ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୨୩ ନଭେମ୍ବର ୨୦୨୬
News Update
୨୫ ମିନିଟ ପୂର୍ବେPottangi Block Horrific accident: ପଟ୍ଟାଙ୍ଗି ବ୍ଲକ-ପାୱାର ଟିଲରରେ ଚାଷ କରୁଥିବା ବେଳେ ଭୟଙ୍କର ଦୁର୍ଘଟଣା ୫୨ ମିନିଟ ପୂର୍ବେRayagada 4th Annual ‘Diyal Parab’: ରାୟଗଡ଼ା-ଜିସିଡି ପଡିଆଠାରେ ଚତୁର୍ଥ ବର୍ଷ ଦିଆଲ୍ ପରବ୍ ଭେଟଘାଟ୍‌ ୧ ଘଣ୍ଟା ପୂର୍ବେKashipur llegal sale of foreign liquor: କାଶୀପୁର-ବିଏର ପାର୍ଲର ନାଁରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ! ୧ ଘଣ୍ଟା ପୂର୍ବେNuabazar Mahakaleshwar Temple: ନୂଆବଜାର ସ୍ଥିତ ବାବା ମହାକାଳେଶ୍ୱର ମନ୍ଦିରରେ ଭକ୍ତଙ୍କ ପ୍ରବଳ ସମାଗମ ୧ ଘଣ୍ଟା ପୂର୍ବେTaekwondo Championship: ଇଣ୍ଡିଆ ଓପନ୍ ଇଣ୍ଟରନ୍ୟାସନାଲ ରେଙ୍କିଙ୍ଗ ଟାଇକୋଣ୍ଡୋ ଚାମ୍ପିଅନସିପରେ ଓଡ଼ିଶା ଖେଳାଳିଙ୍କ ଅଂଶଗ୍ରହଣ ୧ ଘଣ୍ଟା ପୂର୍ବେLAMPS employee flees after promising marriage tribal girl: ଆଦିବାସୀ ଝିଅକୁ ବିବାହର ପ୍ରତିଶ୍ରୁତି ଦେଇ ଚମ୍ପଟ ମାରିଲେ ଲେମ୍ପସ କର୍ମଚାରୀ ୨ ଘଣ୍ଟା ପୂର୍ବେParadip Death of a bike rider: ପାରାଦୀପ ଗଡ଼ଗେଟ୍ ବଜାରରେ ଅଜଣା ଟ୍ରକ୍ ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ! ୨ ଘଣ୍ଟା ପୂର୍ବେParadip Sri Sathya Sai Baba’s Birth Anniversary: ପାରାଦୀପରେ ଭଗବାନ ଶ୍ରୀ ସତ୍ୟସାଇ ବାବାଙ୍କ ୧୦୧ତମ ଜନ୍ମୋତ୍ସବ ପାଳିତ ୨ ଘଣ୍ଟା ପୂର୍ବେBargarh Kharif paddy procurement: ଆସନ୍ତା ନଭେମ୍ବର ୩୦ରୁ ବରଗଡ ଜିଲ୍ଲାରେ ଆରମ୍ଭ ହେବ ଖରିଫ୍ ଧାନ ସଂଗ୍ରହ ୨ ଘଣ୍ଟା ପୂର୍ବେPatana Launch of Firefighting Vehicle: ପାଟଣା ଅଗ୍ନିଶମ କେନ୍ଦ୍ରରେ ନୂତନ ଅଗ୍ନିଶମ ଗାଡ଼ିର ଶୁଭାରମ୍ଭ
ଚର୍ଚ୍ଚାରେ ମୟୂରଭଞ୍ଜ ଜଗତସିଂହପୁର ରାୟଗଡ଼ା ନୟାଗଡ଼ ବରଗଡ଼ କେନ୍ଦୁଝର ଖୋର୍ଦ୍ଧା

ଯାଜପୁରର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଭାବେ ଅଭିନାଶ ସାଗରଙ୍କ ଯୋଗଦାନ

ଯାଜପୁରର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଭାବେ ଅଭିନାଶ ସାଗରଙ୍କ ଯୋଗଦାନ – ସମୀକ୍ଷା ଖବର

ଚନ୍ଦ୍ରମଣି ଜେନା / ସାମ୍ବାଦିକ/ ସମୀକ୍ଷା ନ୍ୟୁଜ/ଯାଜପୁର:

ଯାଜପୁର, ତା. ୨୨.୧୦.୨୦୨୬: ଶ୍ରୀ ଅଭିନାଶ ସାଗର ଆଜି ଯାଜପୁର ଜିଲ୍ଲାର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ (SDIPRO) ଭାବେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ, ଯାଜପୁରଠାରେ ଯୋଗଦାନ କରିଛନ୍ତି। ଏହା ପୂର୍ବରୁ ସେ ସୂଚନା ଓ ଲୋକସମ୍ପର୍କ ନିର୍ଦ୍ଦେଶାଳୟରେ ସୂଚନା ଅଧିକାରୀ ଭାବେ କାର୍ଯ୍ୟରତ ଥିଲେ।
ଉଲ୍ଲେଖଯୋଗ୍ୟ ଯେ, ଯାଜପୁର ଜିଲ୍ଲାରେ ପୂର୍ବରୁ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଭାବେ କାର୍ଯ୍ୟରତ ଥିବା ଶ୍ରୀ ସତ୍ୟବ୍ରତ ପାଣିଗ୍ରାହୀ ଗତ ଜୁନ୍ ମାସରେ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନକୁ ସୂଚନା ଅଧିକାରୀ ଭାବେ ବଦଳି ହୋଇଥିଲେ। ଶ୍ରୀ ସାଗର ଯାଜପୁର ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ଏବଂ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଯୁଧିଷ୍ଠିର ନାଏକଙ୍କୁ ସାକ୍ଷାତ କରି ନିଜର ଯୋଗଦାନ ପତ୍ର ପ୍ରଦାନ କରିଥିଲେ। ଏହି ଅବସରରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ କାମିନୀ ରଞ୍ଜନ ପଟ୍ଟନାୟକଙ୍କ ସମେତ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଶ୍ରୀ ସାଗରଙ୍କୁ ସ୍ୱାଗତ ଜଣାଇଥିଲେ।

ଯାଜପୁରର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଭାବେ ଅଭିନାଶ ସାଗରଙ୍କ ଯୋଗଦାନ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ସାଇବର ଠକେଇ ଓ କିଶୋରୀ ବାଳିକାଙ୍କ ଅଧିକାର ସମ୍ପର୍କରେ ଜିଲ୍ଲାସ୍ତରୀୟ କର୍ମଶାଳା