ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୨୩ ନଭେମ୍ବର ୨୦୨୬
News Update
୨୨ ମିନିଟ ପୂର୍ବେRayagada 4th Annual ‘Diyal Parab’: ରାୟଗଡ଼ା-ଜିସିଡି ପଡିଆଠାରେ ଚତୁର୍ଥ ବର୍ଷ ଦିଆଲ୍ ପରବ୍ ଭେଟଘାଟ୍‌ ୩୨ ମିନିଟ ପୂର୍ବେKashipur llegal sale of foreign liquor: କାଶୀପୁର-ବିଏର ପାର୍ଲର ନାଁରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ! ୫୫ ମିନିଟ ପୂର୍ବେNuabazar Mahakaleshwar Temple: ନୂଆବଜାର ସ୍ଥିତ ବାବା ମହାକାଳେଶ୍ୱର ମନ୍ଦିରରେ ଭକ୍ତଙ୍କ ପ୍ରବଳ ସମାଗମ ୧ ଘଣ୍ଟା ପୂର୍ବେTaekwondo Championship: ଇଣ୍ଡିଆ ଓପନ୍ ଇଣ୍ଟରନ୍ୟାସନାଲ ରେଙ୍କିଙ୍ଗ ଟାଇକୋଣ୍ଡୋ ଚାମ୍ପିଅନସିପରେ ଓଡ଼ିଶା ଖେଳାଳିଙ୍କ ଅଂଶଗ୍ରହଣ ୧ ଘଣ୍ଟା ପୂର୍ବେLAMPS employee flees after promising marriage tribal girl: ଆଦିବାସୀ ଝିଅକୁ ବିବାହର ପ୍ରତିଶ୍ରୁତି ଦେଇ ଚମ୍ପଟ ମାରିଲେ ଲେମ୍ପସ କର୍ମଚାରୀ ୧ ଘଣ୍ଟା ପୂର୍ବେParadip Death of a bike rider: ପାରାଦୀପ ଗଡ଼ଗେଟ୍ ବଜାରରେ ଅଜଣା ଟ୍ରକ୍ ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ! ୧ ଘଣ୍ଟା ପୂର୍ବେParadip Sri Sathya Sai Baba’s Birth Anniversary: ପାରାଦୀପରେ ଭଗବାନ ଶ୍ରୀ ସତ୍ୟସାଇ ବାବାଙ୍କ ୧୦୧ତମ ଜନ୍ମୋତ୍ସବ ପାଳିତ ୧ ଘଣ୍ଟା ପୂର୍ବେBargarh Kharif paddy procurement: ଆସନ୍ତା ନଭେମ୍ବର ୩୦ରୁ ବରଗଡ ଜିଲ୍ଲାରେ ଆରମ୍ଭ ହେବ ଖରିଫ୍ ଧାନ ସଂଗ୍ରହ ୨ ଘଣ୍ଟା ପୂର୍ବେPatana Launch of Firefighting Vehicle: ପାଟଣା ଅଗ୍ନିଶମ କେନ୍ଦ୍ରରେ ନୂତନ ଅଗ୍ନିଶମ ଗାଡ଼ିର ଶୁଭାରମ୍ଭ ୨ ଘଣ୍ଟା ପୂର୍ବେPatna MLA reaches disabled elderly couple: ଅସହାୟ ଭିନ୍ନକ୍ଷମ ବୃଦ୍ଧ ଦମ୍ପତିଙ୍କ ନିକଟରେ ପହଞ୍ଚିଲେ ପାଟଣା ବିଧାୟକ
ଚର୍ଚ୍ଚାରେ ମୟୂରଭଞ୍ଜ ଜଗତସିଂହପୁର ନୟାଗଡ଼ ରାୟଗଡ଼ା ବରଗଡ଼ କେନ୍ଦୁଝର ନୂଆପଡ଼ା

ମତ୍ସ୍ୟଜୀବିଙ୍କୁ ବାତ୍ୟା ସମ୍ପର୍କିତ ସତର୍କତା ସୂଚନା

ମତ୍ସ୍ୟଜୀବିଙ୍କୁ ବାତ୍ୟା ସମ୍ପର୍କିତ ସତର୍କତା ସୂଚନା – ସମୀକ୍ଷା ଖବର

ହିମାଂଶୁ ଭୂଷଣ ନାୟକ/ସାମ୍ବାଦିକ /ପାରାଦୀପ/ ସମୀକ୍ଷା ନ୍ୟୁଜ:

ଭାରତୀୟ ପାଣିପାଗ ବିଭାଗ ର ସତର୍କତା ସୂଚନାନୁଯାଇ ପାରାଦ୍ୱୀପ ର ଷଣ୍ଢକୁଦ ଓ ନୂଆବଜାର ଅଞ୍ଚଳରେ ଥ‌ିବା ସମସ୍ତ ବୋଟମାଲିକ, ଡଙ୍ଗା ମାଲିକ ଓ ମତ୍ସ୍ୟଜୀବୀଙ୍କୁ ମତ୍ସ୍ୟବିଭାଗ ତରଫରୁ ଏହି ସତର୍କତା ସୂଚନା ଜାରୀ କରାଯାଇଛି।ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଅଛି, ଏହା କ୍ରମଶଃ ଅବପାତରେ ପରିଣତ ହୋଇ ବାତ୍ୟାରେ ପରିଣତ ହେବ ।ଏହାର ପ୍ରଭାବରେ ଆସନ୍ତା ୨୮/ ଅକ୍ଟୋବର/୨୦୨୬ ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହିବା ସହ, ପ୍ରବଳରୁ ଅତି ପ୍ରବଳ ଝଡ ବର୍ଷା ଓ ପବନର ବେଗ ୪୦ କି.ମି ରୁ କ୍ରମଶଃ ବଢି ୬୦ କିମି ବେଗରେ ବହିବାର ସମ୍ଭାବନା ଅଛି । ଏଣୁ ୨୮/ ଅକ୍ଟୋବର/୨୦୨୬ ପର୍ଯ୍ୟନ୍ତ ସମୁଦ୍ରକୁ ମାଛ ଧରିବାକୁ ଯିବା ବାରଣ କରାଯାଇଛି । ଯେଉଁ ମତ୍ସ୍ୟଜୀବୀ ଭାଇମାନେ ସମୁଦ୍ର ମଧ୍ୟରେ ଅଛନ୍ତି ସେମାନେ ଯଥାସମ୍ଭବ କୂଳକୁ ଫେରିଆସିବା ପାଇଁ ଡାକବାଜୀ ଯନ୍ତ୍ର ଦ୍ବାରା ଅବଗତ କରାଯାଇଛି। ଏହା ଧନ ଓ ଜୀବନ ସୁରକ୍ଷା ନିମନ୍ତେ ଏହା ପାଳନ କରିବା ଜରୁରୀ ଅଟେ । ସୁରକ୍ଷା ଦୁଷ୍ଟିରୁ ଏହି ସତର୍କ ସୂଚନା ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ଓଡିଶା ସରକାରଙ୍କ ତରଫରୁ ଜାରି କରାଯାଇଛି।

ମତ୍ସ୍ୟଜୀବିଙ୍କୁ ବାତ୍ୟା ସମ୍ପର୍କିତ ସତର୍କତା ସୂଚନା – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଦୁର୍ନୀତି ନିବାରଣ ସପ୍ତାହ ପାଳନ ନେଇ ମାଲକାନଗିରି ଜିଲ୍ଲା ପରିଷଦରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ