁଆ ନଦୀ କୂଳରେ ପହଁଚାଇ। ଘଂଟଘଂଟା ଓ ପାରମ୍ପାରିକ ବାଦ୍ୟ ସହିତ ହରିବୋଲ ହୁଳହୁଳି ଧ୍ୱନୀରେ ମା’ଙ୍କୁ ମେଲାଣି ଦିଆଯିବ। ହଂସୁଆ ନଦୀରେ ଥିବା ସୁସଜ୍ଜିତ ନୌକାରେ ମା’ ବସି ସାତ ଘେରା ଚାପ ଖେଳିବା ପରେ । ମା ଙ୍କୁ ଦିଆଯିବ ମେଲାଣି। ମା’ ଦୁର୍ଗାଙ୍କ ସହିତ ବନଦୁର୍ଗା, ମା’ଶାରଳା, ମା’ଗଙ୍ଗାମାତାଙ୍କ ମୃଣ୍ମୟ ମୂର୍ତିକୁ ସୁସଜ୍ଜିତ ନୌକାରେ ଚାପଖେଳ ମାଧ୍ୟମରେ ମେଲାଣି ଦିଆଯିବ। ସାରା ଓଡିଶାରେ ବିରଳ ଏହି ଜଳପଥରେ ଭଷାଣି ଉତ୍ସବ ଦେଖିବାକୁ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ ଜମେ। ନଈ ମଧ୍ୟରେ ଭଜନ କୀର୍ତନ ପାରମ୍ପାରିକ ବାଦ୍ୟ ସହିତ ମା’ ଓ ଦେବାଦେବୀଙ୍କୁ ମେଲାଣି ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥାଏ । ଦୀର୍ଘ ୧ କିମି ବ୍ୟାପି ନଈ ମଧ୍ୟରେ ୭ଘେରା ଚାପ ଖେଳିବା ପରେ ମା’ଙ୍କୁ ମେଲାଣି ଯିବାର ନିଆରା ପରମ୍ପରା ଏଠାରେ ଦେଖିବାକୁ ମିଳେ ଦୀର୍ଘ 200 ବର୍ଷରୁ ଅଧିକ ହେବ ରାଜ ରାଜୁଡା ଅମଳ ରୁ ଏହି ପରମ୍ପରା ଅନୁଷ୍ଠିତ ହୋଇ ଆସୁଛି l

ରାଜନଗର: ହଂସୁଆ ନଦିରେ ଚାପ ଖେଳି ବିଦାୟ ନେଲେ ମା’ ଦୁର୍ଗା – ସମୀକ୍ଷା

ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଢେଙ୍କାନାଳ: ଗଜଲକ୍ଷ୍ମୀ ପୂଜା ପାଇଁ ଅଗ୍ନିଶମ ବିଭାଗର ବ୍ୟାପକ ପ୍ରସ୍ତୁତି