ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୪ ଘଣ୍ଟା ପୂର୍ବେSecurity to High-Profile Leaders: ହାଇପ୍ରୋଫାଇଲ୍ ନେତାଙ୍କୁ ସୁରକ୍ଷା ଯୋଗାନ୍ତି କେଉଁ ଆର୍ମି ୪ ଘଣ୍ଟା ପୂର୍ବେPublic movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା ୪ ଘଣ୍ଟା ପୂର୍ବେSOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ ୫ ଘଣ୍ଟା ପୂର୍ବେPrime Minister Narendra Modi’s mega roadshow in Bihar: ବିହାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ୍ ଶୋ ୫ ଘଣ୍ଟା ପୂର୍ବେCyclone wreaks havoc in Puri district: ପୁରୀ ଜିଲ୍ଲାରେ ବାତ୍ୟାର ତାଣ୍ଡବ, ଉଜାଡ଼ିଦେଲା ଚାଷୀଙ୍କ ସୁନାର ଫସଲ ୫ ଘଣ୍ଟା ପୂର୍ବେIllegal sale of foreign liquor, Rayagada District Excise Department sealed: ବିଅର ପାର୍ଲର ନାଁ ରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ; ଅଭିଯୋଗ ପରେ ସିଲ କରିଲା ଜିଲ୍ଲା ଅବକାରୀ ବିଭାଗ ୫ ଘଣ୍ଟା ପୂର୍ବେMajor setback for the Excise Department over allegations of spurious liquor: ନକଲି ମଦ ଅଭିଯୋଗରେ ଅବକାରୀ ବିଭାଗକୁ ଶକ୍ତ ଝଟକା ୫ ଘଣ୍ଟା ପୂର୍ବେReligious Festivals: ମସ୍କାବାରୀରେ ଶ୍ରୀ ଶନିଶ୍ଚର ଦେବଙ୍କ ଷଷ୍ଠ ବାର୍ଷିକ ଉତ୍ସବ ପାଳିତ ୫ ଘଣ୍ଟା ପୂର୍ବେSuccession certificate deadline: ସମୟସୀମା ଅତିକ୍ରମ ପରେ ମିଳିଲା ଉତ୍ତରାଧିକାରୀ ପ୍ରମାଣପତ୍ର ୫ ଘଣ୍ଟା ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ
ଚର୍ଚ୍ଚାରେ ମୟୂରଭଞ୍ଜ ନୟାଗଡ଼ ଜଗତସିଂହପୁର ନୂଆପଡ଼ା ମାଲକାନଗିରି କେନ୍ଦୁଝର ବରଗଡ଼

ଜରାଶ୍ରମର ଅନ୍ତେବାସୀଙ୍କ ଆଶୀର୍ବାଦରେ ଅଭିଭୂତ ହେଲେ ସମାଜସେବୀ ରାକେଶ

ଜରାଶ୍ରମର ଅନ୍ତେବାସୀଙ୍କ ଆଶୀର୍ବାଦରେ ଅଭିଭୂତ ହେଲେ ସମାଜସେବୀ ରାକେଶ – ସମୀକ୍ଷା ଖବର

ହିମାଂଶୁ ଭୂଷଣ ନାୟକ/ସାମ୍ବାଦିକ /ପାରାଦୀପ/ ସମୀକ୍ଷା ନ୍ୟୁଜ:

ପାରାଦୀପ ର ପରିଚିତ ସମାଜସେବୀ ତଥା ଗ୍ରୀନ ପାରାଦୀପ ଟ୍ରଷ୍ଟ ର ସଭାପତି ରାକେଶ କୁମାର ପଟ୍ଟନାୟକ ରବିବାର ଦିନ ନିଜ ଜନ୍ମଦିନ କୁ ନିଆରା ଢଙ୍ଗରେ ସ୍ଥାନୀୟ ବାଲିଝରା ସ୍ଥିତ ମା ସନ୍ତୋଷୀ ଜରାଶ୍ରମରେ ପାଳନ କରିଛନ୍ତି l ଏହି ଅବସରରେ ଜରାଶ୍ରମର ଅନ୍ତେବାସୀ ମାନେ ପଟ୍ଟନାୟକ ଙ୍କ ନିରାମୟ ଓ ସୁଦୀର୍ଘ ଜୀବନ କାମନା କରି ତାଙ୍କୁ ଆଶୀର୍ବାଦ ପ୍ରଦାନ କରିଥିଲେ l ଏହି କାର୍ଯ୍ୟକ୍ରମରେ ତାଙ୍କର ବନ୍ଧୁ, ଗ୍ରୀନ ପାରାଦୀପ ଟ୍ରଷ୍ଟ ର ବହୁ ସଦସ୍ୟ ଓ ସାମ୍ବାଦିକ ବନ୍ଧୁ ମାନେ ଉପସ୍ଥିତ ଥିଲେ l ଶେଷରେ ଜରାଶ୍ରମ ର ଅନ୍ତେବାସୀ ମାନଙ୍କୁ ଖାଦ୍ୟ ବଣ୍ଟନ କରାଯାଇଥିଲା l ତେବେ ସାଧାରଣରେ ନିଜ ଜନ୍ମ ଦିବସକୁ ସମସ୍ତେ ଆଡମ୍ବର ସହକାରେ ପାଳନ କରୁଥିବା ବେଳେ ରାକେଶ ଙ୍କ ଏଭଳି ନିଆରା ପ୍ରୟାସ କୁ ସାଧାରଣରେ ପ୍ରଶଂସା କରାଯାଇଛି l

ଜରାଶ୍ରମର ଅନ୍ତେବାସୀଙ୍କ ଆଶୀର୍ବାଦରେ ଅଭିଭୂତ ହେଲେ ସମାଜସେବୀ ରାକେଶ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଗଭୀର ଅବପାତର ରୂପ ନେଲା ଅବପାତ, ୨୮ରେ ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବ ଛୁଇଁବ ସ୍ଥଳଭାଗ